ଆଜି ୮ ଜିଲାରେ ସ୍କୁଲ ଛୁଟି ଘୋଷଣା: ପ୍ରବଳ ବର୍ଷା ସହ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ନେଇ ନିଷ୍ପତ୍ତି
ଭୁବନେଶ୍ୱର,୨୯।୭: ଆଜି ୮ ଜିଲାରେ ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି ବନ୍ଦ।ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ୮ ଜିଲାରେ ଶିକ୍ଷାନୁଷ୍ଠାନ ବନ୍ଦ । ଭଦ୍ରକ, କେନ୍ଦୁଝର, ଯାଜପୁର, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ଼,ସୋନପୁରରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷା…
ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା
ଭୁବନେଶ୍ୱର,୨୯ା୭(ସୁନିତ୍ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବା ସହ ଜନଗଣନା ପରେ ପୌର ଓ ପଞ୍ଚାୟତ ନିର୍ବାଚନ ହେବ…
ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ
ଭୁବନେଶ୍ୱର,୨୯।୭ (ସୁନିତ୍ ମିଶ୍ର):ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ କକ୍ରୋଚ୍ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍ପି ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଓଡ଼ିଶା ଫେରିଛନ୍ତି। ଧର୍ମେନ୍ଦ୍ର ବିମାନବନ୍ଦର ବାହାରକୁ ଆସିବା ବେଳକୁ ତାଙ୍କ…
ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର
ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ଏଥିସହିତ ଜ୍ୟୋତିର୍ମୟୀଙ୍କ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ଅଭିନନ୍ଦନ ଜଣାଇବା…
୩ ବରିଷ୍ଠ ଅଧିକାରୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା
କଟକ,୨୯୭(କାର୍ତ୍ତିକ ସାହୁ): ପାଠ୍ୟପୁସ୍ତକ ମୁଦ୍ରଣ ତ୍ରୁଟି ମାମଲାରେ ଆଗୁଆ ଜାମିନ ଆବେଦନ କରିଥିବା ୬ ଜଣଙ୍କ ମଧ୍ୟରୁ ହାଇକୋର୍ଟ ୩ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ଅନ୍ତରୀଣ ସୁରକ୍ଷା ପାଇଥିବା ଆବେଦନକାରୀମାନେ ହେଲେ ରାଜ୍ୟ ଶିକ୍ଷା ଗବେଷଣା ଓ ତାଲିମ…
୧ରେ ରାଜ୍ୟ କ୍ୟାବିନେଟ୍: କୃଷକ, ମହିଳାଙ୍କ ପାଇଁ…
ଭୁବନେଶ୍ୱର,୨୯ା୭(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪ଟାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ।…
ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ
ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି. ଦକ୍ଷିଣ-ପୂର୍ବ ଏବଂ ବାଲେଶ୍ୱରରୁ ୪୦ କି.ମି. ଉତ୍ତର-ପଶ୍ଚିମରେ ରହିଥିଲା। ତେବେ ବୁଧବାର ଅପରାହ୍ନ…
ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ
ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ଏହି…
ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…
ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ, ଲଗାଣ ବର୍ଷା ଯୋଗୁ ଆସନ୍ତାକାଲି ଯାଜପୁର, କେନ୍ଦୁଝର, ବରଗଡ଼,…
ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …
ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରାଯିବା ପରେ ମନ୍ତ୍ରୀ ସୁରେଶ ପୂଜାରୀ…
ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…
ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ମା’ଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା…
ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…
ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ କେଶଦୁରାପାଳ ଗାଁରେ ଏହି ଅଭାବନୀୟ ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳାଇ…

