ରାଜ୍ୟ

ଓଜେଇଇ ୨୦୧୯କୁ ନେଇ ଖବରକାଗଜରେ ଜାଲ୍‌ ବିଜ୍ଞାପନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ବିଭ୍ରାନ୍ତ କରିବା ପାଇଁ ଖବରକାଗଜରେ ଆସୁଛି ଜାଲ୍‌ ବିଜ୍ଞାପନ। ଉଚ୍ଚଶିକ୍ଷାରେ ନାମ ଲେଖାଇବା ପାଇଁ ଖବରକାଗଜରେ ଭୁଲ ବିଜ୍ଞାପନ ପ୍ରକାଶ ପାଉଛି। ତେଣୁ ଏହିଭଳି…

7 years ago

ଆରଡି ରାସ୍ତା ନିର୍ମାଣକୁ ବିରୋଧକରି ଦାବିପତ୍ର ଦେଲେ ଚାଷୀ

ଜୟପୁର,୨୬ା୬(ନି.ପ୍ର.): ଜୟପୁର ବ୍ଲକ ଅନ୍ତର୍ଗତ ଟାଙ୍କୁଆ ପଞ୍ଚାୟତ କେନାଲ ରାସ୍ତା ଉପରେ ଆରଡି ରାସ୍ତା ନିର୍ମାଣକୁ ଚାଷୀମାନେ ବିରୋଧ କରିଛନ୍ତି । ଉକ୍ତ ରାସ୍ତା ଜଗନ୍ନାଥପୁଟ-କୁସୁମପୁଟ ନାମରେ…

7 years ago

ପ୍ରାକ୍ଟିକାଲରେ କମ୍‌ ମାର୍କ ପାଇଁ କଲେଜ ଘେରିଲେ ଛାତ୍ରୀ

ଜୟପୁର,୨୬ା୬(ନି.ପ୍ର./ଡି.ଏନ୍‌.ଏ.): ଥିଓରିରେ ୮୦ ପ୍ରତିଶତ ମାର୍କ ରଖିଥିବା ଜଣେ ଛାତ୍ରୀଙ୍କୁ ଗୃହ ବିଜ୍ଞାନର ପ୍ରାକ୍ଟିକାଲରେ ମାତ୍ର ୧୨ ମାର୍କ ମିଳିଛି। ଜୟପୁର ସରକାରୀ ମହିଳା ମହାବିଦ୍ୟାଳୟରେ ଏଭଳି…

7 years ago

ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ତହସିଲଦାରଙ୍କୁ ଫେରାଦ

ଜୁନାଗଡ,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ବୁଧବାର ୫ ଦଫା ଦାବି ନେଇ ଜୁନାଗଡ ତହସିଲଦାରଙ୍କୁ ଫେରାଦ ହୋଇଛନ୍ତି । ଏ ବିଷୟରେ ତହସିଲଦାରଙ୍କୁ…

7 years ago

ଭେଣ୍ଡର ରସିଦ୍‌ ଦାବିରେ ସମବାୟ ସମିତିରେ ତାଲା

ଭଣ୍ଡାରିପୋଖରୀ, ୨୬।୬ (ଡି.ଏନ.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ସରସଦା ସେବା ସମବାୟ ସମିତିରେ ଗତ ଖରିଫ୍‌ ଧାନ ବିକ୍ରିର ଶେଷ ପର୍ଯ୍ୟାୟରେ ଧାନ ବିକ୍ରି…

7 years ago

ଚାଷୀଙ୍କୁ ନେଇ ହରଡ଼ଘଣାରେ କୃଷିମନ୍ତ୍ରୀ: ୨୦୦୧ରୁ ୧୧ ମଧ୍ୟରେ କୃଷକ ସଂଖ୍ୟା ସରକାରଙ୍କୁ ଜଣାନାହିଁ

ଭୁବନେଶ୍ୱର,୨୬।୬(ବ୍ୟୁରୋ): କୃଷି ଓ କୃଷକକୁ ନେଇ ବୁଧବାର ବିଧାନସଭାର ପ୍ରଶ୍ନ କାଳରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କୁ ଘେରିଥିଲେ। ୨୦୧୦ରୁ…

7 years ago

ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ଗୃହରେ ହଙ୍ଗାମା: ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ନେତାଙ୍କ ନାମ ଘୋଷଣା ଏବଂ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ବୁଧବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ଜୋରଦାର…

7 years ago

ଗଠନ ହେଲା ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟି

ଭୁବନେଶ୍ୱର,୨୬।୬(ବ୍ୟୁରୋ) : ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାର କାର୍ଯ୍ୟ ପରାମର୍ଶଦାତା କମିଟି ଗଠନ କରିଛନ୍ତି। ସେ ଏ ନେଇ ବିଧିବଦ୍ଧ ଭାବେ ଘୋଷଣା ମଧ୍ୟ…

7 years ago

ଉପବାଚସ୍ପତି ନିର୍ବାଚନ ଘୋଷଣା: ରଜନୀକାନ୍ତଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ଉପବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ସକାଶେ ଘୋଷଣା କରାଯାଇଛି। ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏ ସମ୍ପର୍କରେ ଗୃହରେ ସୂଚନା ଦେଇଥିଲେ।…

7 years ago

ଜୁଲାଇ ପହିଲା ଯାଏ ବିଚାର ବିଭାଗୀୟ ହାଜତରେ ରହିବେ ପାଟଣାଗଡ଼ ବିଧାୟକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ପାଟଣାଗଡ଼ ବିଧାୟକ ସରୋଜ ମେହେର ଆସନ୍ତା ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ। ବୁଧବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ବାଚସ୍ପତି…

7 years ago