ପରିବେଶ ପାଇଁ ବୈଶ୍ୱିକ ସ୍ବର ପାଲଟିଥିବା ଯୋଦ୍ଧା
ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’…
ପଲ୍ସର୍ରେ ଆସିଲେ, ବ୍ଲାଙ୍କ୍ ଫାୟାରିଂ କରି କାର୍ରୁ ୮.୩୦ ଲକ୍ଷ ଲୁଟିନେଲେ
ବାଣପୁର,୧୯ା୧୧(ଦିଲୀପ କୁମାର ସ୍ବାଇଁ): ବାଣପୁର ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟାରେ ୧୬ ନମ୍ବର ଜାତୀୟ ରାଜପଥର ବାଣପୁର ଓଭରବ୍ରିଜ ନିକଟରେ ଚାଉଳ ସ’ ମିଲ୍ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ୮ଲକ୍ଷ ୩୦ହଜାର ଟଙ୍କା ଲୁଟି…
ଖୁବ୍ଶୀଘ୍ର କୋଚିଂ ସେଣ୍ଟର ପାଇଁ ଆସିବ ସ୍ବତନ୍ତ୍ର ଗାଇଡ୍ଲାଇନ୍
ଭୁବନେଶ୍ୱର,୧୯ା୧୧: ରାଜ୍ୟରେ ଥିବା ଘରୋଇ କୋଚିଂ ସେଣ୍ଟର ପରିଚାଳନା ପାଇଁ ଆସିବ ସ୍ବତନ୍ତ୍ର ଗାଇଡ୍ଲାଇନ୍ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ତେବେ ଗାଇଡ୍ଲାଇନ୍ ପ୍ରସ୍ତୁତି ନେଇ ଆସନ୍ତା ୨୦ ତାରିଖରେ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ…
ଆସୁଛି ଆଉ ଏକ ବଡ଼ ଲଘୁଚାପ
ଭୁବନେଶ୍ୱର,୧୯।୧୧: ବଙ୍ଗୋପସାଗରରେ ଆସୁଛି ଆଉ ଏକ ବଡ଼ ଲଘୁଚାପ। ୨୩ ତାରିଖ ସୁଦ୍ଧା ଲଘୁଚାପ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୧ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମେ ଘନୀଭୂତ ହୋଇ…
ଗିରଫ ହେଲେ କୋଟିପତି ଡେପୁଟି ଜେନେରାଲ ମ୍ୟାନେଜର
ଭୁବନେଶ୍ୱର,୧୯।୧୧:ଗିରଫ ହେଲେ କୋଟିପତି OPHWC ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର ସୁବାସ ଚନ୍ଦ୍ର ପଣ୍ଡା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଭୁବନେଶ୍ବରରେ ୩ ମହଲା କୋଠା, ୫ଟି ବହୁମୂଲ୍ୟ ପ୍ଲଟ ମିଳିଛି। ଏଥିସହ ୮୭୦…
ଫିଟୁଛି ବୈକୁଣ୍ଠ ଧାମର ଗୁମର: ‘ଶ୍ରୀ’ ଲେଖା ଉପରେ ମାଟି ବୋଳିଲେ ମହିଳା
ଭୁବନେଶ୍ୱର,୧୯ା୧୧: ଭରତପୁର ଥାନା ଅନ୍ତର୍ଗତ ଖଣ୍ଡଗିରି ବାରି ଅଞ୍ଚଳରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମରେ ଜଣେ ନାବାଳକଙ୍କୁ କଳ୍କୀ ଅବତାର କହି ତାଙ୍କ ପାଦ ଉପରେ ତୁଳସୀ ଥୋଇ ପୂଜା କରିବା ପ୍ରସଙ୍ଗ ଭିନ୍ନ ମୋଡ଼ ନେବାରେ ଲାଗିଛି। ଦିନ ଗଡ଼ୁଥିବାବେଳେ…
ରାଜ୍ୟ ଯୋଗାଣମନ୍ତ୍ରୀଙ୍କ ଇସ୍ତଫା ଦାବିକଲା ବିଜେଡି
ଭୁବନେଶ୍ୱର,୧୯ା୧୧(ଅନିଲ ଦାସ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକର ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ମୃତ ଘଟଣାରେ ସୋମବାର ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁସଂଖ୍ୟା ୩ରେ ପହଞ୍ଚିବା ପରେ ବିରୋଧୀ ବିଜେଡି ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛି। ସୋମବାର…
ଅଧିକାରୀଙ୍କୁ ରୋକଠୋକ୍ ଶୁଣାଇଦେେଲେ ସୋଫିଆ ଫିର୍ଦ୍ଦୋସ୍: କାମ କରିବାର ଇଚ୍ଛା ନ ଥିଲେ କଟକ ଛାଡ଼…
କଟକ,୧୯ା୧୧(ଶିଳ୍ପା ପ୍ରିୟଦର୍ଶିନୀ):ବାଲିଯାତ୍ରାରେ ଲିଚୁଲାଇଟ୍ ଧରିପକାଇବାରୁ ଜଗତ୍ସିଂହପୁର ଅଞ୍ଚଳର ଛାତ୍ର ବିଶ୍ୱପ୍ରକାଶ ମନ୍ଥନଙ୍କ ମୃତ୍ୟୁ ଘଟିଛି। ଏସ୍ସିବି ମେଡିକାଲରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ବାରବାଟୀ-କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋସ୍ ମେଡିକାଲରେ ପହଞ୍ଚତ୍ ମୃତ ବିଶ୍ୱପ୍ରକାଶଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି। ସୋଫିଆ କହିଛନ୍ତି,…
ଉପଜିଲାପାଳ ଗିରଫ: ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ବାନ୍ଧିଲା ଭିଜିଲାନ୍ସ
ଭୁବନେଶ୍ୱର,୧୯ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକ ଶେଷରେ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କୁ ଭିଜିଲାନ୍ସ ଗିରଫ କରିଛି। ସୋମବାର ନାରାୟଣଙ୍କ ବିଭିନ୍ନ ଜାଗାରେ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ତାଙ୍କ ୩ଟି…
ଓଡ଼ିଶା ଆସିବେ ମୋଦି-ଶାହା: ଜାଣନ୍ତୁ କାହିଁକି
ଭୁବନେଶ୍ବର,୧୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଉଭୟ ଡିଜିପି ସମ୍ମିଳନୀରେ ଯୋଗ ଦେବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ନଭେମ୍ବର ୨୯ରୁ ପ୍ରଥମ ଥର ପାଇଁ ଭୁବନେଶ୍ବରରେ ଡିଜିପି ସମ୍ମିଳନୀ ଅନୁଷ୍ଠିତ…
ପ୍ରବାସୀଙ୍କ ପାଇଁ ଖୁସିଖବର: କାନାଡାରେ ପଢାହେବ ଓଡ଼ିଆ
ଭୁବନେଶ୍ୱର,୧୯ା୧୧(ଅନୁରାଧା ମହାରଣା):କାନାଡ଼ାରେ ଓଡ଼ିଆ ଭାଷାରେ ପାଠପଢ଼ିବେ ପ୍ରବାସୀଙ୍କ ପିଲା। ଟରୋଣ୍ଟୋ ଡିଷ୍ଟ୍ରିକ୍ଟ ସ୍କୁଲ ବୋର୍ଡ ପକ୍ଷରୁ ଓଡ଼ିଆ ଶିକ୍ଷା ପ୍ରଚଳନ ପାଇଁ ଅନୁମତି ମିଳିବା ପରେ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ପୂର୍ବରୁ ହିନ୍ଦୀ ଭଳି କେତେକ ଭାରତୀୟ…
Archives


