ରାଜ୍ୟ

Subhadra Scheme: ଆଜି ସୁଭଦ୍ରା ଆବେଦନର ଶେଷ ତାରିଖ, ଏକାଥରକେ ପାଇବେ ୧୫ ହଜାର, ଶୀଘ୍ର…

ଭୁବନେଶ୍ୱର,୩୧।୩: ସୁଭଦ୍ରା ଯୋଜନା ପାଇଁ ଆବେଦନ କରି ନାହାନ୍ତି କି? ତେବେ ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ୱପୂର୍ଣ୍ଣ। କାରଣ ନୂଆ ଆବେଦନକାରୀଙ୍କ ଲାଗି ସୋମବାର ଅର୍ଥାତ…

1 year ago

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର

ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

1 year ago

ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର ବିଳମ୍ବିତ…

1 year ago

କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ ରାଷ୍ଟ୍ରୀୟ…

1 year ago

ସରିଲା ରେଲଓ୍ବେ ଟ୍ରାକ୍‌ ମରାମତି କାମ, ଖୁବ୍‌ଶୀଘ୍ର ଚାଲିବ ଟ୍ରେନ୍‌

ଚୌଦ୍ୱାର,୩୧।୩:କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍‌ ମରାମତି କାର୍ଯ୍ୟ…

1 year ago

ସରିଆସୁଛି ବଜେଟ ଅଧିବେଶନ: ଆଲୋଚନାରେ ବିଜେଡି, ଭାଜପା; ବାହାରେ କଂଗ୍ରେସ

ଭୁବନେଶ୍ୱର,୩୧।୩(ରବିନାରାୟଣ ଜେନା): ଚଳିତ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅବଧି ଶେଷ ହେବାକୁ ଆଉ ୪ଟି କାର୍ଯ୍ୟ ଦିବସ ରହିଛି। ସେଥିମଧ୍ୟରେ ୨ଟି ଅଫିସିଆଲ ବିଜ୍‌ନେସ୍‌ ରହିଥିବାବେଳେ ଅନ୍ୟ…

1 year ago

ବାପା ଜୟନାରାୟଣଙ୍କୁ ଅନୁସରଣ କଲେ ଶୁଭଶ୍ରୀ,ବନ୍ଦେ ଉତ୍କଳ ଜନନୀ ଗାନବେଳେ ବସି ରହିଲେ

ସମ୍ବଲପୁର,୩୧ା୩(ଭବାନୀ ଶଙ୍କର ଭୋଇ): ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ରବିବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ…

1 year ago

ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ସନ୍ଧ୍ୟା ୫ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ,୩୧ା୩(ଅଜିତ୍‌ କୁମାର ମହାନ୍ତି): ଚୈତ୍ର ମାସ ଶୁକ୍ଳ ଦ୍ୱିତୀୟା ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ…

1 year ago

ଓଡ଼ିଶାରେ କଇଁଛଙ୍କ ସର୍ବକାଳୀନ ରେକର୍ଡ: ସଂଖ୍ୟା ଟପିଲା ୧୫.୧୧ଲକ୍ଷ

ଭୁବନେଶ୍ୱର,୩୦।୩: ଚଳିତବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିିରେ ରଖି ଓଡ଼ିଶାରେ କଇଁଛଙ୍କ ଆଗମନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ୨୦୨୩-୨୪ବର୍ଷ ତୁଳନାରେ ଚଳିତବର୍ଷ ୫ଗୁଣ ଅଧିକ ଆସିଛନ୍ତି। ଏହାକୁ ନେଇ…

1 year ago

୪୦ ଟପିଲା ୮ ସହର ତାପମାତ୍ରା, ୪୧.୮ ରେ ଜଳିଲା ବୌଦ୍ଧ

ଭୁବନେଶ୍ୱର,୩୦।୩: ରବିବାର ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଠଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରେକର୍ଡ କରାଯାଇଛି। ପଶ୍ଚିମ…

1 year ago