ରାଜ୍ୟ

ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ

କୋରାପୁଟ,୯।୫(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୋରାପୁଟ ଜିଲା ପ୍ରତି ଚରମ ଅବହେଳାକୁ ବିରୋଧ କରି ଜିଲା କଂଗ୍ରେସ କମିଟି ପକ୍ଷରୁ ମଙ୍ଗଳବାର ୧୨ ଘଣ୍ଟିଆ କୋରାପୁଟ…

12 months ago

ଜାମଦାରେ ୯୦୦ କୋଟିର ଇସ୍ପାତ ଶିଳ୍ପ

ଭୁବନେଶ୍ୱର,୯ା୫(ବ୍ୟୁରୋ): ରାଜ୍ୟ ସରକାର ୨୮୪୦.୭୩ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୩୭୨୧ ନିଯୁକ୍ତି ସୁଯୋଗ ସୃଷ୍ଟି…

12 months ago

ପ୍ରତିଭା ରାୟ, ସୀତାକାନ୍ତ ମହାପାତ୍ର, ଶ୍ରୀନିବାସ ଉଦ୍‌ଗାତାଙ୍କୁ ‘ଅତିବଡ଼ୀ ପୁରସ୍କାର’

ଭୁବନେଶ୍ୱର,୧୦।୫(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସମ୍ମାନ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ୩ ବର୍ଷ ପାଇଁ ପ୍ରଦାନ କରାଯାଇଛି। ଏଥିସହ ୪୪ଜଣଙ୍କୁ ସାରସ୍ବତ ସମ୍ବର୍ଦ୍ଧନା ଦିଆଯାଇଛି।…

12 months ago

୧୦ରେ ବାତ୍ୟା ରୂପ ନେବ ଅବପାତ

ଭୁବନେଶ୍ୱର,୯ା୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ମଙ୍ଗଳବାର ଏହା ଆହୁରି ଅଧିକ ଘନୀଭୂତ ହୋଇ ଡିପ୍ରେସନ(ଅବପାତ)ରେ…

12 months ago

ଚିଲିକାକୁ ଉଜାଡ଼ୁଛି ଚିଙ୍ଗୁଡ଼ି ଲୋଭ

ଖୋର୍ଦ୍ଧା ଅଫିସ୍‌,୯।୫(ପ୍ରଭାତ ପାଣିଗ୍ରାହୀ): ଶୀତଋତୁରେ ବିଦେଶାଗତ ପକ୍ଷୀଙ୍କ ସମାଗମ ସାଙ୍ଗକୁ ଚିଲିକାର ନୈସର୍ଗିକ ପରିବେଶ ପର୍ଯ୍ୟଟକଙ୍କୁ ବିଭୋର କରିଥାଏ। ହେଲେ ଜବରଦଖଲ ଏବଂ ବେଆଇନ ଚିଙ୍ଗୁଡ଼ି ଘେରି…

12 months ago

ଲେଉଟିଲା ତାତି: ବୌଦ୍ଧରେ ସର୍ବାଧିକ ୪୨ ତାପମାତ୍ରା ରେକର୍ଡ

ଭୁବନେଶ୍ବର,୮।୫(ବ୍ୟୁରୋ): ରାଜ୍ୟରେ ଲେଉଟିଲା ଗ୍ରୀଷ୍ମ ପ୍ରବାହ। ପ୍ରାୟ ୨ ସପ୍ତାହ ପରେ ପୁଣି ତାତି ଅନୁଭୂତ ହୋଇଛି। ଆଜି ରାଜ୍ୟର ୧୪ଟି ସହରର ତାପମାତ୍ରା ୪୦ ଡିଗ୍ରି…

12 months ago

ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଅନ୍ତ ଘଟାଇଲେ ସୁପ୍ରିମକୋର୍ଟ

ପୁରୀ ଅଫିସ,୮।୫: ସୁପ୍ରିମକୋର୍ଟ ସୋମବାର ଶ୍ରୀମନ୍ଦିରର ରତ୍ନଭଣ୍ଡାର ମାମଲାର ଅନ୍ତ ଘଟାଇଛନ୍ତି। ସୂଚନା ଅନୁଯାୟୀ, ବହୁଚର୍ଚ୍ଚିତ ରତ୍ନଭଣ୍ଡାର ଚାବି ହଜିବା ଘଟଣା ନେଇ ଆଇନଜୀବୀ ମୃଣାଳିନୀ ପାଢ଼ୀ…

12 months ago

ସଂକୀର୍ତ୍ତନ କଳାକାରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୩୨ ଆହତ

ବରଗଡ଼ ଅଫିସ,୮।୫: ବରଗଡ଼ ଜିଲା ଭଟଲି ଥାନା ଅଧୀନ ପିପଲମୁଣ୍ଡା ନିକଟରେ ସୋମବାର ସଂକୀର୍ତ୍ତନ କଳାକାରଙ୍କୁ ଧରି ଯାଉଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗାଡିରେ…

12 months ago

ଇଟାରେ ଛେଚି ସ୍ତ୍ରୀଙ୍କୁ ହତ୍ୟା: ଜେଲ ଗଲେ ଅଭିଯୁକ୍ତ ସ୍ବାମୀ

ଜମନକିରା,୮।୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ବଡ଼ମାଳ ପଞ୍ଚାୟତ ନୂଆଁଡିହି ଗ୍ରାମରେ ଏକ ଅଘଟଣ ଘଟିଛି। ସ୍ବାମୀ ଏକ ଇଟାରେ ସ୍ତ୍ରୀଙ୍କ ମୁଣ୍ଡକୁ ଛେଚି ହତ୍ୟା କରିଛନ୍ତି।…

12 months ago

ଯବାନ-ମାଓବାଦୀ ଗୁଳିବିନିମୟ, ୨ ମାଓବାଦୀ ମୃତ

ମାଲକାନଗିରି,୮ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ସୁକୁମା ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଗୁଳି ବିନିମୟରେ ଜଣେ ହାର୍ଡକୋର ମାଓବାଦୀଙ୍କ ସମେତ ୨…

12 months ago