ରାଜ୍ୟ

କାରଖାନାର ମନମୁଖୀ କାର୍ଯ୍ୟ: ବର୍ଷାକୁ ଖାତିର ନ କରି ଜାରି ରହିଛି ଆନ୍ଦୋଳନ

କେନ୍ଦୁଝର,୨୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ହଳଦିଆଗୁଣା ସ୍ଥିତଏମ୍‌ଏସ୍‌ପି କାରଖାନାରେ ବାହାର ଅଣ ଓଡ଼ିଆ ନିଯୁକ୍ତିକୁ ନେଇ ଗତ ୨୭ ତାରିଖରୁ ଚାଲିଥିବା କାରଖାନା…

11 months ago

ଟଳିଲା ବାତ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା, ସହାୟତା ଦାବି କରି…

ଭଞ୍ଜନଗର,୨୯ା୧୦(ବାବୁଲା ପ୍ରଧାନ): ବାତ୍ୟା ଭଞ୍ଜନଗର ଅଞ୍ଚଳରେ ଯେଉଁଭଳି ତାଣ୍ଡବ ରଚିବ ବୋଲି ଆଶଙ୍କା କରାଯାଉଥିଲା ସୌଭାଗ୍ୟବଶତଃ ସେଭଳି କିଛି ହୋଇନାହିଁ। କିନ୍ତୁ ବର୍ଷା ପାଇଁ ବ୍ଲକର ଅନେକ…

11 months ago

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ୧୦ ବଗି ଲାଇନଚ୍ୟୁତ

ରାଉରକେଲା,୨୯ା୧୦: ରାଉରକେଲା-ରାଞ୍ଚି ମୁଖ୍ୟ ରେଳପଥରେ ଏକ ମାଲବାହୀ ଟ୍ରେନ୍‌ ବୁଧବାର ଲାଇନଚ୍ୟୁତ ହୋଇଛି। ବାନୋ ଓ କନରାଓ୍ବା ଷ୍ଟେଶନ ମଧ୍ୟରେ ଟ୍ରେନ୍‌ଟି ଲାଇନଚ୍ୟୁତ ହୋଇଛି। ତେବେ ଏହି…

11 months ago

ବାତ୍ୟା ‘ମୋନ୍ଥା’ରେ କୋରାପୁଟରେ ଜନ୍ମନେଲେ ୧୩୬ ଶିଶୁ, ସେଥିମଧ୍ୟରୁ…

କୋରାପୁଟ,୨୯ା୧୦(ଅମିତାଭ ବେହେରା): ବାତ୍ୟା ମୋନ୍ଥା ବେଳେ କୋରାପୁଟ ଜିଲାରେ ମୋଟ୍‌ ୧୩୬ ଜଣ ଶିଶୁ ଜନ୍ମ ହୋଇଥିବାବେଳେ ସେଥିମଧ୍ୟରୁ ୬୭ ଜଣ ପୁଅ ଓ ୬୯ ଜଣ…

11 months ago

ପାହାଡ଼ରୁ ଧସିଲା ପଥର: ଯାତାୟାତ ସ୍ବାଭାବିକ କରିବା ପାଇଁ ଜାରି ରହିଛି ପ୍ରୟାସ

ଗଜପତି,୨୯ା୧୦(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର ): ଗଜପତି ଜିଲାରେ ଏସ୍‌. କରାଡ଼ାସିଂ ପଞ୍ଚାୟତ ବୋଣ୍ଡା ଗାଁରେ ଭୂସ୍ଖଳନ ହୋଇଛି। ଫଳରେ ବଣ୍ଡା, ଖିଲିଗଣ୍ଡା, କୁଡ଼ିଙ୍ଗି, ଉପର ସାଙ୍କୁରଡ଼ାକୁ ଯୋଗାଯୋଗ…

11 months ago

ସମାଜରେ ବଡ଼ ବିପଦ ସୃଷ୍ଟି କରିଛି ସାଇବର ଠକେଇ, ଏଥିରୁ ରକ୍ଷା ପାଇବା ପାଇଁ…

ଜି.ଉଦୟଗିରି,୨୯/୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଅତ୍ୟାଧୁନିକ ଯୁଗରେ ସମାଜ ପାଇଁ ସାଇବର ଠକେଇ ନାମରେ ଏକ ବଡ଼ ବିପଦ ସୃଷ୍ଟି ହୋଇଛି ଯାହା ଦ୍ୱାରା ସାଧାରଣ ଜନତାଙ୍କ…

11 months ago

ଲୁହାଖଣିରେ ଚଢ଼ାଉ, ଖଣି ବିଭାଗର ୪ ଜଣିଆ ଟିମ୍‌…

ସୁନ୍ଦରଗଡ଼,୨୯ା୧୦: ଜିଭି ପିଆର ଲୁହାଖଣିରେ ଖଣି ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଖଣି ବିଭାଗର ୪ଜଣିଆ ଟିମ୍‌ ଏହି ଚଢ଼ାଉ କରିଛନ୍ତି। ଉଚ୍ଚମାନର ଲୌହ ଖଣିଜ ପଥରକୁ…

11 months ago

ସରକାରୀ ନାଲିବତୀ ଗାଡ଼ି ଡ୍ରାଇଭରଙ୍କ ଦରଙ୍ଗଗିରି, ଅଭିଯୋଗ ହେବାରୁ ଉପଜିଲାପାଳ କହିଲେ…

ବାଙ୍କୀ,୨୯ା୧୦: ବାଙ୍କୀ ଉପଜଲାପାଳଙ୍କ ସରକାରୀ ନାଲିବତୀ ଗାଡ଼ି ଡ୍ରାଇଭରଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ଉପଜିଲାପାଳଙ୍କ ଗାଡ଼ି ନେଇ ରାତିରେ ବାଲି ଟ୍ରକ୍‌ରୁ ଚାନ୍ଦା ଆଦାୟ ଅଭିଯୋଗ ହୋଇଛି।…

11 months ago

ଯୁକ୍ତ ୨ ଫର୍ମ ପୂରଣ ଅବଧି ବୃଦ୍ଧି, କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ…

ଭୁବନେଶ୍ୱର,୨୯ା୧୦: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି…

11 months ago

ଭଗବାନଙ୍କ ଆଶୀର୍ବାଦରୁ ଓଡ଼ିଶାରୁ ଟଳିଗଲା ବିପଦ, ସୀମା ଛୁଇଁ ପଳାଇଲା ବାତ୍ୟା

ଭୁବନେଶ୍ୱର,୨୯ା୧୦: ବାତ୍ୟା ‘ମୋନ୍ଥା’ ଦ୍ବାରା ରାଜ୍ୟର ୩୩ ବ୍ଲକ ଏବଂ ୧୧ ସହରାଞ୍ଚଳ ପ୍ରଭାବିତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ…

11 months ago