ରାଜ୍ୟ

ଖରାଦିନେ କିପରି ରହିବେ ସୁସ୍ଥ ଜାଣନ୍ତୁ…

ଋତୁରାଜ ବସନ୍ତରେ ଆଉ ନାହିଁ ସେ ଥଣ୍ଡା ଥଣ୍ଡା ସୁଲୁସୁଲିଆ ମଳୟ ପବନର ସୁନ୍ଦର ଅନୁଭବ, ଏବେ ଝାଞ୍ଜି ପବନରେ ହନ୍ତସନ୍ତ ସଭିଏଁ। ଏବେଠୁ ତାପମାତ୍ରା ବୃଦ୍ଧି ଯୋଗୁ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ସାଜିଲାଣି ଚିନ୍ତାର କାରଣ। ଆଗକୁ ଖରାଦିନେ ଗରମ…

ଗାଁ ପୋଖରୀରେ କୁମ୍ଭୀର

କୋରୁକୋଣ୍ଡା,୮।୩(ଶିବଦତ୍ତ ସାହୁ ): କୋରୁକୋଣ୍ଡା ବ୍ଲକ୍‌ ଅଧୀନ ମାରିୱାଡା ପଞ୍ଚାୟତ ଅଧୀନ ଏମ୍‌ଭି-୨୬ ଗ୍ରାମ ପୋଖରୀରେ ଏକ କୁମ୍ଭୀର ରହିଥିବା ଗ୍ରାମବାସୀ ଦେଖିବାକୁ ପାଇଛନ୍ତି। ଗ୍ରାମବାସୀ ଏହି ସମ୍ପର୍କରେ ବନ ବିଭାଗକୁ ସୂଚନା ଦେବା ପରେ କର୍ମଚାରୀମାନେ ପୋଖରୀ ନିକଟରେ ପହଞ୍ଚି…

କୋରାପୁଟରେ ଏସ୍‌ଏସ୍‌ଏମ୍‌ବି୨୯ର ଶୁଟିଂ ଆରମ୍ଭ

କୋରାପୁଟ,୮ା୩(ଅମିତାଭ ବେହେରା): କୋରାପୁଟ ଜିଲାର ପ୍ରାକୃତିକ ପରିବେଶ ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଆକୃଷ୍ଟ କରିଛି। ଜଣାଶୁଣା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ଏସ୍‌ଏସ୍‌ ରାଜାମୌଲି ନିଜର ଆଗାମୀ ଫିଲ୍ମ ଶୁଟିଂ ପାଇଁ ଦକ୍ଷିଣ ଓଡ଼ିଶାର କୋରାପୁଟକୁ ବାଛିଛନ୍ତି। ଜିଲାର ବିଭିନ୍ନ ପର୍ଯ୍ୟଟନ…

‘ମିଶନ ଶକ୍ତି ବନ୍ଦହେବା ନେଇ ମିଛ ପ୍ରଚାର କରୁଛି ବିଜେଡି’

ଭୁବନେଶ୍ୱର, ୮ା୩(ସୁନିତ୍‌ ମିଶ୍ର): ଓଡ଼ିଶାର ବିକାଶ କରିବା ପାଇଁ ରାଜ୍ୟର ମହିଳମାନେ ଏଥର ଭାଜପାକୁ ବାଛିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ସମୟରେ ପ୍ରତିଶ୍ରୁତି ଦେଇଥିଲେ, ଭାଜପା ଓଡ଼ିଶାରେ ସରକାର ଗଢ଼ିଲେ ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ। ଦଳ ସରକାର…

ଓଡ଼ିଶାରେ ମିଶିବା ଆମର ଭୁଲ: ଜୟନାରାୟଣ

ସମ୍ବଲପୁର,୮।୩(ଭବାନୀ ଶଙ୍କର ଭୋଇ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ସୁଭଦ୍ରା ଯୋଜନାରେ ମହିଳାଙ୍କୁ ଦ୍ୱିତୀୟ କିସ୍ତି ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମ ଗଙ୍ଗାଧର ମେହେର ବିଶ୍ୱ ବିଦ୍ୟାଳୟ ଅଡିଟୋରିୟମରେ ଆୟୋଜନ କରାଯାଇଥିଲା। ମୁଖ୍ୟ ଅତିଥିଭାବେ ରାଜ୍ୟ ପଞ୍ଚାୟତିରାଜ ଏବଂ ଗ୍ରାମ୍ୟ…

ଉତ୍ତର ଘୁମୁସର ବନଖଣ୍ଡରେ ବଢ଼ୁଛି ନିଆଁ, ଆୟତ୍ତ କରିବାକୁ ଗାଡ଼ି-କର୍ମଚାରୀ ଅଭାବ

ଭଞ୍ଜନଗର,୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଲାଗିଥିବା ଜଙ୍ଗଲ ନିଆଁ ଥମିବା ବଦଳରେ ବଢିବାରେ ଲାଗିଛି। ଶୁକ୍ରବାର ୨୨ ସ୍ଥାନରେ ନିଆଁ ଲାଗିଥିବା ବେଳେ ଶନିବାର ଅପରାହ୍ନ ୧ଟା ସୁଦ୍ଧା ଆଉ ୧୩ ସ୍ଥାନରେ ନିଆଁ ଲାଗିଥିବା…

ଦିନକୁ ୨୭ ଟଙ୍କା ଦେଇ ବାହାଦୂରୀ ନେବାକୁ ଚାହୁଁଛି ଭାଜପା: ନବୀନ

ଭୁବନେଶ୍ୱର,୮ା୩: ଭାଜପା ଦିନକୁ ୨୭ ଟଙ୍କା ଦେଇ ବାହାଦୂରୀ ନେବାକୁ ଚେଷ୍ଟା କରୁଛି ବୋଲି ମହିଳା ଦିବସ ଅବସରରେ ଭାଜପାକୁ ଟାର୍ଗେଟ କରି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜୁବାବୁ ମହିଳାଙ୍କୁ ସଶକ୍ତ କରିଛନ୍ତି ବୋଲି ନବୀନ କହିଛନ୍ତି। ନବୀନ…

ନବୀନଙ୍କୁ କଡ଼ା କଥା କହିଲେ ଟଙ୍କଧର…

ଭୁବନେଶ୍ୱର,୮।୩: ବିଜୁ ବାବୁଙ୍କ ଶେଷ ସମୟରେ କେଉଁଠି ଥିଲେ ବିଜେଡି ମୁଖିଆ ? ରୋଗଗ୍ରସ୍ତ ସମୟରେ ବିଜେଡି ମୁଖିଆ ତାଙ୍କର କେତେ ଦିନ ସେବା କରିଥିଲେ ? ବିଜେଡି ମୁଖିଆ ବିଜୁଙ୍କ ନାଁରେ ସଂକୀର୍ଣ୍ଣ ରାଜନୀତି କରି ତାଙ୍କୁ ଅପମାନ କରିଛନ୍ତି…

ଅନ୍ତର୍ଜାତୀୟ ମହିଳା ଦିବସ: ସସ୍ମିତାଙ୍କ ଦେହରେ ଏବେ ବି ରହିଛି ପୋଲିସ ଗୁଳି

କେନ୍ଦ୍ରାପଡ଼ା,୮ା୩ (ଜଗନ୍ନାଥ ଧଳ): ୨୦୧୫ ବିଶ୍ୱ ମହିଳା ଦିବସକୁ ଇତିମଧ୍ୟରେ ୧୦ ବର୍ଷ ପୂରିଛି। ଏହିଦିନରେ ମଦ ବିରୋଧରେ ଆନ୍ଦୋଳନରତ ମହିଳାଙ୍କୁ ପୋଲିସ ଗୁଳିମାଡ଼ ଘଟଣା କେନ୍ଦ୍ରାପଡ଼ା ଜିଲାରେ ଏବେ ବି ତାଜା ରହିଛି। ଯନ୍ତ୍ରଣା ସତ୍ତ୍ୱେ ମହିଳାମାନେ ମଦ ବିରୋଧରେ…

ଉତ୍ତମ ମହାନ୍ତିଙ୍କ ଆଜି ଦଶାହ: ନିର୍ମଳଧୀର ତୁଠରେ ଚାଲିଛି

ଭୁବନେଶ୍ୱର,୮।୩: ଦିବଙ୍ଗତ ଅଭିନେତା ଉତ୍ତମ ମହାନ୍ତିଙ୍କର ଶନିବାର ଦଶାହ। ନୟାପଲ୍ଲୀ ବାଲୁଙ୍କେଶ୍ୱର ମହାଦେବ ମନ୍ଦିର ପ୍ରାଙ୍ଗଣରେ ଥିବା ନିର୍ମମଳଧୀର ତୁଠରେ ଦଶାହ କାର୍ଯ୍ୟକ୍ରମ ଚାଲିଛି। ଏହି କାର୍ଯ୍ୟକ୍ରମରେ ପୁଅ ବାବୁସାନଙ୍କ ସମେତ ପରିବାର ସଦସ୍ୟ, ସମ୍ପର୍କୀୟମାନେ ସାମିଲ ହୋଇଛନ୍ତି । ଅନ୍ୟପକ୍ଷେ…

ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି

ଭୁବନେଶ୍ୱର,୮।୩: ଭାଜପାର ଅଭିଯୋଗ ପରେ ଚେତିଲା ବିଜେଡି। ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି। ସୂଚନା ଦେଲେ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ। ସେ କହିଛନ୍ତି ବିଜୁ ବାବୁଙ୍କର ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ଯୋଜନା ରହିଛି । ବିଜୁ…

ପୂର୍ବ ସରକାରଙ୍କୁ ଟାର୍ଗେଟ୍‌ କଲେ ମୁଖ୍ୟମନ୍ତ୍ରୀ, କହିଲେ ବିରୋଧୀଙ୍କୁ ଟିକେ ହଜମ ଗୁଲି ଦରକାର

ଛତ୍ରପୁର,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି,ପୂର୍ବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri