ରାଜ୍ୟ

ଥାନା ହାଜତରୁ ୨ ଅଭିଯୁକ୍ତ ଫେରାର

ପୁରୀ,୨୯।୭: ପୁରୀ ଜିଲା ଗୋପ ଥାନା ହାଜତରୁ ମଙ୍ଗଳବାର ୨ଜଣ ଅଭିଯୁକ୍ତ ଫେରାର ହୋଇଯାଇଥିବା ଜଣାପଡିଛି। ପାଇଖାନା ସ୍କାଏ ଲାଇଟ୍‌ ଭାଙ୍ଗି ଅଭିଯୁକ୍ତମାନେ ଚମ୍ପଟ ମାରିଥିବା ସୂଚନା…

1 year ago

ଘର ଆଗରେ ଧାରଣା ବସିଛନ୍ତି ପ୍ରେମିକା, ତାଲା ପକାଇ ପରିବାର ସହ ପ୍ରେମିକ ଫେରାର; ନ୍ୟାୟ ନ ମିଳିଲେ…

ଦାରିଙ୍ଗବାଡ଼ି,୨୯।୭(ଅରୁଣ ସାହୁ): ପ୍ରଥମେ କଲେଜରେ ଦେଖା ପରେ ପ୍ରେମ। ଧୀରେ ଧୀରେ ସମ୍ପର୍କ ଆଗକୁ ବଢି ଶାରୀରିକ ସମ୍ପର୍କରେ ପହଞ୍ଚିଥିଲା। ହେଲେ ଏବେ ଧୋକା ପାଇବା ପରେ…

1 year ago

ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ, କ୍ରାଇମବ୍ରାଞ୍ଚର ଏକ ମାମଲାରେ ସମ୍ପୃକ୍ତି ନେଇ ଚର୍ଚ୍ଚା

ରାୟଗଡ଼ା,୨୯।୭(ଆଶିଷ ରଞ୍ଜନ ପଣ୍ଡା) - ରାୟଗଡ଼ା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଗ୍ରାମର ଶିକ୍ଷକ ବିଜୟ ମିଶ୍ରଙ୍କୁ ପୋଲିସ ଉଠାଇ ନେଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। କ୍ରାଇମବ୍ରାଞ୍ଚର…

1 year ago

ଆସନ୍ତା ୨ଦିନ ବଜ୍ରପାତ ସହ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର,୨୯।୭(ଅନୁରାଧା ମହାରଣା)- ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ମଙ୍ଗଳବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ତେବେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି…

1 year ago

ବିବାହର ପ୍ରତିଶ୍ରୁତି ଦେଇ ପୁଣି ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ,୨୯।୭(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଲିସ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ମଙ୍ଗଳବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ…

1 year ago

ବ୍ରିଜ ଉପରୁ ମହାନଦୀକୁ ଡେଇଁ ପଡ଼ିଲେ ଯୁବକ

ସମ୍ବଲପୁର,୨୯।୭: ସମ୍ବଲପୁର ଚାଉଁରପୁର ବ୍ରିଜ ଉପରୁ ମଙ୍ଗଳବାର ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଥିବା ଜଣାପଡିଛି। ଯୁବକ ଜଣକ କେଉଁ ପରିସ୍ଥିତିରେ ବ୍ରିଜ ଉପରୁ ମହାନଦୀକୁ…

1 year ago

ସ୍ତ୍ରୀ, ଶାଶୁଙ୍କୁ ମାରି ପୋତିଦେଲେ ସ୍ବାମୀ, ଦୋଷ ଲୁଚାଇବାକୁ ଯାଇ ଉପରେ ଲଗାଇଦେଲେ କଦଳୀ ଗଛ, ତା’ପରେ…

ବାରିପଦା,୨୯।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ସରପଙ୍ଖା ନୂଆଗାଁ ଗ୍ରାମରେ ଏକ ଲୋମହର୍ଷଣ ହତ୍ୟାକାଣ୍ଡକୁ ପୋଲିସ ଖୁଲାସା କରିଛି। ସ୍ତ୍ରୀ ଓ ଶାଶୁଙ୍କୁ ମାରି…

1 year ago

ଅଧ୍ୟାପକଙ୍କ ନାଁରେ ଅଭିଯୋଗ ଆଣିଲେ ଛାତ୍ରୀ, ଟ୍ୟୁଶନ ନ ହେବାରୁ…

ଜଗତସିଂହପୁର,୨୯।୭: ପୁଣି ଜଣେ ଗଣିତ ଅଧ୍ୟାପକଙ୍କ ନାଁରେ ଅଭିଯୋଗ। ତିର୍ତ୍ତେଲର ଏକ କଲେଜରେ ଗଣିତ ଅଧ୍ୟାପକଙ୍କ ନାଁରେ ଛାତ୍ରୀ ଅଭିଯୋଗ ଆଣିଛନ୍ତି। ଇଣ୍ଟରନାଲ ପରୀକ୍ଷାରେ ମାର୍କ କମାଇ…

1 year ago

ସାତକୋଶିଆରେ ନାହାନ୍ତି ବାଘ: ପିସିସିଏଫ

ଭୁବନେଶ୍ୱର,୨୯।୭: ପିସିସିଏଫ ପ୍ରେମ କୁମାର ଝା ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ସାତକୋଶିଆରେ ବାଘ ଶୂନ୍ୟ ହୋଇଯାଇଥିବା ପିସିସିଏଫ ଝା ପ୍ରକାଶ କରିଛନ୍ତି। ବର୍ତ୍ତମାନ ସାତକୋଶିଆକୁ…

1 year ago

ଅଗଷ୍ଟରେ ୩ଦିନ ସ୍କୁଲ-କଲେଜ ଛୁଟି! ୧୫, ୧୬,୧୭ରେ ବନ୍ଦ ରହିବ…

ଭୁବନେଶ୍ୱର,୨୯।୭: ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। ପୁଣି ଲଗାତାର ୩ ଦିନ ସ୍କୁଲ ଛୁଟି ହେବାକୁ ଯାଉଛି । ଜାଣନ୍ତୁ ଏହା କେଉଁଠି ଓ କେଉ କେଉଁ…

1 year ago