ଭୁବନେଶ୍ୱର,୧୦ା୩: ୫ ବର୍ଷରେ ୮୨୭ ସରକାରୀ କର୍ମଚାରୀ ଗିରଫ ହୋଇଥିବାବେଳେ ୪୩୬ ସରକାରୀ କର୍ମଚାରୀ ବିଭିନ୍ନ ମୋକଦ୍ଦମାରେ ଦଣ୍ଡିତ ହୋଇଛନ୍ତି। ଏବେ ବି ୧୧୩୧ଟି ମାମଲାର ବିଚାର…
ଭୁବନେଶ୍ୱର,୧୦ା୩: ଗତ ୫ ବର୍ଷ ମଧ୍ୟରେ ଓଡ଼ିଶାରେ ମୋଟ ୭୨ ଜଣ ଛାତ୍ର ଆତ୍ମହତ୍ୟା କରି ମୃତ୍ୟୁବରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ…
ନୟାଗଡ଼,୧୦ା୩(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଫତେଗଡ଼ ଥାନା ଧାନଚେଙ୍ଗଡ଼ା ଶିବମନ୍ଦିର ନିକଟସ୍ଥ ଏକ ବନ୍ଦ ଘରୁ ଦୁଇ ନାବାଳକ ଭାଇଙ୍କ ମୃତଦେହ ଜବତ ହୋଇଛି। ଫତେଗଡ଼ ଥାନା…
ବରଗଡ଼,୧୦ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ଏଠାରେ ଅନେକ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ କିମ୍ବା ଇନପୁଟ୍ ସହାୟତା ମିଳୁ ନ…
କେନ୍ଦୁଝର,୧୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଉଦୟପୁର ଗ୍ରାମର ପାତ୍ର ସାହିରେ ରବିବାର ବିଳମ୍ବିତ ରାତିରେ ଏକ ଅଘଟଣ ଘଟିଛି। ଗ୍ରାମର ରାମଚନ୍ଦ୍ର ପାତ୍ରଙ୍କ…
ଦୁବାଇ,୧୦।୩: ଚାମ୍ପିଅନ୍ସ ଟ୍ରଫିର ଶେଷ ମ୍ୟାଚ୍ରେ ୨୫୨ ରନ୍ର ପିଛା କରି ଭାରତ ୪ ଉଇକେଟ୍ରେ ଏକ ଚମତ୍କାର ବିଜୟ ହାସଲ କରିଛି। ଟିମ ଇଣ୍ଡିଆ ତୃତୀୟ…
ଭୁବନେଶ୍ୱର, (ଏଜେନ୍ସି)୧୦ା୩ :ରାଜ୍ୟରେ ଏସ୍ସି, ଏସ୍ଟି ବିଭାଗ ଦ୍ୱାରା ପରିଚାଳିତ ମୋଟ ୧୭୪୬ ଆଦିବାସୀ ଆବାସିକ ବିଦ୍ୟାଳୟ ରହିଛି। ଉକ୍ତ ସ୍କୁଲଗୁଡ଼ିକରେ ପ୍ରାୟ ୫.୭ ଲକ୍ଷ ଛାତ୍ରୀଛାତ୍ର…
ଭୁବନେଶ୍ୱର,୧୦ା୩(ଅନୁରାଧା ମହାରଣା):ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲାରେ ରବିବାର ତାପମାତ୍ରା ୩୭ ଡିଗ୍ରୀ ସେଲ୍ସିୟସ ଉପରେ ଥିବା ରେକର୍ଡ କରାଯାଇଛି। ତେବେ ରାଜ୍ୟର…
ଭୁବନେଶ୍ୱର,୯।୨(ସତ୍ୟଜିତ୍ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡା ରୋଡରେ ରବିବାର ଧରିତ୍ରୀ ଲାଇଭ୍ ଖବରଦାତା ଦେବୀପ୍ରସାଦ ସାହୁଙ୍କୁ ଆକ୍ରମଣ ହୋଇଛି। ଗାଡି ସାଇଡ୍ କରିବାକୁ କହିବାରୁ…
ଜି.ଉଦୟଗିରି/ଦାରିଙ୍ଗିବାଡ଼ି,୯ା୩(ଚିନ୍ମୟ କୁମାର ସେଠୀ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ତେରେବାଡ଼ି ଗ୍ରାମର ଖ୍ରୀଷ୍ଟ ସମ୍ପ୍ରଦାୟର ମଡେରେଟର ବିଜୟ ନାୟକଙ୍କ ଏକମାତ୍ର ପୁଅ ବିଭାଷ ନାୟକ(୩୦)ଙ୍କୁ କର୍ନାଟକ…