ବଲାଙ୍ଗୀରରେ ବିଗୁଡୁଛି ଆଇନଶୃଙ୍ଖଳା
ବଲାଙ୍ଗୀର,୬ା୧୧(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ଧୀରେ ଧୀରେ ହୁଗୁଳା ହେବାରେ ଲାଗିଛି। ସହରରେ ଅସାମାଜିକ ତତ୍ତ୍ୱ, ନିଶାଖୋରଙ୍କ ଉପତ୍ାତ ବଢ଼ିବାରେ ଲାଗିଛି। ଖାଲି ସହର ନୁହେଁ ଏବେ ଗଁା ଗଁାରେ ଅଶାନ୍ତି ଓ ଉତ୍ତେଜନା...
ନୂଆପଡ଼ା ଉପନିର୍ବାଚନ: ଭାଷା ପ୍ରତି ନାହିଁ ଆନ୍ତରିକତା
ନୂଆପଡ଼ା,୬ା୧୧ (ପୀତାମ୍ବର ସାହୁ): ଏବେ ଉପନିର୍ବାଚନ ପାଇଁ ନୂଆପଡ଼ାରେ ସାରା ରାଜ୍ୟରୁ ବିଭିନ୍ନ ଦଳର ମାଳ ମାଳ ନେତା ଡେରା ପକାଇଛନ୍ତି। ଏଠାକାର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ଆସନ୍ତା ୧୧ ତାରିଖରେ ଉପନିର୍ବାଚନ ହେବ। ଭାଜପାରୁ ଜୟ...
Nuapada Bypolls: ଆଜି ପ୍ରଚାର କରିବେ ଓଡ଼ିଶା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୬।୧୧(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଗୁରୁବାର ଉପନିର୍ବାଚନ ପ୍ରଚାର ପାଇଁ ନୂଆପଡା ଗସ୍ତରେ ଯାଉଛନ୍ତି। ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରଖି ଭାଜପା ପ୍ରାର୍ଥୀଙ୍କ ସପକ୍ଷରେ ଜନମତ ନେବାକୁ...
ଧାନ ଏମ୍ଏସ୍ପି କୁଇଣ୍ଟାଲ ପିଛା ୬୯ ଟଙ୍କା ବୃଦ୍ଧି
ଭୁବନେଶ୍ୱର,୬ା୧୧ (ରବିନାରାୟଣ ଜେନା): ରାଜ୍ୟର କୃଷକଙ୍କ ହିତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ନଭେମ୍ବର ପହିଲାରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଖରିଫ୍ ଋତୁ ଲାଗି କୁଇଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍ଏସ୍ପି) ବାବଦକୁ ଅତିରିକ୍ତ ୬୯...
ବାହୁଦାରେ ନୂଆ ବନ୍ଦର, ମହାନଦୀ ମୁହାଣରେ ଜାହାଜ ନିର୍ମାଣ କେନ୍ଦ୍ର
ପାରାଦୀପ, ୬ା୧୧(ଶରତ ରାଉତ): ଗଞ୍ଜାମ ଜିଲାର ବାହୁଦାରେ ନୂଆ ବନ୍ଦର ଏବଂ ପାରାଦୀପ ନିକଟ ମହାନଦୀ ମୁହାଣରେ ଜାହାଜ ନିର୍ମାଣ ଓ ମରାମତି କେନ୍ଦ୍ର ନିର୍ମାଣ ହେବ। ଏଥିପାଇଁ ୪୬ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହେବ ବୋଲି...
ମେ’ଫେୟାର: ଭୁବନେଶ୍ୱରରେ ଟେକିଦେବେ ୧୦.୮୪୫ ଏକର ଜଙ୍ଗଲ ଜମି
ଭୁବନେଶ୍ୱର,୬।୧୧ (ରବିନାରାୟଣ ଜେନା):ତେଲିଆ ମୁଣ୍ଡରେ ତେଲ ନ୍ୟାୟରେ ରାଜଧାନୀ ଛାତି ଉପରେ ଥିବା ଅମୂଲ୍ୟ ସମ୍ପଦକୁ ବଡ଼ବଡ଼ିଆଙ୍କୁ ଟେକିଦେବା ପାଇଁ ଜଙ୍ଗଲ ବିଭାଗର ବଡ଼ବାବୁମାନେ ଭାରି ବ୍ୟସ୍ତତା ଦେଖାଉଥିବା ପରିଲକ୍ଷିତ ହୋଇଛି। କେଉଁଠି ବିଲ୍ଡର୍ସଙ୍କ ପାଇଁ ଜଙ୍ଗଲ ଜମିକୁ ରାତାରାତି...
ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା: ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
କଟକ,୫।୧୧: ଓଡ଼ିଶାର ଗୌରବ ତଥା ଐତିହାସିକ କଟକ ବାଲିଯାତ୍ରା ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ମହାନଦୀ କୂଳରେ ଆୟୋଜିତ ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ନିଜେ ଉଦ୍ଘାଟନ କରିଛନ୍ତି। ଉଦ୍ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସାଂସଦ ଭର୍ତ୍ତୃହରି...
ଗାଁରେ ପଡ଼ିଛି ବାଘ ପାଦଚିହ୍ନ, ଗ୍ରାମବାସୀ ଆତଙ୍କିତ
ଆନନ୍ଦପୁର,୫ା୧୧(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ବନଖଣ୍ଡ ଅଧୀନ ଷଡ଼ଙ୍ଗୀ ଗ୍ରାମରେ ବାଘ ପାଦଚିହ୍ନ ସ୍ପଷ୍ଟ ପରେ ଭୟଭୀତ ଅବସ୍ଥାରେ ଗାଁ ଲୋକେ। ସେପଟେ ବାଘର ପାଦଚିହ୍ନ ସ୍ପଷ୍ଟ ହେବା ପରେ ତୀକ୍ଷ୍ଣ ନଜର ରଖିଛି ବନ ବିଭାଗ। ଗାଁର ଜଣେ...
ମହାଦେବଙ୍କ ଦର୍ଶନ ସାରି ଫେରୁଥିଲେ, ମହାନଦୀରେ ଓଲଟିଲା ଡଙ୍ଗା
କଟକ,୫ା୧୧: ମହାନଦୀରେ ଓଲଟିପଡ଼ିଲା ଡଙ୍ଗା। ସୌଭାଗ୍ୟବଶତଃ ସମସ୍ତ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଅମଙ୍ଗେଇକୁଦର ଯାତ୍ରୀ ମହାଦେବଙ୍କ ଦର୍ଶନ ସାରି ଫେରିବା ବେଳେ ଏହି ଦୁର୍ଘଟଣା ଘଟିଛି। କନ୍ଦରପୁର ଗାଁ ପାଖ ମହାନଦୀ ମଧ୍ୟଭାଗରେ ଥିବା ଶୈବପୀଠକୁ ବୁଧବାର କାର୍ତ୍ତିକ...
ଟ୍ରେନିଂକୁ ଯାଉଥିଲେ ଫରେଷ୍ଟର, ବାଟରେ ଚାଲିଗଲା ଜୀବନ
ନବରଙ୍ଗପୁର,୫ା୧୧(ସଦାଶିବ ପ୍ରହରାଜ): କାର୍ ଓ ପିକ୍ଅପ୍ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଫରେଷ୍ଟରଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଫରେଷ୍ଟର ଗୁରୁତର ହୋଇଛନ୍ତି। ଅନ୍ୟପଟେ ପିକ୍ଅପ୍ ଡ୍ରାଇଭର ମଧ୍ୟ ଗୁରୁତର ରହିଛନ୍ତି। ଗୁରୁତର ୩ ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ...
ସ୍ତ୍ରୀଙ୍କ ସହ ଶାଶୁ-ଶ୍ୱଶୁରଙ୍କୁ କଟୁରିରେ ଆକ୍ରମଣ କଲେ ଜ୍ୱାଇଁ, ରକ୍ତ ଜୁଡୁବୁଡୁ ଅବସ୍ଥାରେ…
ବାଙ୍କୀ,୫ା୧୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଶିଶୁଆ ଗ୍ରାମରେ ବୁଧବାର ଘଟିଛି ଏକ ଅଭାବନୀୟ ଘଟଣା କାଣ୍ଡ। ଜ୍ବାଇଁଙ୍କ ଆକ୍ରମଣରେ ଶାଶୁ-ଶ୍ୱଶୁର ଏବଂ ସ୍ତ୍ରୀ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଅନ୍ୟପକ୍ଷରେ ଜ୍ବାଇଁଙ୍କୁ ବି ପୋଲିସ ଗିରଫ...
ଭୁବନେଶ୍ୱରରେ IRC ଭିଲେଜର ନାମକରଣ ପଛର କାହାଣୀ କ’ଣ ? ୪ ଦଶନ୍ଧି ପରେ ପୁଣି…
ଭୁବନେଶ୍ୱର,୫।୧୧: ରାଜଧାନୀ ଭୁବନେଶ୍ୱରର ଏକ ପ୍ରମୁଖ ଆବାସିକ ଅଞ୍ଚଳ ଭାବେ ପରିଚିତ ଆଇଆରସି (IRC) ଭିଲେଜର ନାମକରଣ ପଛରେ ୪୦ ବର୍ଷ ପୂର୍ବରୁ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ଜାତୀୟ କାର୍ଯ୍ୟକ୍ରମର ଇତିହାସ ରହିଛି। ୧୯୮୨ ମସିହାରେ, ବର୍ତ୍ତମାନର ଆଇଆରସି ଭିଲେଜ...
Archives


