ରାଜ୍ୟ

୧୫ଟି ପ୍ରସ୍ତାବରେ କ୍ୟାବିନେଟ୍ ମୋହର, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଓଡିଶା ସରକାର

ଭୁବନେଶ୍ୱର,୧୦।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ୨୮ତମ ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ମୁଖ୍ୟ…

11 months ago

‘ଏଥର ନୂଆପଡ଼ାରେ ପଦ୍ମ ଫୁଟିବ…’; ଗଡ଼ ଦେବୀ ମା’ ରକ୍ତାମ୍ବରୀଙ୍କ ଆଶୀର୍ବାଦ ଭିକ୍ଷା କଲେ  ଅଭିନନ୍ଦନ ପଣ୍ଡା

ଖଡ଼ିଆଳ,୧୦।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଉପ ନିର୍ବାଚନ ପାଇଁ ରାଜନୀତି ଉଷ୍ମତା ବୃଦ୍ଧି ପାଉଥିବା ବେଳେ ଭାଜପା ପ୍ରାର୍ଥୀ ପାଇଁ ଆଶାୟୀ ଥିବା ଅଭିନନ୍ଦନ ପଣ୍ଡା ଖଡ଼ିଆଳର…

11 months ago

ଭୁବନେଶ୍ୱରରେ ଆଉ ଏକ ଟାଉନ ପ୍ଲାନିଂ ଯୋଜନାକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ

ଭୁବନେଶ୍ୱର,୧୦।୧୦: ରାଜ୍ୟ ସରକାର ରାଜଧାନୀ ଭୁବନେଶ୍ୱରର ଯୋଜନାବଦ୍ଧ ସହରୀ ବିକାଶ ପାଇଁ ଟାଉନ ପ୍ଲାନିଂ (ଟିପି) ଯୋଜନା-୮ର ଖସଡ଼ା ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ଏନେଇ ଏକ ବିଧିବଧ…

11 months ago

IRB ଯବାନଙ୍କ ସ୍ତ୍ରୀ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ: ଗ୍ୟାସ ସିଲିଣ୍ଡରରୁ…

କୋରାପୁଟ,୧୦।୧୦: IRB ଯବାନଙ୍କ ସ୍ତ୍ରୀ ମୃତ୍ୟୁ ଘଟଣାର ପୋଲିସ ବଡ଼ ଖୁଲାସା କରିଛି। ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ IRB ଯବାନ ଶିବଶଙ୍କର ପାତ୍ରଙ୍କୁ କୋରାପୁଟ ଟାଉନ ଥାନା…

11 months ago

IAS ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ଓଡିଶା ସରକାର, ଚଞ୍ଚଲ ରାଣାଙ୍କୁ ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର,୧୦।୧୦: ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନ୍‌. ଥିରୁମାଲା ନାଏକଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ନିଯୁକ୍ତ କରାଯାଇଛି। ମାନସୀ…

11 months ago

ଗାଡ଼ି ଚାଲାଣ ଫାଇନ୍ ଅଧା: ୫୦% କୋହଳ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୦।୧୦: ରାଜ୍ୟ ସରକାର ଚାଲାଣ ଜରିମାନାରେ ୫୦ ପ୍ରତିଶତ କୋହଳ ଘୋଷଣା କରି ଗାଡ଼ି ଚାଳକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଚଳିତ ବର୍ଷ ଜୁଲାଇ ୩୧ ତାରିଖ…

11 months ago

ଆଇନଜୀବୀ ପୀତବାସ ହତ୍ୟା ମାମଲା: ୫୦ ଜଣଙ୍କୁ ଜେରା, ଖୁବ୍‌ଶୀଘ୍ର ହଟିବ ପରଦା

ବ୍ରହ୍ମପୁର,୧୦ା୧୦: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପ୍ରାୟ ୫୦ ଜଣଙ୍କୁ ଜେରା କରାଯାଇଥିବା ବ୍ରହ୍ମପୁର ଏସ୍‌ପି ସୂଚନା ଦେଇଛନ୍ତି। ସନ୍ଦେହରେ ୫ରୁ ୬ ଜଣଙ୍କୁ ପଚରାଉଚରା…

11 months ago

ଫେରିଲେ ନବୀନ: କାହାକୁ କରିବେ ପ୍ରାର୍ଥୀ, ଚାଲିଛି କସରତ

ଭୁବନେଶ୍ୱର,୧୦।୧୦: ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିଲ୍ଲୀରୁ ଭୁବନେଶ୍ୱର ଫେରି ଆସିଛନ୍ତି। ନବୀନ ଭୁବନେଶ୍ୱର ଫେରିବା…

11 months ago

ସମୁଦ୍ରରେ ବୁଡ଼ିଲା ମାଛଧରା ଟ୍ରଲର, ପ୍ରାଣ ବିକଳରେ ୮ ମତ୍ସ୍ୟଜୀବୀ…

ରାଜନଗର,୧୦ା୧୦(ଭାସ୍କର ରାଉତରାୟ): ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ନିଷିଦ୍ଧାଞ୍ଚଳରେ ବେଆଇନ ଭାବରେ ମାଛ ଧରିବାକୁ ଆସିଥିବା ଭଦ୍ରକ ଅଞ୍ଚଳର ରତ୍ନପ୍ରଭା ଟ୍ରଲରଟି ବାଟବଣା ହୋଇ ଗଭୀର ସମୁଦ୍ରର ଚଢ଼ାରେ…

11 months ago

ଦିଲ୍ଲୀରୁ ଫେରିଲେ ନବୀନ, କରିବେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୧୦:ଦିଲ୍ଲୀରୁ ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନୂଆପଡା ଉପନିର୍ବାଚନ ପୂର୍ବରୁ ଦିଲ୍ଲୀରୁ ପେରିଲେ ନବୀନ। ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ ଏକ ସ୍ବତନ୍ତ୍ର ଚାର୍ଟର୍ଡ ବିମାନରେ…

11 months ago