ରାଜ୍ୟ

ଭୟଭୀତ ହୋଇ ବିଶୃଙ୍ଖଳା କରୁଛନ୍ତି, ବିରୋଧୀ ଦଳର ଭୂମିକାକୁ ନିନ୍ଦା କରୁଛି: ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ୨୦୨୫-୨୬ ଗୃହ ବିଭାଗ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

1 year ago

୨୯ ମାର୍ଚ୍ଚରୁ ଓଡ଼ିଶାକୁ ଫେରିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର,୨୬ା୩: ୨୯ ମାର୍ଚ୍ଚରୁ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଫେରିବାର ସମ୍ଭାବନା ରହିଛି। ଆଇଏମଡି ପୂର୍ବାନୁମାନ କରିଛି ଯେ ଆଗାମୀ ତିନି ଦିନ ମଧ୍ୟରେ ରାଜ୍ୟର ସର୍ବାଧିକ ତାପମାତ୍ରା…

1 year ago

ବିଧାନସଭାରେ ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍‍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୩: ବିଧାନସଭାରେ ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍‍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ''ରାଜ୍ୟରେ ଆଇନ ଶୃଙ୍ଖଳା…

1 year ago

କଂଗ୍ରେସ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କହିଲେ -ଏମିତି କ’ଣ ଘଟିଛି ଯେ…

ଭୁବନେଶ୍ୱର,୨୬।୩: ଓଡ଼ିଶାରେ ଭାଜପା ସରକାର କ୍ଷମତାକୁ ଆସିବା ପରଠାରୁ ମହିଳା ବିରୋଧୀ ଅପରାଧ ବଢ଼ିବାରେ ଲାଗିଥିବା ଅଭିଯୋଗ ଆଣି କଂଗ୍ରେସ ଗୃହ କମିଟି ଗଠନ ଦାବିରେ ଅଟଳ…

1 year ago

ବିଧାନସଭାରେ ବିବୃତି ରଖିଲେ ବାଚସ୍ପତି, କହିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ କଂଗ୍ରେସ ବିଧାୟକଙ୍କୁ ନିଲମ୍ବନ ପ୍ରସଙ୍ଗ ଉପରେ ବିବୃତି ରଖିଲେ ବାଚସ୍ପତି ସୁରମା ପାଢ଼ୀ। ୨୫ ସୁଦ୍ଧା ନିର୍ଦ୍ଧରିତ ସମୟରୁ ୩୯ ଘଣ୍ଟା ୨ ମିନିଟ୍‌…

1 year ago

ପୁଅ ବାହାଘର ପୂର୍ବରୁ ସ୍ତ୍ରୀ’କୁ ପଥରରେ ଛେଚି ହତ୍ୟା, ଅଭିଯୁକ୍ତ ଗିରଫ

ସୁନ୍ଦରଗଡ,୨୬।୩(ଜୟନାରାୟଣ ମେଣ୍ଡୁଳି/ଅନନ୍ତ ପଟେଲ): ମହୁଲ ଗୋଟାଇବାକୁ ଯାଇଥିବା ବେଳେ ସ୍ତ୍ରୀ'କୁ ପଥରରେ ଛେଚି ହତ୍ୟା କଲେ ସ୍ୱାମୀ। ଏଭଳି ଅମାନବୀୟ କାଣ୍ଡ ଘଟିଛି ସୁନ୍ଦରଗଡ ଜିଲା ତଳସରା…

1 year ago

‘ଦିଲ୍ଲୀରୁ ଆସିଛି ନିର୍ଦ୍ଦେଶ, ବିଧାନସଭାକୁ ଓ୍ବାସ୍‌ଆଉଟ୍‌ ଲାଗି ଷଡ଼ଯନ୍ତ୍ର ହେଉଛି’

ଭୁବନେଶ୍ୱର,୨୬।୩: ବିଧାନସଭାରୁ କଂଗ୍ରେସର ବିଧାୟକଙ୍କୁ ନିଲମ୍ବନ କରାଯିବା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ଗୋଟିଏ ପଟେ କଂଗ୍ରେସର ବିଧାୟକମାନେ ଏହାକୁ ପ୍ରତିବାଦ କରୁଥିବା ବେଳେ ବିରୋଧୀ…

1 year ago

ମନ୍ଦିର ଭିତରେ ଗହଳି ଦେଖି ଲୁଟୁଥିଲେ ସୁନା ଅଳଙ୍କାର, ଏବେ ଧରା ପଡ଼ିଲେ ମହିଳା ଗ୍ୟାଙ୍ଗ୍‌

ବ୍ରହ୍ମପୁର,୨୬ା୩: ବ୍ରହ୍ମପୁରର ଏକ ମହିଳା ଲୁଟେରା ଗ୍ୟାଙ୍ଗକୁ ବୁଧବାର ଧରିଛି ପୋଲିସ॥ ବୈଦ୍ୟନାଥପୁର ଥାନା ପୋଲିସ ଦ୍ବାରା ୬ ମହିଳାଙ୍କ ସମେତ ୭ ଜଣଙ୍କୁ ଗିରଫ କରାଯାଇଥିବା…

1 year ago

ଆଖି ଦେଖାଇଲେ ଅରୁଣ ସାହୁ, କହିଲେ ବିଧାନସଭା ଭିତରେ ପୋଲିସ କାହିଁକି ପୁରେଇଲ…

ଭୁବନେଶ୍ୱର,୨୬।୩: ନିଲମ୍ବନକୁ ନେଇ ବିଧାନସଭା ଭିତରେ ଏବଂ ବାହାରେ ହାଇଡ୍ରାମା । କଂଗ୍ରେସର ୧୪ ବିଧାୟକ ନିଲମ୍ବିତ ହେବା ପରେ କଂଗ୍ରେସ ସହ ପ୍ରତିବାଦକୁ ଓହ୍ଲାଇଛି ବିଜେଡି…

1 year ago

ଲାଞ୍ଚ ନେଇ ଧରାପଡ଼ିଲେ ଅମିନ, ଅଭିଯୋଗକାରୀଙ୍କୁ ମାଗିଥିଲେ…

ସୁନ୍ଦରଗଡ଼/କୁତ୍ରା,୨୬ା୩(ଜୟନାରାରଣ ମେଣ୍ଡୁଳି/ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ କାର୍ଯ୍ୟାଳୟର ଜଣେ ଅମିନ ଶିଶିର କୁମାର ନାଏକ ବୁଧବାର ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ…

1 year ago