କଟକ ଅଫିସ,୧୭।୭: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଅସୁସ୍ଥ। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲର ମେଡିସିନ ଆଇସିୟୁରେ ରଖାଯାଇ ଚିକିତ୍ସା…
କେନ୍ଦ୍ରାପଡ଼ା ଅଫିସ/ମହାକାଳପଡ଼ା/ରାଜନଗର ୧୭।୭(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଗୁଲାମୁଣ୍ଡାରେ ବ୍ୟବସାୟୀଙ୍କୁ ଗୁଳିମାଡ଼ ଘଟଣାରେ ବୁଧବାର ଜିଲାବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ସମସ୍ତ ଦୋକାନବଜାର ଓ ଗାଡ଼ି ଚଳାଚଳ ବନ୍ଦ…
କେନ୍ଦ୍ରାପଡ଼ା ଅଫିସ,୧୭।୭: କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଡାକ୍ତରଙ୍କ ଅସାବଧାନତା ଯୋଗୁ ପ୍ରସବ ନିମନ୍ତେ ଆସିଥିବା ଜନୈକା ମହିଳାଙ୍କ ଅପରେଶନ…
କେନ୍ଦ୍ରାପଡ଼ା ଅଫିସ,୧୭।୭: ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥିନୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ପାଇଁ ନିର୍ବାଚନ ପ୍ରଚାରକୁ ବୁଧବାର ଓହ୍ଲାଇଛନ୍ତି।…
କେନ୍ଦ୍ରାପଡ଼ା ଅଫିସ,୧୭।୭: ଗତ ୧୩ ତାରିଖରେ ସହରର ଦଣ୍ଡାମୁଣ୍ଡ ଛକଠାରେ ଧର୍ମରକ୍ଷା ସେନାର ଜିଲା ଆବାହକ ବିବେକାନନ୍ଦ ମହାରଣା ଓରଫ ବାବୁଲିଙ୍କୁ ୨ଜଣ ଦୁର୍ବୃତ୍ତ ଗୁଳିମାଡ଼ କରିଥିଲେ।…
ଜୟପୁର, ୧୭।୭(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ହାତୀଶାଳ ଛକରେ ବୁଧବାର ଭୋରରେ ପୋଲିସ ଏନ୍କାଉଣ୍ଟରରେ କୁଖ୍ୟାତ ଅପରାଧୀ ତଥା ଗଞ୍ଜେଇ ମାଫିଆ କାବୁଲ ଖରା ଆହତ ହୋଇଛନ୍ତି।…
ପୁରୀ ଅଫିସ,୧୭ା୭: ଶ୍ରୀମନ୍ଦିରକୁ ଆଇଏଏସ୍ ଅଫିସର ତଥା ଅମଲାତନ୍ତ୍ର ପରିଚାଳନା କରିବା ଠିକ୍ ନୁହେଁ। ଏହି ବ୍ୟବସ୍ଥାକୁ ପରିବର୍ତ୍ତନ କରାଯିବା ଦରକାର ବୋଲି କହିଛନ୍ତି ଜୟପୁର ବିଧାୟକ…
ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଜିଲା ଏଡ୍ସ ପ୍ରତିରୋଧ ଓ ନିୟନ୍ତ୍ରଣ ୟୁନିଟ୍ର ସମୀକ୍ଷା ବୈଠକ ମଙ୍ଗଳବାର ଓଡିଶା ରାଜ୍ୟ ଏଡ୍ସ ନିୟନ୍ତ୍ରଣ ସମିତି (ଓସାକ୍ସ)ଠାରେ ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ…
ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଗୁରୁ ଦେବପ୍ରସାଦ ଦାସ ଫାଉଣ୍ଡେଶନ ପକ୍ଷରୁ ତୃତୀୟ ପରିପୂର୍ଣ୍ଣା ନୃତ୍ୟ ଉତ୍ସବ ‘ନାୟିକା-୨୦୧୯’ ମଙ୍ଗଳବାର ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଓଡ଼ିଆ…
ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଭାରତ ପର୍ଯ୍ୟଟନ ମାନଚିତ୍ରରେ ଓଡ଼ିଶାର ଏକ ବିଶେଷ ସ୍ଥାନ ରହିଛି। ପ୍ରାକୃତିକ ସୌନ୍ଦର୍ଯ୍ୟ ସାଙ୍ଗକୁ ବିସ୍ତୀର୍ଣ୍ଣ ବେଳାଭୂମି ଦେଶ ତଥା ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ…