ବିଧାୟକରୁ ମୁଖ୍ୟମନ୍ତ୍ରୀ ହେବା ପରେ ବି ଭୁଲି ନାହାଁନ୍ତି ପାପ ନାସିନି ବୈତରଣୀକୁ
ପାଟଣା,୧୩।୧(ବୀର କିଶୋର ଦାଶ): ମଙ୍ଗଳ ବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ଦେଇ ପ୍ରବାହିତ ପୁଣ୍ୟତୋୟା ବୈତରଣୀ ନଦୀରେ ମକର ବୁଡ଼ ପକାଇବେ। ଏହାପରେ ପ୍ରଥମେ ପାଟଣା ବୈତରଣୀ…
ଦିଲ୍ଲୀରୁ ଓଡ଼ିଆରେ ନବୀନଙ୍କୁ ଟାର୍ଗେଟ କଲେ ମୋଦି, ସମସ୍ତେ କାବା!
ନୂଆଦିଲ୍ଲୀ,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ଏମଓୟୁ ।…
ଧାନ ବିକ୍ରି ପରେ ବି ମିଳୁନି ଚାଷୀଙ୍କୁ ପ୍ରାପ୍ୟ: କଳାହାଣ୍ଡିରେ ତେଜିଲା ଚାଷୀ ଆନ୍ଦୋଳନ
କର୍ଲାମୁଣ୍ଡା:୧୩।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ପକ୍ଷରୁ ଚାଲିଥିବା ରେଗଡ଼ା ମଣ୍ଡିରେ ଚାଷୀ ଧାନ ବିକ୍ରି କରିବାର ଦୀର୍ଘ ଦିନ ପରେ ମଧ୍ୟ ପ୍ରାପ୍ୟ ମିଳୁ ନ ଥିବା ଅଭିଯୋଗ କରି…
ଲେବୁଲ୍ କ୍ରସିଂରୁ ବୋଲେରୋକୁ କାବୁକଲା ଅବକାରୀ ବିଭାଗ: ମିଳିଲା ପୁଳାପୁଳା ଘଞ୍ଜେଇ
ନିରାକାରପୁର,୧୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି। ନିରାକାରପୁର ଥାନା ନାକତଳୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ ହୋଇଛି। ସୋମବାର ଭୋର ସମୟରେ ଟାଙ୍ଗୀ ଅବକାରୀ ବିଭାଗ କୌଣସି ବିଶେଷ ସୂତ୍ରରୁ ଖବରପାଇ…
ସାରା ଓଡ଼ିଶାରେ ଶୁଭୁଛି chi chi chi re nani chi, ରହସ୍ୟ ଜାଣି ହେବେ ତାଜୁବ!
ଭୁବନେଶ୍ୱର,୧୩।୧: ଛି ଛି ଛିରେ ନନୀ ଛି ଛି’…ଏବେ ଯେଉଁଠି ଶୁଣିବ ସେଇଠି ଶୁଭୁଛି ଏଇ ଗୀତ। ପିଲାଠୁ ବୁଢା ଯାଏ ସବୁଠି ଧନକେ ଦେଖିଲୁ ତୁଇ ନନୀ ସିନା, ମନକେ ଚିହ୍ନିଁଲୁ ନାଇଁ, ଛି ଛି ଛିରେ ନନୀ ଛି…
କଳାହାଣ୍ଡି ଉତ୍ସବ ପୂର୍ବରୁ ମନ ମୋହିଲା ପଥୋତ୍ସବ
ଭବାନୀପାଟଣା,୧୩ା୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାଠାରେ ଜିଲା ସ୍ତରୀୟ କଳାହାଣ୍ଡି ଉତ୍ସବ ‘ଘୁମୁରା’ ଉପଲକ୍ଷେ ରବିବାରଠାରୁ ଆରମ୍ଭ ହୋଇଛି ପଥୋତ୍ସବ। କଳାହାଣ୍ଡିର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା ସହିତ କ୍ରୀଡ଼ା କୌଶଳର ମିଳନସ୍ଥଳୀ ପାଲଟିଥିଲା ଜେଲଛକରୁ ଷ୍ଟେଟବ୍ୟାଙ୍କ ଛକ ସଡ଼କପଥ। କେବଳ ପ୍ରତିଭାଗୀ,…
ସଂଗ୍ରାମୀଙ୍କୁ ୨୦ ହଜାର ପେନ୍ଶନ୍: ଆଇନ ମନ୍ତ୍ରୀ କହୁକହୁ କହିଦେଲେ ପୂର୍ବ ସରକାରର
ଭୁବନେଶ୍ୱର,୧୩।୧:ସଂଗ୍ରାମୀଙ୍କୁ ୨୦ ହଜାର ପେନ୍ଶନ୍ ନିଷ୍ପତ୍ତି ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ୧୯୭୫ରୁ ୧୯୭୭ ମଧ୍ୟରେ ବହୁ ଲୋକ ବନ୍ଦୀ ଥିଲେ। ପୂର୍ବ ସରକାରର ବହୁ ଲୋକ ବନ୍ଦୀ ଥିଲେ, କିନ୍ତୁ କିଛି ପାଇଲେନି।…
ଭୁବନେଶ୍ବର ଯାଆଁଳା ଫାଣ୍ଡି ପାଖରେ ଦୁର୍ଘଟଣା; ୨ ମୃତ
ଭୁବନେଶ୍ୱର, ୧୩।୧: ଭୁବନେଶ୍ୱର ଉପକଣ୍ଠ ଯାଆଁଳା ଫାଣ୍ଡି ପାଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣ ପ୍ରାଣ ହରାଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ତେବେ ଜାତୀୟ ରାଜପଥରେ ଦୁର୍ଘଟଣା ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।
ଧରାପଡ଼ିଲା ୯ କୋଟିରୁ ଊଦ୍ଧର୍ବ ଗଞ୍ଜେଇର ସତ :ଜର୍ମାନୀରୁ ମାଲେସିଆ ଦେଇ ଆସିଥିଲା ଭାରତ
ଭୁବନେଶ୍ୱର,୧୩।୧: ଭୁବନେଶ୍ବର ବିମାନ ବନ୍ଦରରୁ ୯ କୋଟିରୁ ଊଦ୍ଧର୍ବ ଗଞ୍ଜେଇ ଜବତ ମାମଲାରେ ଏବେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଚୋରା ଚାଲାଣ ପଛରେ ବଡ଼ ଅନ୍ତର୍ଜାତୀୟ ଗ୍ୟାଙ୍ଗ ଥିବା ସୂଚନା ମିଳିଛି। ତେବେ ଏହା ଜର୍ମାନୀରୁ ପ୍ରୋସେସିଂ ହୋଇ ମାଲେସିଆ…
Ayushman Bharat Scheme: ପ୍ରତି ପରିବାରକୁ ମିଳିବ ୫ଲକ୍ଷ, ମହିଳାଙ୍କୁ…ଜାଣନ୍ତୁ କିପରି କରିବେ ଆବେଦନ
ଭୁବନେଶ୍ୱର,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ଏମଓୟୁ ।…
ଓଡ଼ିଶାରେ ଆୟୁଷ୍ମାନ ପାଇଁ MoU, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସୁବିଧା
ଭୁବନେଶ୍ୱର,୧୩।୧: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ MoU। ଦିଲ୍ଲୀରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ MoU ହୋଇଛି। ତେବେ ଓଡ଼ିଶାରେ ଆୟୁଷ୍ମାନ ପାଇଁ MoU ପରେ ସ୍ବାସ୍ଥ୍ୟ ମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି,…
ପେଟି ଭିତରୁ ଶିଶୁକନ୍ୟାର ମୃତଦେହ ଜବତ କଲା ପୋଲିସ, କିଏ ସେହି …
ବାଲେଶ୍ୱର,୧୩ା୧(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ କସିମିଳା ପୋଲ ନିକଟରୁ ସୋମବାର ଜଣେ ନବଜାତ ଶିଶୁକନ୍ୟାର ମୃତଦେହକୁ ପୋଲିସ ଜବତ କରିଛି।ଏହି ପୋଲ ନିକଟରେ ଶିଶୁକନ୍ୟାର ମୃତଦେହ ପଡ଼ିଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ସହଦେବଖୁଣ୍ଟା…
Archives


