ଭୁବନେଶ୍ୱର,୭।୭: ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ସାରା ରାଜ୍ୟରେ ‘ଷ୍ଟିଅରିଂ ଛାଡ଼’ ଆନ୍ଦୋଳନ ଆରମ୍ଭ କରିବାକୁ ଘୋଷଣା କରିଛି। ୬ ଦଫା ଦାବି ନେଇ ଏହି ଆନ୍ଦୋଳନ…
ଭୁବନେଶର,୭ା୭: ଭୁବନେଶ୍ୱର ରେଳଷ୍ଟେଶନରେ ହୀରାକୁଦ ଏକ୍ସପ୍ରେସ୍ର ଏକ ବଗିରେ ସୋମବାର ସନ୍ଧ୍ୟାରେ କୌଣସି କାରଣରୁ ନିଅଁା ଲାଗିଯାଇଥିଲା। ନିଆଁରେ ଜଣେ ଯାତ୍ରୀଙ୍କ କିଛି ଆସବାବପତ୍ର ପୋଡ଼ିଯାଇଥିବା ବେଳେ…
ପୁରୀ,୭ା୭(ଅଜିତ୍ ମହାନ୍ତି)- ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ କରୁଛନ୍ତି…
କୁଜଙ୍ଗ,୭।୭: କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (CHC)ର ଡାକ୍ତର ଶିବ ପ୍ରସାଦ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଲାଞ୍ଚ ନେଉଥିବା ଧରାଯାଇଛି। ସେ ଜଣେ ଅଭିଯୋଗକାରୀଙ୍କଠାରୁ ତାଙ୍କ…
ରାୟଗଡ଼ା, ୭।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ ନଗଦ…
ତୁମୁଡିବନ୍ଧ,୭।୭(ଦିପକ କୁମାର ପରାସେଠ): କନ୍ଧମାଳ ଜିଲାର ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ପଞ୍ଚାୟତରେ ଏକ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କୁଟିଆ ଜନଜାତିର ଜଣେ ମହିଳା ରଂଜିତା…
ଭଦ୍ରକ,୭।୭: ଭଦ୍ରକ ଜିଲାର ତିହିଡି ବ୍ଲକ ଅନ୍ତର୍ଗତ ହରସିଂହପୁର ପଞ୍ଚାୟତର ଚଣ୍ଡିସାହି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଚାଷ କରୁଥିବା ବେଳେ ବଜ୍ରାଘାତରେ ଦୁଇ ଭାଇଙ୍କର…
ମୁମ୍ବାଇ,୭।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ମୁମ୍ବାଇର କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍ରୁ ଡିସ୍ଚାର୍ଜ ହୋଇଛନ୍ତି। ସର୍ଭାଇକାଲ୍ ଆର୍ଥ୍ରରାଇଟ୍ସ ଅସ୍ତ୍ରୋପଚାର…
ସମ୍ବଲପୁର,୭।୭: ରେଢ଼ାଖୋଲ ଉପଖଣ୍ଡରେ ସମ୍ବଲପୁର ଭିଜିଲାନ୍ସ ଟିମ୍ ଏକ ବଡ଼ ଧରଣର ଅଭିଯାନ ଚଳାଇ ବ୍ଲକ ଭେଟନାରୀ ଅଫିସର (BVO) ଡା. ସୁବାସ ପ୍ରକାଶ ସୋରେନ ଓ…
ଭୁବନେଶ୍ୱର,୭।୭:ରାଜ୍ୟ ଭାଜପା ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଛନ୍ତି ମନମୋହନ ସାମଲ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।…