ରାଜ୍ୟ

ବନ୍ଦ ହେବ ଡିଜେ ଗାଡ଼ି: ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୯: ରାଜ୍ୟରେ ଡିଜେ ଗାଡ଼ି ଉପରେ କଟକଣା ଜାରି କରିଛି ରାଜ୍ୟ ପରିବହନ ପ୍ରାଧିକରଣ (STA)। ଗାଡ଼ିର ମୂଳ ଢାଞ୍ଚାରେ ବେଆଇନ ପରିବର୍ତ୍ତନ, ଅତ୍ୟଧିକ ଶବ୍ଦ ଓ…

12 months ago

ସାର ପାଇଁ ଚାଷୀ ହଟହଟା: ଭୋରରୁ ଚାଷୀଙ୍କ ଲମ୍ବା ଧାଡ଼ି, ପ୍ରବଳ ତାତି ଯୋଗୁ ଅଚେତ୍‌ ହୋଇଗଲେ ୩ ମହିଳା

ଦିଗପହଣ୍ଡି/ପାଟପୁର,୧୭।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ୟୁରିଆ ସାରର ଘୋର ଅଭାବ ଦେଖାଦେଇଛି। ବୁଧବାର ଭୋରରୁ ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି…

12 months ago

ଆଧାରକାର୍ଡ ନ ଥିବାରୁ ପାଠପଢ଼ାରୁ ବଞ୍ଚିତ ଘଟଣା: ଖବର ପ୍ରକାଶ ପରେ ଛାତ୍ରୀଙ୍କ ପରିବାରଙ୍କୁ ଭେଟିଲେ ବିଇଓ, କହିଲେ…

ଗଞ୍ଜାମ, ୧୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ଅଇଁଠା ବଣ ଗ୍ରାମର ଏସ ସୁରେନ୍ଦ୍ର ଦାସଙ୍କ ଝିଅ ମୋନାଲିସା ଦାସଙ୍କ ଆଧାରକାର୍ଡ…

12 months ago

କନଷ୍ଟେବଳ ଶୁଭମିତ୍ରା ହତ୍ୟା ଘଟଣାରେ ନୂଆ ଟ୍ବିଷ୍ଟ: ସାମ୍ନାକୁ ଆସିଲା ମ୍ୟାରେଜସାର୍ଟିଫିକେଟ

ଭୁବନେଶ୍ୱର,୧୭।୯: ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କୁ ହତ୍ୟା ଘଟଣାରେ ନୂଆ ଟ୍ବିଷ୍ଟ ସାମ୍ନାକୁ ଆସିଛି। ଅଭିଯୁକ୍ତ କୁହାଯାଉଥିବା ଦୀପକ-ଶୁଭମିତ୍ରାଙ୍କ ମ୍ୟାରେଜ ସାର୍ଟିଫିକେଟ ମିଳିଛି। ଶୁଭମିତ୍ରା ସାହୁଙ୍କୁ କୋର୍ଟରେ…

12 months ago

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯: ଆଜି ଅର୍ଥାତ୍‌ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଉପଲକ୍ଷେ ଗଛ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ଏକାମ୍ର କଲେଜ…

12 months ago

ବଦଳି ଦାବି କରି ଅଡ଼ି ବସିଥିଲେ ଆନ୍ଦୋଳନକାରୀ, ଛୁଟିରେ ପଳେଇଲେ ପ୍ରଧାନଶିକ୍ଷକ

ଭୋଗରାଇ,୧୭ା୯(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ସିଆଁରୋଇ ପଞ୍ଚାୟତ ବେଲଦା ଗାଁ ନୀଳକଣ୍ଠ ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ବିଭିନ୍ନ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି…

12 months ago

ଏଣିକି ଦୌଡିବାକୁ ପଡ଼ିବନି ତହସିଲ କାର୍ଯ୍ୟାଳୟ: ସେବା ଯୋଗାଇବାକୁ ସେମାନେ ଆସିବେ ପଞ୍ଚାୟତ ଅଫିସ

ଭୁବନେଶ୍ବର,୧୭।୯:  ରାଜସ୍ବ ବିଭାଗକୁ ଲୋକାଭିମୁଖୀ କରିବା ସହ ଠିକ୍‌ ସମୟରେ ସେବା ଯୋଗାଇବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଏଣିକି ପ୍ରତି ମାସେ କିମ୍ବା ଦୁଇ ମାସରେ…

12 months ago

ମହିଳା କନଷ୍ଟେବଳଙ୍କୁ ହତ୍ୟା କରି କାର୍‌ରେ ମୃତଦେହ ନେଇଥିଲେ ପୁରୁଷ ବନ୍ଧୁ, ସାମ୍ନାକୁ ଆସିଲା ଅନେକ ଚାଞ୍ଚଲ୍ୟକର ତଥ୍ୟ

ଭୁବନେଶ୍ୱର,୧୭ା୯: ନିଖୋଜ ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ମୃତଦେହ କେନ୍ଦୁଝରର ଘଟଗାଁରୁ ମିଳିବା ପରେ ଅନେକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ତେବେ ତାଙ୍କ ପୁରୁଷ ବନ୍ଧୁ…

12 months ago

ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳା ସହ ୩ ବର୍ଷର ଶିଶୁ କନ୍ୟା ଗୁରୁତର

କଲ୍ୟାଣିସିଂହପୁର, ୧୭।୯( ଦୀପକ କୁମାର ପରିଡ଼ା ): ମହୁମାଛି ଆକ୍ରମାଣରେ ଗର୍ଭବତୀ ମହିଳା ସହ ୩ ବର୍ଷର ଶିଶୁ କନ୍ୟା ଗୁରୁତର ହୋଇଛନ୍ତି। ଚାଷ ଜମିରେ କାମ…

12 months ago

ବ୍ରହ୍ମଗିରି ଗଣବଳାତ୍କାର ଘଟଣା: ମୁହଁ ଖୋଲିଲେ ନବୀନ, କହିଦେଲେ ବଡ଼ କଥା

ଭୁବନେଶ୍ୱର,୧୭।୯(ସୁନିତ୍‌ ମିଶ୍ର): ପୁରୀ ଜିଲା ବ୍ରହ୍ମଗିରିସ୍ଥିତ ବାଲିହରଚଣ୍ଡୀ ମନ୍ଦିରଠାରେ ଜଣେ ଯୁବତୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଶ୍ଚର୍ଯ୍ୟଜନକ ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି।…

12 months ago