ରାଜ୍ୟ

ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ

ଦିଗପହଣ୍ଡି,୨୫।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହସପୁର ପଞ୍ଚାୟତ ହାଟପଦା ଗ୍ରାମର ବନ୍ଦଥିବା ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଶୁକ୍ରବାର ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଲେ ପାଟପୁର ପଞ୍ଚାୟତ ରାମକୃଷ୍ଣ ନଗର କବିରାଜ…

ବଣ ଛତୁଖାଇ ଗୋଟିଏ ଗାଁର ୫ ଗୁରୁତର

ମୋହନା,୨୫।୪(ମନ୍ମଥ ମିଶ୍ର ): ବଣ ଛତୁଖାଇ ଗୋଟିଏ ଗାଁର ୫ ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ମୋହନା ଥାନା ବଡ଼ଖଣି ଗାଁରେ। ଦିନ ୧୨ ଟା ସମୟରେ ବଡ଼ଖଣି ଗାଁର ୬ ଜଣ ପଦରକୁ କାମ କରିବାକୁ ଯାଇଥିଲେ। ସେଠାରେ…

କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ୍: ଡାକ୍ତରଖାନାରେ ଅନଶନ ଜାରି

ବରଗଡ଼, ୨୫।୪(ପ୍ରେମାନନ୍ଦ ଖମାରୀ) – ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ସମେତ ବିଭିନ୍ନ ଦାବି ନେଇ ବରଗଡ଼ ସହର ଉପକଣ୍ଠ ବୀରଛକରେ ଅନଶନରେ ବସିଥିବା ୩ଜଣ କୋଶଲ ସଂଗ୍ରାମୀ ସୁଶାନ୍ତ ମିଶ୍ର, ଅଭିଷେକ ନାୟକ ଏବଂ ନାଗାର୍ଜୁନ କମ୍ପଙ୍କୁ ଗୁରୁବାର ରାତି…

ଦୋକାନରେ ମଦ ବିକୁଥିଲେ ମହିଳା ୱାର୍ଡମେମ୍ବର: ଖବର ପ୍ରସାରଣ କରିଥିବା ସାମ୍ବାଦିଙ୍କୁ ମା’ଙ୍କ ସହ ମିଶି ରାସ୍ତା ମଝିରେ ଛେଚି ପକାଇଲେ…

ପାଟଣା,୨୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜଣେ କର୍ତ୍ତବ୍ୟରତ ଖବରଦାତାଙ୍କ ଉପରେ ଆକ୍ରମଣ ହୋଇଛି। ମଦ ବିକ୍ରି କରୁଥିବା ଥିବା ଜଣେ ମହିଳା ୱାର୍ଡ ମେମ୍ବର ଓ ତାଙ୍କ ମା’ ମିଶି ପାଟଣା ବଜାର ଉପରେ ଶୁକ୍ରବାର ଅପରାହ୍ନରେ…

ନବନିର୍ମିତ ପାର୍କ: ପୂର୍ବରୁ ଉଦ୍‌ଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ଆଉ ଏବେ ବିଧାୟକ

ଦିଗପହଣ୍ଡି,୨୫।୪(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମ୍ବାରି ଗାଁ ନିକଟ ଘୋଡାହାଡ ଡ୍ୟାମର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉନ୍ନତିକରଣ ପ୍ରକଳ୍ପ ଓ ଜଳସମ୍ପଦ ବିଭାଗ ପକ୍ଷରୁ ନବନିର୍ମିତ ପାର୍କକୁ ଶୁକ୍ରବାର ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଉଦ୍‌ଘାଟନ କରିଛନ୍ତି। ଚିକିଟି…

ଧରିତ୍ରୀ ଖବରଦାତାଙ୍କ ନାଁ ନେଇ ଫେକ୍‌ ଚିଠି

ଦାରିଙ୍ଗବାଡି,୨୫।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଧରିତ୍ରୀ ପ୍ରତିନିଧିଙ୍କ ନାମରେ ଫେକ ଚିଠି ଯାଇଛି ପ୍ରଶାସନିକ ଅଧିକାରୀଙ୍କ ନିକଟକୁ। ତେବେ ପ୍ରଶାସନିକ ଅଧିକାରୀମାନେ ସେଠାରେ ଅନୁପସ୍ଥିତ ଥିବାରୁ ଉକ୍ତ ଚିଠି ଫେରେଇ ଦିଆଯାଇଛି। ପ୍ରକାଶ ଯେ, ବାଲିଗୁଡା ତହସିଲଦର ପ୍ରଫୁଲ…

ମହୁଲଫୁଲ ୪୭ ଟଙ୍କାରୁ କମ୍‌ରେ କିଣିଲେ ହେବ ଲାଇସେନ୍ସ ରଦ୍ଦ

ନୂଆପଡ଼ା,୨୫ା୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି ା ସେମାନେ ବହୁ କଷ୍ଟରେ ଏସବୁ ସାମଗ୍ରୀ ଜଙ୍ଗଲରୁ ସଂଗ୍ରହ କରୁଥିଲେ ମଧ୍ୟ ମଣ୍ଡି ନ…

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର,୨୫ା୪(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ୍‌ ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ୫ ମାସ ୨୦ ଦିନରେ ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ମାମଲାର ଅଭିଯୁକ୍ତ ନିମଖଣ୍ଡି ଥାନା ଅଞ୍ଚଳର ରାମ ସାହୁ(୫୬)ଙ୍କୁ ସେ…

ତାର ଉପରେ ଗଛ ପଡ଼ି ବିଦ୍ୟୁତ୍‌ ସରବରାହ ବନ୍ଦ

ଖଜୁରିପଡ଼ା,୨୫ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଡଲାବାଲି ଛକ ଖେଳପଡିଆଠାରେ ବିଦ୍ୟୁତ୍‌ ତାର ଉପରେ ଗୁରୁବାର ଗଛ ପଡ଼ି ଯିବାରୁ ଦୀର୍ଘ ୯ ଘଣ୍ଟା ଧରି ବିଦ୍ୟୁତ୍‌ ସରବରାହ ବନ୍ଦ ରହିଥିଲା। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲେ। ବିଭାଗୀୟ ଯନ୍ତ୍ରୀ…

ଜଳକଷ୍ଟ ଭୋଗୁଛନ୍ତି ଗୁମୁରିଖୋଲ ଗ୍ରାମବାସୀ

ଖଜୁରିପଡ଼ା,୨୫ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପୀରିକୁଡି ପଞ୍ଚାୟତ ଗୁମୁରିଖୋଲ ଗ୍ରାମବାସୀ ବୈଶାଖ ମାସରେ ଜଳକଷ୍ଟ ଭୋଗୁଛନ୍ତି। ଏହି ଗାଁରେ ପିଇବା ପାଣି ଏକ ପ୍ରମୁଖ ସମସ୍ୟା ବୋଲି ଲୋକମାନେ କହିଛନ୍ତି। ଏହି ସମସ୍ୟା ଦୂର କରିବା ପାଇଁ କିଛି ବର୍ଷ…

ଡାକ୍ତର ଦାମୀ ମେଡିସିନ ଲେଖିବା କୌଣସି ଅପରାଧ ନୁହେଁ: ଓଡ଼ିଶା ହାଇକୋର୍ଟ

କଟକ,୨୫।୪: ଡାକ୍ତର ଦାମୀ ମେଡ଼ିସିନ ଲେଖିବା କୌଣସି ଅପରାଧ ନୁହେଁ। ଏସବୁ କଲେ ଡାକ୍ତରଙ୍କ ବରୋଧରେ ଫୌଜଦାରୀ ମାମଲା ରୁଜୁ କରାଯାଇପାରିବ ନାହିଁ। ଏପରି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଧେଶ ପ୍ରଦାନ କରିଛନ୍ତି ଓଡିଶା ହାଇକୋର୍ଟ। ବିଶେଷକରି ଯଦି କୌଣସି ଡାକ୍ତର ଦାମୀ ମେଡିସିନ…

ଝାରସୁଗୁଡ଼ା ପରେ ବ୍ରହ୍ମପୁରରେ କ୍ରାଇମବ୍ରାଞ୍ଚ ଟିମ୍‌ର ଖୋଳତାଡ଼

ବ୍ରହ୍ମପୁର,୨୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ପୁନଃତଦନ୍ତ ଚାଲିଛି। କ୍ରାଇମବ୍ରାଞ୍ଚ ଟିମ୍‌ ଝାରସୁଗୁଡ଼ା ପରେ ଏବେ ବ୍ରହ୍ମପୁରରେ ଆସି ଖୋଳତାଡ଼ କରୁଛି। ଗୁରୁବାର ମାମଲାର ଅଭିଯୁକ୍ତ ପୂର୍ବତନ ପୋଲିସ ଏସ୍‌ଆଇ ଗୋପାଳ ଦାସଙ୍କ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?