ରାଜ୍ୟ

ଭିଜିଲାନ୍ସ ଜାଲରେ ମତ୍ସ୍ୟ ଅଧିକାରୀ

ସୋନପୁର,୧।୫(ମୃତ୍ୟୁଞ୍ଜୟ ଶତପଥୀ): ସବ୍‌ସିଡି ଟଙ୍କା ରିଲିଜ କରାଇଦେବାକୁ କହି SHG ମହିଳାଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବୀରମହାରାଜପୁରର ସହକାରୀ ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ପ୍ରଧାନ। ଭିଜିଲାନ୍ସ ଅଧିକାରୀ ତାଙ୍କଠାରୁ ୩୦ ହଜାର ଲାଞ୍ଚ ଟଙ୍କା…

ଆସନ୍ତା ୭ ତାରିଖ ଯାଏଁ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା, ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧ା୫: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରାଜ୍ୟର ଏକାଧିକ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଯେଉଁଥିରେ ମେ ୭ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି, ବିଜୁଳି, ପ୍ରବଳ ପବନ ଏବଂ ଏକାନ୍ତ ଭାରୀ ବର୍ଷାର ପୂର୍ବାନୁମାନ କରାଯାଇଛି। ଏହି ଚେତାବନୀ…

ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’

ଭୁବନେଶ୍ୱର,୧ା୫: ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହୋଇଛି ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା ପହଞ୍ଚାଇବ ‘ସହଯୋଗ’। ପ୍ରାରମ୍ଭିକ ଭାବେ ୮ଟି ବିଭାଗର…

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଧର୍ମଗଡ଼,୧ା୫(ଘାସିରାମ ଜଗତ): କଳାହାଣ୍ଡି କୋକସରା ଥାନା ବେହେରା ନିକଟରେ ଜଣେ ଯୁବକଙ୍କୁ ୧୦୮ଆମ୍ବୁଲାନ୍ସ ଧକ୍କା ଦେବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ଯୁବକ ହେଲେ ରାବଣଗୁଡ଼ା…

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ହତ୍ୟା: ହାତଗୋଡ଼ ବାନ୍ଧି ଫିଙ୍ଗିଦେଇ…

ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): ଦାନନ ଖଟିବାକୁ ଯାଇଥିବା ଓଡ଼ିଆ ଯୁବକଙ୍କୁ ତାମିଲନାଡୁରେ ହତ୍ୟା ହାତ ଗୋଡ଼ ବନ୍ଧା ଅବସ୍ଥାରେ ମିଳିଲା ମୃତଦେହ। କିଏ ଏବେ କେଉଁ କାରଣର ହତ୍ୟା କଲା ବର୍ତ୍ତମାନ ସୁଦ୍ଧା କାରଣ ଅସ୍ପଷ୍ଟ ରହିଛି। ପୁଅର ମୃତଦେହ ଘରକୁ…

ଛାତ୍ରୀଛାତ୍ରଙ୍କ ପୋଷାକରେ ଅନିୟମିତତା: ଧାରଣାରେ ବସିଲା ମହିଳା ମଞ୍ଚ

ଭଦ୍ରକ,୧ା୫(ସନାତନ ରାଉତ): ମୁଖ୍ୟମନ୍ତ୍ରୀ ପୋଷାକ ପରିଧାନ ଯୋଜନାରେ ପ୍ରଥମରୁ ଦଶମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପୋଷାକ ଅନିୟମିତତା ବିରୋଧରେ ଭଦ୍ରକ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି ସ୍ବୟଂ ସହାୟିକା ଗୋଷ୍ଠୀ ମହାମଞ୍ଚର ମହିଳାମାନେ। ବିଦ୍ୟାଳୟକୁ ପୋଷାକ ଯୋଗାଇବା ପାଇଁ ମହିଳା…

ବିଫଳ ପ୍ରେମିକଙ୍କ ବର୍ବର କାଣ୍ଡ: ଘରେ କେହି ନ ଥିବାବେଳେ ନାବାଳିକାଙ୍କୁ ନିର୍ମମ ଭାବେ କଲେ ହତ୍ୟା

ଗୋପାଳପୁର,୧ା୫(ନବୀନ ରାଜ ଆଚାରୀ): ଗୋପାଳପୁର ଥାନା ଅଞ୍ଚଳରେ କିଛିଦିନ ହେବ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ହତ୍ୟା, ହତ୍ୟା ଉଦ୍ୟମ, ବଳାତ୍କାର, ନାବାଳିକା ବଳାତ୍କାର,ଚୋରି, ଡକାୟତି ରାହାଜାନି ଓ ଜୁଆଆଡ୍ଡା ବୃଦ୍ଧି ହେବା ସହ ଅଶାନ୍ତ ହୋଇପଡ଼ିଛି ଗୋପାଳପୁର। ସାଧାରଣ ଲୋକ ସୁରକ୍ଷିତ…

ଏସ୍‌ଏସ୍‌ଡି ବିଦ୍ୟାଳୟ ଶ୍ରେଣୀଗୃହରୁ ୨୦ ଫୁଟ ଲମ୍ବ ବିରାଟକାୟ ଅହିରାଜ ଉଦ୍ଧାର

ଗଜପତି,୩୦।୪ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରୁ ବୁଧବାର ସାରେ ପ୍ରାୟ ୨୦ ଫୁଟ ଲମ୍ବର ଏକ ବିରାଟକାୟ ଅହିରାଜ ସାପ ଉଦ୍ଧାର ହୋଇଛି l ଗଞ୍ଜାମ ଜିଲା ଚିକିଟିର ସ୍ନେକ ହେଲ୍ପଲାଇନର…

ବିଦ୍ୟୁତ୍‌ ମିଟର ନାମରେ ବେଆଇନ ଟଙ୍କା ଆଦାୟ ଅଭିଯୋଗ

ଲାଠୋର,୧ା୫(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଞ୍ଚାୟତ ସଦର ଗ୍ରାମର ବିଦ୍ୟୁତ୍‌ ଉପଭୋକ୍ତାଙ୍କ ଘରେ ବିଦ୍ୟୁତ୍‌ ମିଟର ଲଗାଇବା ନାମରେ ବେଆଇନ ଭାବେ ହଜାର ହଜାର ଟଙ୍କା ଆଦାୟ କରିଥିବା ନେଇ ଗୁରୁବାର ସ୍ଥାନୀୟ ଡାଇଜ ଯୁବ ଅନୁଷ୍ଠାନ…

ଅକ୍ଷୟ ତୃତୀୟା କାରବାର ଆଶାଜନକ

ଭୁବନେଶ୍ୱର,୧।୫: (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷର ଅକ୍ଷୟ ତୃତୀୟା କାରବାର ଘରୋଇ ବଜାରରେ ଆଶାଜନକ ରହିଥିଲାବେଳେ ପରମ୍ପରା ଅନୁଯାୟୀ ସବୁ ବର୍ଗର ଗ୍ରାହକ ଅଳ୍ପ ବହୁତେ ସୁନା କ୍ରୟ କରିଛନ୍ତି। ଏପରିକି ଓଡ଼ିଶା ବଜାରରେ ୨୦୦ କୋଟି…

ପ୍ରଭାସିନୀ,ଦେବୀଙ୍କୁ ହୋମ୍‌ଗାର୍ଡ ଚାକିରି ସହ ୧୦ଲକ୍ଷ ଲେଖାଏ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୫ (ସୁନିତ୍‌ ମିଶ୍ର): କଟକରେ କାର୍ଯ୍ୟରତ ୨ ପୋଲିସ କର୍ମଚାରୀ ଜଗବନ୍ଧୁ ମାହାଲି ଏବଂ ଲୋକନାଥ ଶବର ଗତ ୨୨ ତାରିଖରେ ପିସିଆର୍‌ ଭ୍ୟାନ୍‌ରେ ଯିବା ସମୟରେ ଦୁର୍ଘଟଣା ଘଟି ପ୍ରାଣ ହରାଇଥିଲେ। ଡ୍ୟୁଟିରେ ଥିବା ସମୟରେ ଉଭୟଙ୍କ ମୃତ୍ୟୁ ଘଟିଥିବାରୁ…

ନାବାର୍ଡ ଦେଖାଇଲା ସମବାୟ ବ୍ୟାଙ୍କର ବିକଳଚିତ୍ର

ଭୁବନେଶ୍ୱର,୧।୫ (ରବିନାରାୟଣ ଜେନା): ଓଡ଼ିଶାରେ ଗ୍ରାମ୍ୟ ଅର୍ଥନୀତି ମଜଭୁତ କରିବାରେ ସମବାୟ ସମିତିଗୁଡ଼ିକ ହେଲା ମୂଳଦୁଆ। ହେଲେ ଯେଉଁ ଆଭିମୁଖ୍ୟ ନେଇ ରାଜ୍ୟରେ ସମବାୟ ସମିତି ଓ ସମବାୟ ବ୍ୟାଙ୍କ ଗଢ଼ିଉଠିଛି, ତାହା ସାଧିତ ହେଉନାହିଁ। ଚାଷୀଙ୍କ ହିତ ଲାଗି ଶସ୍ୟଋଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?