ରାଜ୍ୟ

ଭିଜିଲାନ୍ସ ଜାଲରେ ଛତ୍ରପୁର ତହସିଲ ଅଫିସର ବରିଷ୍ଠ ରାଜସ୍ବ ସହାୟକ

ଛତ୍ରପୁର,୧୨।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ସ୍ବାତି ସୁଚରିତା ପାତ୍ର ଘରବାରି ପଟ୍ଟା କରିଦେବା ଲାଗି ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର…

12 months ago

୪୮ ହଜାର ଟଙ୍କା ଲାଞ୍ଚ ନେଇ ଜୁନିଅର ଷ୍ଟେନୋ ଗିରଫ

ନୟାଗଡ଼ ଅଫିସ, ୧୨।୫: ଭିଜିଲାନ୍ସ ଜାଲରେ ନୟାଗଡ଼ ଟ୍ରେଜେରୀ ଅଫିସର ଜୁନିଅର ଷ୍ଟେନୋ ଦୁର୍ଗା ପ୍ରସାଦ ମହାପାତ୍ର। ଜାତୀୟ ପେନସନ ସ୍କିମର ପ୍ରାନ ଆଇଡି ଖୋଲିବା ପାଇଁ…

12 months ago

ଲାଞ୍ଚ ନେବା ମାମଲାରେ କନିଷ୍ଠ କିରାଣୀଙ୍କୁ ୩ ବର୍ଷ ଜେଲ

ଅନୁଗୋଳ,୧୨।୫: ଅନୁଗୋଳ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଜିଲାପାଳ କାର୍ଯ୍ୟାଳୟର କନିଷ୍ଠ କିରାଣୀ ପଙ୍କଜିନୀ ବିଶ୍ୱାଳ । ପଙ୍କଜିନୀ ୨୦୧୭ରେ ଅନୁଗୋଳ ତହସିଲ ଅଫିସରେ କାର୍ଯ୍ୟରତ ଥିବା…

12 months ago

ବିଦ୍ୟୁତ୍‌ କରେଣ୍ଟ ଲାଗି ଚାଲିଗଲା ଭଉଣୀ ଭାଇଙ୍କ ଜୀବନ

ଯାଜପୁର ଅଫିସ/କଳିଙ୍ଗନଗର(ଡି.ଏନ୍‌.ଏ.):୧୨।୫: ବିଦ୍ୟୁତ୍‌ କରେଣ୍ଟ ଲାଗି ଶୁକ୍ରବାର ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସମେତ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପ୍ରଧାନ ଶିକ୍ଷୟିତ୍ରୀ ନିତୁ ମାରାଣ୍ଡି(୩୨)…

12 months ago

ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ ରେଜଲ୍ଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨ା୫(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନରେ ପ୍ରକାଶ ପାଇଛି।  ମୋଟ୍‌ ପାସ୍‌ ହାର ୯୩.୧୨ ପ୍ରତିଶତ…

12 months ago

ସୁଧାକର ପଣ୍ଡା ପାଇବେ ‘ବିଜୁ ପଟ୍ଟନାୟକ ପୁରସ୍କାର’

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନକ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୨୦ ମସିହା ପାଇଁ ପୁରସ୍କାର ଘୋଷଣା କରାଯାଇଛି। ବୈଜ୍ଞାନିକ ଉତ୍କର୍ଷ…

12 months ago

ଲିଗାଲ ଟେକ୍‌ନୋଲୋଜିରେ ନୂତନ ବିବର୍ତ୍ତନ

ଏକ ଦଶନ୍ଧିରୁ ଅଧିକ ସମୟର ସଂଘର୍ଷରତ ଯାତ୍ରା ପରେ ରାକେଶ ଶତପଥୀ ଜଣେ ଦକ୍ଷ ଡିରେକ୍ଟର ତଥା କମ୍ପ୍ୟୁଟର ଇଞ୍ଜିନିୟର ଭାବେ ଏପିକ୍‌ ଗ୍ଲୋବାଲ ୟୁଏସ୍‌ ବେସ୍‌ଡ…

12 months ago

ଗାଁମୁହାଁ ଭାଲୁ, ଲୋକେ ଆତଙ୍କିତ

କେନ୍ଦୁଝର,୧୨।୫(ସ୍ବ.ପ୍ର.)-କେନ୍ଦୁଝର ସଦର ରେଞ୍ଜ ଅଧୀନ ଯୋଗୀମଠ ବନ ବିଭାଗ ନର୍ସରୀରେ ଏକ ଭାଲୁ ପଶି ଆସିଛି। ଭାଲୁଟି ପାଖ ଗାଁ ଦେଇ ଯାଉଥିବା ବେଳେ ଲୋକେ ଦେଖି…

12 months ago

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଅନୁଗୋଳ ଅଫିସ,୧୨।୫: ହାତୀ ଆକ୍ରମଣରେ ଅନୁଗୋଳ ଜିଲା ବନ୍ତଳା ବନାଞ୍ଚଳ ଅନ୍ତର୍ଗତ ଗଡତରାସ ପଞ୍ଚାୟତ ଅଧୀନ ଯାମୁଣ୍ଡା କୂଳିଆପଶି ସାହିର ଜଣେ ବୃଦ୍ଧାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି।…

12 months ago

ବିଦ୍ୟୁତ୍‌ ଆଘାତରେ ୪ ହାତୀଙ୍କ ଜୀବନ ଗଲା

ଗୁଣୁପୁର/ପାରଳାଖେମୁଣ୍ଡି,୧୨ା୫(ଡି.ଏନ୍‌.ଏ.): ଓଡ଼ିଶା ଆନ୍ଧ୍ର ସୀମାନ୍ତ ଅଞ୍ଚଳ ଶ୍ରୀକାକୁଲମ ଜିଲା କାତ୍ରାଗାଡ଼ା ନିକଟରେ ଶୁକ୍ରବାର ୪ ହାତୀଙ୍କ ମୃତଦେହ ଠାବ ହୋଇଛି। ପ୍ରକୃତରେ ହାତୀଙ୍କ ମୃତ୍ୟୁ କେମିତି ଘଟିଛି…

12 months ago