ରାଜ୍ୟ

ପଟ୍ଟନାୟିକିଆ ଛକରେ ୩ ଭାଇଙ୍କୁ ହତ୍ୟା

ସାକ୍ଷୀଗୋପାଳ, ୧୫ା୭ (ଡି.ଏନ.ଏ./ସ୍ବ.ପ୍ର.): ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ଜନଗହଳିପୂର୍ଣ୍ଣ ବଜାର ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଛି ଟ୍ରିପଲ ମର୍ଡର। ଦୁର୍ବୃତ୍ତମାନେ ବିଚ୍‌ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ…

7 years ago

ରଣପୁର ବାହୁଡା ଯାତ୍ରାରେ ବିଶୃଙ୍ଖଳା : ନନ୍ଦିଘୋଷ ରଥର ଅଖ ଭାଙ୍ଗିଲା, ହୋଇପାରିଲା ନାହିଁ ଲକ୍ଷ୍ମୀନାରାୟଣ ଭେଟ

ରଣପୁର,୧୫ା୭ (ସ୍ବ.ପ୍ର.): ରଣପୁରଠାରେ ବାହୁଡା ଯାତ୍ରାର ୨ଦିନ ପରେ ରବିବାର ଶ୍ରଦ୍ଧାଳୁମାନେ ଉତ୍ସାହର ସହ ନନ୍ଦିଘୋଷ ରଥ ଟାଣୁଥିଲା ବେଳେ ହଠାତ୍‌ ରଥଅଖ ଭାଙ୍ଗିଯାଇଥିଲା। ଫଳରେ ରଥଟଣା…

7 years ago

ତିନି ରଥ ଉପରେ ଚାଲିଛି ଅଧରପଣା ନୀତି: ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼

ପୁରୀ ଅଫିସ୍‌, ୧୪।୭: ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି। ଅଧରପଣା ନୀତି ଦେଖିବାକୁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ ପରିଲକ୍ଷିତ…

7 years ago

ପରିବେଶ ସୁରକ୍ଷାରେ ଛାତ୍ରୀଛାତ୍ରଙ୍କ ଭୂମିକା ଆଲୋଚନା ଚକ୍ର:କଲାମଙ୍କ ଭଳି ସ୍ବପ୍ନ ଦେଖି ସାକାର କର

ପୁରୀଅଫିସ, ୧୪ା୭ : ଦିନକୁ ଦିନ ପରିବେଶ ନଷ୍ଟ ହେବାରେ ଲାଗିଛି। ରାସ୍ତା ସମ୍ପ୍ରସାରଣ ଲାଗି ରାସ୍ତାକଡରେ ରହିଥିବା ବହୁ ବଡ ବଡ ଗଛ କଟାଯାଉଛି। ତାହା…

7 years ago

ନୀଳାଦ୍ରିବିଜେ:ଦିନକ ପାଇଁ ଶ୍ରୀମନ୍ଦିରରେ ହୁଏ ରସଗୋଲା ଭୋଗ

ପୁରୀ ଅଫିସ, ୧୪ା୭: ପରମ୍ପରା ଅନୁଯାୟୀ ଠାକୁରମାନେ ନବଦିନାତ୍ମକ ରଥଯାତ୍ରା ଶେଷ କରି ବାହୁଡାରେ ଫେରିଆସନ୍ତି। ଏହା ପରଦିନ ସିଂହଦ୍ୱାରଠାରେ ରଥ ଉପରେ ସୁନାବେଶରେ ଦର୍ଶନ ଦିଅନ୍ତି।…

7 years ago

ଛାତ୍ରୀଛାତ୍ରଙ୍କ ଅଭିନବ ପ୍ରୟାସ:କାଦୁଅ ରାସ୍ତାରେ ଧାନ ତଳି ରୋଇ ଜଣାଇଲେ ପ୍ରତିବାଦ

ମାଲକାନଗିରି,୧୪ା୭(ଡି.ଏନ.ଏ./ସ୍ବ.ପ୍ର.)-ସତୀଗୁଡା କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ୫ କିଲୋମିଟର ରାସ୍ତା ବିଭାଗ ମରାମତି ନ କରିବାରୁ ଗ୍ରାମବାସୀମାନେ ରାସ୍ତା ଉପରେ ଧାନ ତଳି ରୋଇ ଏହାର…

7 years ago

ସୀମାନ୍ତରେ ଗୁଳି ବିନିମୟ:୨ ମାଓବାଦୀ ନିହତ, ଜଣେ ଗିରଫ

ମାଲକାନଗିରି,୧୪ା୭ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ଦାନ୍ତଓ୍ବୋଡା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ରବିବାର ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ଜଣକୁ…

7 years ago

ଚୋରି ଉଦ୍ୟମ ବିଫଳ: ଅଭିଯୁକ୍ତ କୋର୍ଟ ଚାଲାଣ

ବିଞ୍ଝାରପୁର/ସିଂହପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅନ୍ତର୍ଗତ ଅଙ୍ଗାଳୋ ପଞ୍ଚାୟତ ଅଙ୍ଗାଳୋ ଗ୍ରାମରେ ଶୁକ୍ରବାର ରାତିରେ ଚୋରି ଉଦ୍ୟମ କରୁଥିବା ଜଣେ ଯୁବକ ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ ତାଙ୍କୁ…

7 years ago

ପୋଲିସ ଜାଲରେ ନକଲୀ ମାଓବାଦୀ ଗ୍ୟାଙ୍ଗ: ବନ ଅଧିକାରୀଙ୍କ ସମେତ ୨ ଭାଇଗିରଫ

ବରଗଡ଼ ଅଫିସ୍‌,୧୪।୭: ବରଗଡ଼ ଜିଲା ଭଟଲି ପୋଲିସ ହାତରେ ରବିବାର ନକଲୀ ମାଓବାଦୀ ଗ୍ୟାଙ୍ଗ ଧରାପଡ଼ିଛନ୍ତି । ପୋଲିସ ଉକ୍ତ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି…

7 years ago

ଅନୁଭବଙ୍କ ବିରୋଧରେ ଏତଲା ଦେବା ପରେ ବି ନିଆଯାଉନାହିଁ କାର୍ଯ୍ୟାନୁଷ୍ଠାନ: ମହିଳାଙ୍କ ଥାନା ସମ୍ମୁଖରେ ଧାରଣା

କଟକ ଅଫିସ,୧୪।୭: ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସଙ୍କ ବିରୋଧରେ ଏତଲା ଦେବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଅଭିଯୋଗରେ…

7 years ago