ରାଜ୍ୟ

ମହୀପୁର-ନୂଆଗାଁ ରେଳ ଚଳାଚଳ ଶୁଭାରମ୍ଭ

ନୂଆଗାଁ,୧।୭(ଡି.ଏନ.ଏ.): ମହୀପୁରରୁ ନୂଆଗାଁକୁ ରେଳ ଚଳାଚଳ ଗୁରୁବାର ଆରମ୍ଭ ହୋଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉକ୍ତ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଭୁବନେଶ୍ୱର-ମହୀପୁର-ଭୁବନେଶ୍ୱର ସ୍ପେଶାଲ ଟ୍ରେନର ନୂଆଗାଁ ରୋଡ ପର୍ଯ୍ୟନ୍ତ ସମ୍ପ୍ରସାରଣ ଓ ନୂଆଗାଁ ଠାରୁ ପୁରୀ ପର୍ଯ୍ୟନ୍ତ...

ବିଦେଶ ଗସ୍ତରୁ ଫେରିଲେ ନବୀନ: ଆଜି ଘୋଷଯାତ୍ରାରେ ଯୋଗଦେବେ

ଭୁବନେଶ୍ୱର,୧ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଦିନିଆ ବିଦେଶ ଗସ୍ତ ଶେଷ କରି ଗୁରୁବାର ଓଡ଼ିଶା ଫେରିଛନ୍ତି। ସେ ଶୁକ୍ରବାର ପୁରୀଠାରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଦୁବାଇରୁ ନୂଆଦିଲ୍ଲୀ ଓ ସେଠାରୁ ଓଡ଼ିଶାକୁ ଫେରି ଆସିଛନ୍ତି। ଏହି...

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧ା୭(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଗୃହ ବିଭାଗର ଅତିରିକ୍ତ ସଚିବ ବିଭୂତିଭୂଷଣ ମିଶ୍ରଙ୍କୁ...

ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ ଅଫିସ,୧ା୭: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ଭୋର୍‌ ୩ଟାରେ ମଙ୍ଗଳ...

ପ୍ରସନ୍ନ ପ୍ରଧାନ ଭୁବନେଶ୍ୱର ବିମାନବନ୍ଦର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୧।୭(ବ୍ୟୁରୋ):ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ନୂତନ ନିର୍ଦ୍ଦେଶକ ହେଲେ ପ୍ରସନ୍ନ ପ୍ରଧାନ। ସେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ସେ ଦିଲ୍ଲୀର କର୍ପୋରେଟ୍‌ ମୁଖ୍ୟାଳୟରେ ଜେନେରାଲ ମ୍ୟାନେଜର(ଆଡ଼ମିନ) ଭାବେ କାର୍ଯ୍ୟରତ ଥିଲେ। ଇଞ୍ଜିନିୟରିଂ ଗ୍ରାଜୁଏଟ ପ୍ରଧାନଙ୍କ ଏୟାର...

ରାଜ୍ୟ ସରକାରଙ୍କୁ ତଥ୍ୟ ମାଗିଲେ ହାଇକୋର୍ଟ

କଟକ ଅଫିସ,୧ା୭:କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକଚଣ୍ଡି ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ଶୈଳବାଳା ମହାବିଦ୍ୟାଳୟ ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ବିରୋଧ କରି ଆଗତ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଛି। ଏହି ମାମଲରେ ଉଚ୍ଚ ଅଦାଲତ ରାଜ୍ୟ ସରକାରଙ୍କଠାରୁ ପ୍ରକଳ୍ପ...

କାଠଯୋଡ଼ି ବ୍ରିଜ୍‌ ମରାମତି ପାଇଁ ଯାତାୟାତରେ କଟକଣା

କଟକ ଅଫିସ, ୧ା୭:କଟକ କାଠଯୋଡ଼ି ମଝି ବ୍ରିଜ୍‌ର ମରାମତି କାର୍ଯ୍ୟ କରାଯିବ। ଏଥିପାଇଁ ଯାନବାହନ ଚଳାଚଳ ନିମନ୍ତେ କଟକଣା ଲାଗୁ କରାଯାଇଛି। ଏହା ଜୁଲାଇ ୧ରୁ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ୧ ମାସ ମଧ୍ୟରେ ଜାତୀୟ...

୫ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧ା୭(ବ୍ୟୁରୋ):ଉପକୂଳ ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ଆଭ୍ୟନ୍ତରୀଣ ସମେତ ଦକ୍ଷିଣ ଏବଂ...

ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ

ପୁରୀ ଅଫିସ,୧ା୭: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ଭକ୍ତିମୟ ପରିବେଶ ସାଙ୍ଗକୁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇଉଠିଛି। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହୋଇଛି। ଗୋଟି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ଶ୍ରୀ ସୁଦର୍ଶନ। ନିର୍ଦ୍ଧାରିତ...

ଆଜି ଦର୍ଶନ ଦେବେ ରଥାରୂଢ଼ ଦାରୁଦିଅଁ

ପୁରୀ ଅଫିସ,୧ା୭: ଆଷାଢ଼ ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି ଶୁକ୍ରବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ ଓ ଭକ୍ତ ସମସ୍ତେ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଭକ୍ତଙ୍କୁ ଦର୍ଶନ ଦେବା ଲାଗି ଶ୍ରୀମନ୍ଦିର ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ...

୨ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଜିଆର୍‌ଏସ୍‌

ପାଟଣା,୩୦ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ିକାପୁଡ଼ି ପଞ୍ଚାୟତର ଜିଆର୍‌ଏସ୍‌(ଗ୍ରାମ ରୋଜଗାର ସେବକ) ନିରାକର ମହାନ୍ତ ଗୁରୁବାର ରାତିରେ ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନା ଅନୁଯାୟୀ, ତୁରୁମୁଙ୍ଗା ବଜାରରେ ଜବକାର୍ଡ ରେଜିଷ୍ଟ୍ରେଶନ...

ପିକ୍‌ଅପ ଭ୍ୟାନ୍‌ ଧକ୍କାରେ ଚାଲିଗଲା ବାପ-ପୁଅଙ୍କ ଜୀବନ

ଝାରସୁଗୁଡ଼ା ଅଫିସ,୩୦।୬: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ବନ୍ଧବାହାଲ-ବେଲପାହାଡ଼ ମୁଖ୍ୟରାସ୍ତା ଯୋରାବଗା ଛକ ନିକଟରେ ଗୁରୁବାର ରାତି ୮ଟାରେ ଏକ ପିକଅପ୍‌ ଭ୍ୟାନ୍‌ ମୋପେଡ ଗାଡ଼ିକୁ ଧକ୍କା ଦେଇଥିଲା। ଫଳରେ ମୋପେଡରେ ଥିବା ବାପ-ପୁଅଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri