ରାଜ୍ୟ

SI ନିଯୁକ୍ତି କେଳେଙ୍କାରୀ: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିର ଏସବୁ ଜିଲାରେ ରହିଛି ନକଲି ପରୀକ୍ଷା ସେଣ୍ଟର

ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ସବ୍‌-ଇନ୍‌ସ୍ପେକ୍ଟର (ଏସ୍‌ଆଇ) ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚ ରବିବାର ଭୁବନେଶ୍ୱରର ରଘୁନାଥପୁରସ୍ଥିତ ଏକ ନକଲି ଅନଲାଇନ ପରୀକ୍ଷା କେନ୍ଦ୍ରରେ ଚଢ଼ଉ…

10 months ago

ଯୌତୁକ ନିର୍ଯାତନା ସହି ନ ପାରି ଆତ୍ମହତ୍ୟା କରିଦେଲେ ଇଞ୍ଜିନିୟରଙ୍କ ସ୍ତ୍ରୀ, ଅଭିଯୋଗ ଆଣି ପରିବାର ଲୋକେ କହିଲେ…

ଦିଗପହଣ୍ଡି,୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ବନ୍ଧ ସାହିର ଏ.ବାବା ରାଓଙ୍କ ଝିଅ ଏ.ସୋନାଲି ପାତ୍ର(୩୦) ରବିବାର ଭୋର୍‌ରେ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।…

10 months ago

ପୋଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ: ଗିରଫ ସଂଖ୍ୟା ୧୧୯କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ସବ୍‌-ଇନ୍‌ସ୍ପେକ୍ଟର (ଏସ୍‌ଆଇ) ନିଯୁକ୍ତି କେଳେଙ୍କାରୀ ମାମଲାରେ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚକୁ ଆଉ ଏକ ସଫଳତା ମିଳିଛି। ବାଲେଶ୍ୱରର ଅରବିନ୍ଦ ଦାସଙ୍କୁ ଗିରଫ କରାଯାଇ ତାଙ୍କ…

10 months ago

ବଲାଙ୍ଗୀରରେ ମା’ଙ୍କୁ ମେଲାଣି

ବଲାଙ୍ଗୀର,୫ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରିଜର୍ଭ ପୋଲିସ ମନୋହରପୁରରେ ଦୁର୍ଗାପୂଜା ପାଳିତ ହୋଇଯାଇଛି। ପୂଜାର ଅନ୍ତିମ ଦିବସରେ ମା’ଙ୍କ ଘଟ ବିସର୍ଜନ କରାଯାଇଥିଲା। ପୋଲିସ ପକ୍ଷରୁ ରବିବାର…

10 months ago

କଟକରେ ସୋସିଆଲ୍ ମିଡିଆ ଉପରେ କଟକଣା, ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ

କଟକ,୫ା୧୦: କଟକ ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରବିବାର ସଂଧ୍ୟା ୭ଟାରୁ ସୋମବାର ସଂଧ୍ୟା ୭ଟା ପର୍ଯ୍ୟନ୍ତ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଯଥା ହ୍ବାଟ୍ସଆପ୍‌, ଫେସବୁକ୍‌, ଇନଷ୍ଟାଗ୍ରାମ୍‌…

10 months ago

ଚାଲିଚାଲି ଯାଉଥିଲେ ନାବାଳିକା, ଉପରୁ ଖସିଲା ନିର୍ମାଣାଧୀନ ବ୍ରିଜ୍‌ ସ୍ଲାବ୍‌, ଆଉ ତା’ ପରେ…

ଭଦ୍ରକ,୫ା୧୦(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଜିଲା ଧାମନଗର ଥାନା ବିଷ୍ଣୁପୁର ଛକ ନିକଟରେ ପ୍ରୋଟେକ୍ସନ ସ୍ଲାବ୍‌ ଖସି ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି…

10 months ago

ଲଘୁଚାପ ବର୍ଷାରେ ଭାଙ୍ଗିଲା ଘରଦ୍ୱାର, ରାସ୍ତାରେ ପଡ଼ିଲା ଗଛ, ଯୋଗାଯୋଗ ବିଚ୍ଛିନ୍ନ

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): ସମଗ୍ର କଳାହାଣ୍ଡି ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜିଲାର କେସିଙ୍ଗା ବ୍ଲକରେ ବର୍ଷାର ପରିମାଣ ବୃଦ୍ଧି ପାଇଛି। କେସିଙ୍ଗାସ୍ଥିତ…

10 months ago

ପ୍ରବଳ ବର୍ଷାରେ ଫସଲ ନଷ୍ଟ: ଚାଷୀଙ୍କୁ କ୍ଷତିପୂରଣ ନିର୍ଦ୍ଦେଶ

ଗଞ୍ଜାମ,୫ା୧୦(ଅଖିଳ ତରାଇ): ଗଞ୍ଜାମ ବ୍ଲକର ସାନରାମଚନ୍ଦ୍ରପୁର, ଝାରିଡି, ରାମଗଡ଼ ଆଦି ପଞ୍ଚାୟତରେ ପ୍ରବଳ ବର୍ଷା ଯୋଗୁ କୃଷକମାନେ ବ୍ୟାପକ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଫୁଲକୋବି, କାଙ୍କଡ଼ ଏବଂ…

10 months ago

ସହଯୋଗ କଲାନି ବନ ବିଭାଗ, ଅସନ୍ତୁଷ୍ଟ ଭିଏସ୍‌ଏସ୍‌ କର୍ମକର୍ତ୍ତା ପାଳିଲେ ବନ୍ୟପ୍ରାଣୀ ସପ୍ତାହ

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଆଜକୁ କିଛି ମାସ ହେବ ୧୫ରୁ ଊର୍ଦ୍ଧ୍ୱ ବନ ସୁରକ୍ଷା ସମିତି (ଭିଏସ୍‌ଏସ୍‌) କର୍ମକର୍ତ୍ତା ଓ…

10 months ago

ଜେଲ୍‌ରୁ ୨ କଏଦୀ ଚମ୍ପଟ ମାରିବା ଘଟଣାରେ ସାମ୍ନାକୁ ଆସିଲା ବଡ଼ ଷଡ଼ଯନ୍ତ୍ର

ଚୌଦ୍ୱାର,୫ା୧୦: ଚୌଦ୍ବାର ଜେଲ୍‌ରୁ ୨ କଏଦୀ ଚମ୍ପଟ ମାରିବା ଘଟଣାରେ ସାମ୍ନାକୁ ଆସିଛି ଏକ ବଡ଼ ଷଡ଼ଯନ୍ତ୍ରର ଗନ୍ଧ। ଚମ୍ପଟ ମାରିଥିବା ସେଲ ସର୍ଚ୍ଚ କରିବା ପରେ…

10 months ago