ରାଜ୍ୟ ସରକାରଙ୍କ ବଡ଼ ସୂଚନା, ରାସନ କାର୍ଡରୁ କଟିଲେ ପାଖାପାଖି ୨ଲକ୍ଷ ଲୋକ! ଲିଷ୍ଟରେ ଅଛି କି ଆପଣଙ୍କ ନାଁ…
ଭୁବନେଶ୍ୱର,୨୭।୧୧:ରାସନ କାର୍ଡକୁ ନେଇ ରାଜ୍ୟ ସରକାରଙ୍କ ବଡ ଘୋଷଣା । ବାଦ୍ ପଡିଲେ ଅଯୋଗ୍ୟ ହିତାଧିକାରୀ । ସମସ୍ତ ଅଯୋଗ୍ୟ ହିତାଧିକାରୀ ଯେଉଁମାନେ ରାସନ ପାଉଥିଲେ ସେମାନଙ୍କର ରାସନ କାର୍ଡ କାଟିଲେ ରାଜ୍ୟ ସରକାର । ଅଯୋଗ୍ୟ ହିତାଧିକାରୀଙ୍କ ରାସକ କାର୍ଡ…
ଆର୍ଥିକ ସହାୟତା ଅପେକ୍ଷାରେ ସୁସ୍ମିତା, ଆଜି ବି ସ୍ବପ୍ନ ଅଛି ଡାକ୍ତର ହେବେ
ଦାରିଙ୍ଗବାଡି,୨୭।୧୧(ଅରୁଣ ସାହୁ): ଡାକ୍ତରୀ ପାଠ ପଢି ନିଜ ଅଞ୍ଚଳ ରୋଗୀଙ୍କ ସେବା କରିବାକୁ ଇଚ୍ଛା ରଖିଛନ୍ତି କନ୍ଧମାଳ ଜିଲା ଦାରିଙ୍ଗବାଡି ଗୌଡ଼ ସାହିର ଛାତ୍ରୀ ସୁସ୍ମିତା ଗୌଡ଼। ତେବେ ଜାନୁଆରୀ ପହିଲାରେ ରାସ୍ତା ଦୁର୍ଘଟଣାରେ ସେ ଗୁରୁତର ହୋଇଥଥିଲେ। ତାଙ୍କ ଗୋଡ଼ର…
ମୋହନ ସରକାରଙ୍କ ବିରୋଧରେ ମୁଁ ଆନ୍ଦୋଳନକୁ ଓହ୍ଲାଇବି, ଗୃହରେ ଏମିତି କାହିଁକି କହିଲେ କେ.ଭି ସିଂଦେଓ
ଭୁବନେଶ୍ୱର,୨୭।୧୧:ବିଧାନସଭାର ଦ୍ୱିତୀୟ ଦିନରେ ଗୃହ ସରଗରମ ରହିଛି। ବୁଧବାର ଗନ୍ଧମାର୍ଦ୍ଦନ ପାହାଡ ଜମିକୁ ନେଇ ହୋହଲ୍ଲା ଦେଖିବାକୁ ମିଳିଛି। ଏହି ପ୍ରସଙ୍ଗକୁ ନେଇ ଭାଜପା ସରକାରଙ୍କୁ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି , ପୂର୍ବ ସରକାର…
ଛୁଟି ଆବେଦନକୁ ମୋହନ ସରକାର ମୁହଁ ଫେରାଇବା ପରେ କାର୍ଯ୍ୟରେ ଯୋଗଦେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ
ଭୁବନେଶ୍ୱର, ୨୭।୧୧: ୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନ ବୁଧବାର କାର୍ଯ୍ୟରେ ଯୋଗଦେଇଛନ୍ତି। ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରେ ଯୋଗ ଦେଇଥିବା ସୂଚନା ମିଳିଛି। ସୁଜାତାଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି ଥିବାବେଳେ…
ସୁଭଦ୍ରା ପାଇଁ ବଦଳିଲା ବ୍ୟାଙ୍କ ଖୋଲିବା ସମୟ: ସକାଳ ୧୦ଟା ପରିବର୍ତ୍ତେ ସକାଳ ୭ଟାରୁ….
ମୋହନା,୨୭।୧୧(ମନ୍ନମଥ ମିଶ୍ର): ଇକେୱାଇସ ନ ଥିବାରୁ ସୁଭଦ୍ରା ଟଙ୍କା ମିଳିନଥିବା ଅଭିଯୋଗ ହୋଇଛି। ଗୋଟିଏ ପରେ ଗୋଟିଏ କିସ୍ତି ଆସିବା ପରେ ସୁଭଦ୍ରା ଟଙ୍କା ପାଇବା ପାଇଁ ଗଜପତି ଜିଲା ମୋହନା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ମହିଳାମାନଙ୍କ ପ୍ରବଳ ଭିଡ଼ ମଙ୍ଗଳବାର…
ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା, କାଲି ଓଡ଼ିଶାରେ…
ଭୁବନେଶ୍ୱର,୨୭।୧୧: ବଙ୍ଗୋପସାଗରରେ ଡରାଇଲାଣି ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ ହୋଇଥିବା ଲଘୁଚାପ…
ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନେଇ ଚାଲିଛି ସ୍ବାସ୍ଥ୍ୟସେବା:ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ୭ ଦିନ ହେଲା….
ବାରିପଦା,୨୭।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ୭ ଦିନ ହେଲା ଅଲଟ୍ରା ସାଉଣ୍ଡ ମେଶିନ ଅଚଳ ହୋଇ ପଡ଼ିଥିବାରୁ ରୋଗୀଙ୍କ ମଧ୍ୟରେ ଉଦ୍ବେଗ ପ୍ରକାଶ ପାଇଛି। ଶହ ଶହ ରୋଗୀ ଅଲଟ୍ରା ସାଉଣ୍ଡ କରି ନ ପାରି ନିରାଶରେ…
ଶହୀଦଙ୍କ ଦୁଇ ପୁଅକୁ ପଢୁଆଁ କଲେ ପୂର୍ବତନ ବିଧାୟକ
ବାହାନଗା, ୨୭।୧୧(ଅରୂପ କୁମାର ଦାସ): ପ୍ରଥମାଷ୍ଟମୀରେ ମାମୁଘର କିମ୍ବା ମା’ବାପା ନିଜର ବଡ଼ ପୁଅକୁ ନୂଆ ବସ୍ତ୍ର ଦେଇ ପ୍ରଥମାଷ୍ଟମୀ ପାଳନ କରିଥାନ୍ତି। ସେହି ଅନୁଯାୟୀ ସୋର ନିର୍ବାଚନମଣ୍ଡଳୀର ବାହାନଗା ବ୍ଲକ ଗୋପାଳପୁର ଗ୍ରାମର ଶହୀଦ ପ୍ରକାଶ କୁମାର ଶିଅଳିଙ୍କ ଦୁଇ…
ସ୍ତ୍ରୀଙ୍କୁ କବ୍ଜାରେ ରଖି ମାଗୁଛନ୍ତି ୨ ଲକ୍ଷ: ବୈକୁଣ୍ଠଧାମ ଆଶ୍ରମ କର୍ତ୍ତୃପକ୍ଷଙ୍କ ନାମରେ ସଙ୍ଗିନ ଅଭିଯୋଗ ଆଣିଲେ କେନ୍ଦୁଝର ଯୁବକ
ଭୁବନେଶ୍ୱର,୨୭ା୧୧(ସତ୍ୟଜିତ୍ ରାଉତ):ଭରତପୁର ଥାନା ଅନ୍ତର୍ଗତ ଘାଟିକିଆ ମୌଜାରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମ ବିରୋଧରେ ପୁଣି ଏକ ସଙ୍ଗିନ ଅଭିଯୋଗ ଆସିଛି। ଆଶ୍ରମ କର୍ତ୍ତୃପକ୍ଷ ତାଙ୍କ ସ୍ତ୍ରୀଙ୍କୁ କବ୍ଜା କରି ରଖିବା ସହ ୨ ଲକ୍ଷ ଟଙ୍କା ଦାବି କରିଥିବା ଜଣେ…
୨୯ରେ ମୋଦିଙ୍କ ମେଗା ରୋଡ଼ ଶୋ’: ୨ ଘଣ୍ଟା ପର୍ଯ୍ୟନ୍ତ କରିବେ ଦଳୀୟ ନେତାଙ୍କ ସହ ମାରାଥନ୍ ବୈଠକ
ଭୁବନେଶ୍ୱର, ୨୭ା୧୧(ସୁନିତ୍ ମିଶ୍ର):ଓଡ଼ିଶାରେ ଭାଜପା ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ୟ ଥର ଲାଗି ଆସନ୍ତା ୨୯ରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗସ୍ତ କାଳରେ ସେ ଉଭୟ ସରକାରୀ ଏବଂ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ। ୨୯…
ଶୀତର ଲହରି ଜାରି: ୩୦ରୁ ବଢ଼ିବ ତାପମାତ୍ରା
ଭୁବନେଶ୍ୱର,୨୭ା୧୧(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି କଳାହାଣ୍ଡି ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣ କୁହୁଡ଼ିର ଆସ୍ତରଣ ରହୁଛି।…
୭ ମାସରେ ରାଜ୍ୟରେ ୪୧ ହାତୀଙ୍କ ମୃତ୍ୟୁ
ଭୁବନେଶ୍ୱର, ୨୭ା୧୧ (ବନ୍ଦନା ସେଠୀ):ରାଜ୍ୟରେ ହାତୀ-ମଣିଷ ଲଢେଇ ବଢିବାରେ ଲାଗିଛି। ଗତ ୩ବର୍ଷରେ ହାତୀ ଆକ୍ରମଣରେ ୬୬୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ୫୦୯ଜଣ ଲୋକ ହାତୀ ଆକ୍ରମଣରେ ଆହତ ହୋଇଥିବାବେଳେ ୧୩୯ଟି ଗୃହପାଳିତ ପଶୁଙ୍କ ମୃତ୍ୟୁ ହୋଇଛି। ଏନେଇ ଜଙ୍ଗଲ ଓ…
Archives


