ରାଜ୍ୟ

ରାସ୍ତାକଡ଼ରେ ନିମ୍ବ ଚାରା ରୋପଣ

ଭାପୁର,୧୦ା୭(ଡି.ଏନ୍‌.ଏ)-ଭାପୁର ବ୍ଲକ କଇଁଫୁଲିଆ ସ୍ବେଚ୍ଛାସେବୀ ଅନୁଷ୍ଠାନ ଆଶା ଓ ଭରସା ଟ୍ରଷ୍ଟ ଓ ଛାତ୍ରୀଛାତ୍ରଙ୍କ ପକ୍ଷରୁ ମଙ୍ଗଳବାର ରାସ୍ତାକଡ଼ରେ ୩ ଶହରୁ ଊର୍ଦ୍ଧ୍ୱ ନିମ୍ବ ଚାରା ରୋପଣ…

7 years ago

କେନାଲରେ ଆସୁନି ପାଣି, ପଛେଇଗଲାଣି ଚାଷ

ବାଲିଆ,୧୦।୭: ଜୁଲାଇ ମାସ ଅଧା ହେଲାଣି, ଅଥଚ ଚାଷଜମିକୁ ପାଣି ପହଞ୍ଚତ୍ପାରିନାହିଁ। ମୁଖ୍ୟ କେନାଲ ସମେତ ଶାଖା କେନାଲରେ ଏ ପର୍ଯ୍ୟନ୍ତ ପାଣି ଆସିନାହିଁ। ଫଳରେ ଚାଷୀମାନେ…

7 years ago

ସରକାରୀ ପୋରଛାହନ୍‌ର ଘୋର ଅଭାବ:ବୁଡ଼ିଯାଉଛେ ପାରମ୍ପରିକ ମାଟି କାରିଗରୀ

କଲମପୁର, ୧୦।୭ (ଡି.ଏନ୍‌.ଏ): ସରକାର କୁଟୀର ଶିଳ୍ପର ବିକାଶ ଲାଗି ଅନେକ ଯୋଜନାରେ କାରିଗରମାନକୁ ପୋରଛାହନ୍‌ ଯୁଗେଇ ଦେଉଛନ୍‌। ହେଲେ ଆମର ସମାଜରେ ବି ଅନେକ ପାରମ୍ପରିକ୍‌…

7 years ago

ହଜି ଯାଉଛି ଅସନପାଟର ପରିଚୟ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)- କେନ୍ଦୁଝର ଜିଲାର କଳା ସଂସ୍କୃତି ନିଆରା। ଏକଦା ଏଠାରେ ସାମରିକ କଳାର ପ୍ରତୀକ ସ୍ବରୂପ ଛଉ ନୃତ୍ୟର ପ୍ରସିଦ୍ଧି ରହିଥିଲା। ଝୁମ୍ପୁରା ବ୍ଲକ…

7 years ago

ହାର୍‌ ମାନିନାହାନ୍ତି କନକଲତା

ଭଦ୍ରକ ଅଫିସ, ୧୦।୭- ଭଦ୍ରକ ସହର ତଳିର ଏକ ଗଁା ଓକାଳ। ଗଁାରେ ରହିଛି ଏକ ୫ ଫୁଟ ଉଚ୍ଚର ବଖରାଏ ନୂଆଣିଆ ନଡ଼ା ଛପର ଘର।…

7 years ago

ବସ୍‌ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଅଭିଯୁକ୍ତ ହେଲ୍‌ପର ଗିରଫ

ପୁରୀ ଅଫିସ, ୯ା୭ : ମହାପ୍ରଭୁଙ୍କ ରଥଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇପଡ଼ିଥିବାବେଳେ ଘଟିଛି ଲଜ୍ଜାଜନକ ଘଟଣା। ସୋମବାର ରାତିରେ ପୁରୀ ବସ୍‌ଷ୍ଟାଣ୍ଡ ପରିସରସ୍ଥ ଏକ ବସ୍‌…

7 years ago

ରାଜ୍ୟରେ ୪୦୭୩ ବି.ଟେକ୍‌ ସିଟ୍‌ ହ୍ରାସ

ଭୁବନେଶ୍ୱର, ୯ା୭(ବ୍ୟୁରୋ)- ପ୍ରତିବର୍ଷ ରାଜ୍ୟରେ ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ବି.ଟେକ୍‌ ସିଟ୍‌ ଖାଲି ପଡ଼ୁଛି। କେବଳ ଘରୋଇ ନୁହେଁ, ସରକାରୀ କଲେଜରେ ମଧ୍ୟ ସିଟ୍‌ ପୂରଣ ହୋଇପାରୁ…

7 years ago

‘କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରୀରେ ଦୂତି

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତି ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରୀରେ ସ୍ଥାନ ପାଇବାର ଗୌରବ ଅର୍ଜନ…

7 years ago

୧୦ ହଜାର ଟଙ୍କାରେ ୭ମାସର ଶିଶୁପୁତ୍ରକୁ ବିକିଲା ବାପା

ଝରିଗାଁ,୯।୭(ସ୍ବ.ପ୍ର)- ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୭ମାସର ଶିଶୁପୁତ୍ରକୁ ବାପା ବିକ୍ରି କରି ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଉମରକୋଟ ବ୍ଲକ ପୂଜାରୀଗୁଡା ଗ୍ରାମର ସଂଗ୍ରାମ…

7 years ago

ଫେରିବାଲାଙ୍କଠୁ ମିଳିଲା ୪୫କେଜି ଗଞ୍ଜେଇ: ଷ୍ଟେଶନରୁ ୩ ଗିରଫ, ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା

ଦାମନଯୋଡି, ୯।୭(ଡି.ଏନ୍‌.ଏ.)- ଗଞ୍ଜେଇ ଚାଲାଣ ଅଭିଯୋଗରେ କୋରାପୁଟ ସିଆର୍‌ପିଏଫ୍‌ ମଙ୍ଗଳବାର ଦାମନଯୋଡି ଷ୍ଟେସନରୁ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପଡୋଶୀ ପଶ୍ଚିମବଙ୍ଗ…

7 years ago