କୋରେଇ,୩୦।୩(ଚନ୍ଦ୍ରକାନ୍ତ ପତି): ଚୋରି ବାଇକ୍କୁ ଜବତ କରିବାକୁ ଯାଇଥିବା ଯାଜପୁର ଜିଲା କୋରେଇ ଥାନା ପୋଲିସ ଟିମ୍କୁ ପୂର୍ବକୋଟ ତେଲେଙ୍ଗା ବସ୍ତିର ଲୋକମାନେ ଆକ୍ରମଣ କରିବା ସହିତ…
କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀପଲକୁ ଠେଙ୍ଗାରେ ମାଡ଼ ଘଟଣାରେ ବନ ବିଭାଗ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ଭିଡିଓ ଭାଇରାଲ ପରେ ଧରିତ୍ରୀରେ ଖବର ପ୍ରକାଶ…
ଆନନ୍ଦପୁର,୩୦ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଫକୀରପୁର ଅଞ୍ଚଳର ପ୍ରଫୁଲ୍ଲ ନାଥଙ୍କ ଘରୁ ବନ୍ଧୁକ ଦେଖାଇ ଅଳଙ୍କାର ଲୁଟ୍ ଘଟଣାର ପର୍ଦ୍ଦାଫାଶ ହୋଇଛି। ଅନଲାଇନ…
ଭୁବନେଶ୍ୱର,୩୦।୩: ଚଳିତ ବର୍ଷ ପ୍ରଥମ ଥର ପାଇଁ ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି…
ଭୁବନେଶ୍ୱର,୩୦।୩: ରବିବାର ପୂର୍ବାହ୍ନରେ ନିରଗୁଣ୍ଡି ଷ୍ଟେସନ ନିକଟରେ ଘଟିଥିବା ୧୨୫୫୧ ବାଙ୍ଗାଲୋର-କାମାଖ୍ୟା ଏସି ଏସ୍ଏଫ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ଘଟଣାର ବିସ୍ତୃତ ତଦନ୍ତ କମିଶନର ଅଫ୍ ରେଲୱେ…
ରାଉରକେଲା,୩୦।୩(ସଙ୍ଗୀତା ଜେନା):ରାଉରକେଲା ବିଶ୍ରା ଥାନା ଅଧୀନ କୋଏଲ ନଦୀ କାରକାଟା ଘାଟରେ ରବିବାର ଗାଧୋଇବା ବେଳେ ବୁଡିଯିବାରୁ ୨ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ହେଲେ…
ଭୁବନେଶ୍ୱର,୩୦।୩(ସତ୍ୟଜିତ୍ ରାଉତ): ଅନଲାଇନ୍ ଟ୍ରେଡିଂରେ ବହୁଗୁଣ ଲାଭ ଦେବାର ପ୍ରତିଶ୍ରୁତି ଦେଇ ସାଇବର ଠକମାନେ ଓଡ଼ିଶାର ଜଣେ ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ବିଧାୟକଙ୍କୁ ୧ କୋଟି…
ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ)- କଳାହାଣ୍ଡିରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧ କରୁଥିଲେ କଂଗ୍ରେସ…
ଭୁବନେଶ୍ୱର,୩୦ା୩: ଭିଜିଲାନ୍ସ ରବିବାର ଓଡ଼ିଶା ଜଳ ଯୋଗାଣ ଏବଂ ସ୍ୱେରେଜ୍ ବୋର୍ଡ (OWSSB), ଭୁବନେଶ୍ୱରର ସହକାରୀ ପ୍ରକଳ୍ପ ପରିଚାଳକ ଦେବାଶିଷ ସାହୁଙ୍କୁ ବହିର୍ଭୁତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ…
ଖଡ଼ିଆଳ,୩୦ା୩(ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଶନିବାର ଦିନକରେ ୨୭ ଜଣଙ୍କୁ କୁକୁର କାମୁଡିଥିବା ବେଳେ ରବିବାର…