ରାଜ୍ୟ

ରାଇପାହାଡ଼ର ଘରେ ଘରେ ଆନ୍ଧ୍ର, ଓଡ଼ିଶା ବିଦ୍ୟୁତ୍‌ ମିଟର

ନନ୍ଦପୁର,୨୭ା୪ (ତୁଷାରକାନ୍ତ ମହାନ୍ତି): ଗୋଟିଏ ଘରେ ଲାଗିଛି ଦୁଇ ରାଜ୍ୟର ବିଦ୍ୟୁତ୍‌ ମିଟର। ଗୋଟିଏ ଆନ୍ଧ୍ରର ଅନ୍ୟଟି ଓଡ଼ିଶାର। ଏଭଳି ଘଟଣା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତର…

12 months ago

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ ଘଟଣା…

12 months ago

ନବ ଦାସ ହତ୍ୟା ମାମଲା: ଗୋପାଳଙ୍କ ସ୍ତ୍ରୀଙ୍କ ବୟାନ ରେକର୍ଡ କଲା କ୍ରାଇମ୍‌ବ୍ରାଞ୍ଚ

ବ୍ରହ୍ମପୁର, ୨୬ା୪(ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ ଜାରି ରଖିଛି କ୍ରାଇମ୍‌ବ୍ରାଞ୍ଚ। ଶନିବାର କ୍ରାଇମ୍‌ବ୍ରାଞ୍ଚ ଏଏସ୍‌ପି ବିଜୟ କୁମାର ମଲ୍ଲିକଙ୍କ…

12 months ago

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ

ମୋହନା,୨୬ା(ମନ୍ମଥ ମିଶ୍ର): ମୋହନାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ୧୩୪ତମ ଜୟନ୍ତୀ ପାଳିତ ହୋଇଛି। ମୋହନାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଯୁବକ ସଂଘ ପକ୍ଷରୁ ହୋଇଥିବା ଏହି ଉତ୍ସବରେ…

12 months ago

‘ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରୁ ମାର୍ଶାଲ ଆର୍ଟ ରହିଛି’

ଭଞ୍ଜନଗର,୨୬ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଯୁକ୍ତ ୩ ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶନିବାର ଉଦ୍‌ଯାପିତ…

12 months ago

ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ: ଭଉଣୀ ଘରକୁ ଯାଇ ରାତିରେ …

ଦିଗପହଣ୍ଡି,୨୬।୪(ଅଶେଷନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁଣ୍ଠପଡ଼ା ଗ୍ରାମର ଇଂ. ଏ ଏଣ୍ଡୁପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର ବଡ…

12 months ago

କାଳବୈଶାଖୀ ପ୍ରଭାବ: ଘରଉପରେ ପଡ଼ିଲା ଗଛ

ରାଇକିଆ,୨୪।୪:(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ଘଟିଛି । ପ୍ରବଳ ବେଗରେ ପବନ ବହିବା ସହ…

12 months ago

କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଦାବିପତ୍ର

କେସିଙ୍ଗା,୨୬ା୪(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ୱାର୍ଡରେ ଏନ୍‌ଏସି ପକ୍ଷରୁ କଲ୍ୟାଣ ମଣ୍ଡପ ନିର୍ମାଣ କରାଯାଇଛି। କିନ୍ତୁ ୱାର୍ଡ ନଂ.୧୧ରେ କଲ୍ୟାଣ ମଣ୍ଡପ ନ…

12 months ago

ପହଲଗାମ ଆକ୍ରମଣକୁ ନେଇ ଏମିତି କ’ଣ କହିଲେ ସୁଲତା: ପୁରା ଯୋଗ୍ୟତା ନେଇ ପଛରେ ପଡ଼ିଗଲେ ଜୟନାରାୟଣ

ଭୁବନେଶ୍ୱର,୨୬।୪: ସାଂସଦ ସୁଲତା ଦେଓଙ୍କ ମନ୍ତବ୍ୟକୁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ନିନ୍ଦା କରିଛନ୍ତି। ଅମଣିଷ ଭାବେ ଏଭଳି କଥା ସବୁ କହିବା ଅତ୍ୟନ୍ତ ନିନ୍ଦନୀୟ। ଏଭଳି…

12 months ago

ଏପ୍ରିଲ ୨୯ରୁ ଜୁନ ୨୭ ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ 

ପୁରୀ ଅଫିସ,୨୬।୪: ଆସନ୍ତା ଏପ୍ରିଲ ୨୯ରୁ ଜୁନ୍‌ ୨୭ ତାରିଖ ଯାଏ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶନିବାର ଏଏସ୍‌ଆଇ ଏବଂ…

12 months ago