ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନ ନୀତି ସମ୍ପନ୍ନ ହୋଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ବେ ସ୍ନାନବେଦିରେ ବିଶୃଙ୍ଖଳା ହୋଇଛି। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମକୁ…
ପାପଡାହାଣ୍ଡି,୨୦। ୬(ଡି.ଏନ.ଏ.): ଦୀର୍ଘ ଦିନ ହେଲା ଗ୍ରାମରେ ଲାଗି ରହିଛି ବିଭିନ୍ନ ସମସ୍ୟା । ପାନୀୟ ଜଳ, ବିଦ୍ୟୁତ୍, ଶିକ୍ଷା, ଆବାସ ଯୋଜନା ଆଦି ପହଞ୍ଚିିପାରିନି। ଗ୍ରାମର…
ଅଜଣା ବ୍ୟାଧି ଗ୍ରାସ କରିଛି ଜିଲାକୁ। ସଚେତନତା ହେଉଛି ଏହାର ଏକମାତ୍ର ମହୌଷଧି। ହେଲେ ଏହା ପହଞ୍ଚିପାରୁନି ଦୁର୍ନୀତି କବଳିତ ବ୍ୟକ୍ତିବିଶେଷଙ୍କ ପାଖରେ। ଫଳସ୍ବରୂପ ଡିଅଁ।ରୋଗ ପରି…
ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ଦଇତାପତି…
ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ନିଶାଦ୍ରବ୍ୟ ସେବନ କରି ଗାଡ଼ି ଚଳାଉଥିବା ଡ୍ରାଇଭରମାନଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ଧରାପଡିଲେ ଏଣିକି ଜେଲ ଯିବାକୁ ପଡିବ। କେବଳ ଜରିମାନା ଆଦାୟ…
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟ ସଭାରେ ଖାଲି ହୋଇଥିବା ଓଡିଶାର ୩ ଆସନକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର୍ ଧରିଛି। ବିଧାନସଭା ସଂଖ୍ୟା ଦୃଷ୍ଟିରୁ ଦେଖିଲେ ଏହି ୩ଟି…
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଜନସାଧାରଣଙ୍କ ଧନଜୀବନ ସୁରକ୍ଷା ଦେବା ପୋଲିସର କର୍ତ୍ତବ୍ୟ। ଦୁର୍ନୀତି, ଅପରାଧ ଏବଂ ଅସଦାଚରଣ ଭଳି କୁତ୍ସିତ କାର୍ଯ୍ୟକଳାପ ଉପରେ ଲଗାମ ଲଗାଇବାକୁ ପ୍ରଶାସନିକ ସ୍ତରରେ ପୋଲିସ…
ଖଣ୍ଡପଡ଼ା,୨୦ା୬(ସ୍ବ.ପ୍ର.): ଭାପୁର ବ୍ଲକ ଅନ୍ତର୍ଗତ ପଥରଚକଡା ପଞ୍ଚାୟତ ମାଧପୁର ବହୁମୁଖୀ ଆଶ୍ରୟସ୍ଥଳୀଠାରେ ବୁଧବାର ଏକ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ଅଭ୍ୟାସ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…
ଭାପୁର,୨୦ା୬(ଡି.ଏନ୍.ଏ.): ଭାପୁର-ମନ୍ଦାରବେରଣୀ ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାରେ ଏକ ବାଇକ୍ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟି ବୁଧବାର ୨ ଜଣ ଗୁରୁତର…
ନୟାଗଡ଼ ଅଫିସ,୨୦ା୬: ନୟାଗଡ଼ର ଅଧିକାଂଶ ସହରବାସୀଙ୍କ ପାଇଁ ରହିଛି ଚକଚକ୍ ମାର୍ବଲ ସାଙ୍ଗକୁ ଇଟାଲିଆନ୍ ପ୍ୟାନ୍ ଥିବା ପାଇଖାନା। କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମ…