ରାଜ୍ୟ

୧୬୦୦ କୋଟିର ମେଗା ପ୍ରକଳ୍ପ ସମୀକ୍ଷା କଲେ ସିଡିଓ: ଏଯାଏ ହୋଇନାହିଁ ପାଣି ଉଠାଇବା ସ୍ଥାନ ଚହ୍ନଟ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ଅଧୀନରେ ପ୍ରାୟ ୧୬୦୦ କୋଟି ଟଙ୍କା ବ୍ୟୟରେ ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ନୟାଗଡ଼ ଜିଲା ଗଣିଆ ନିକଟସ୍ଥ ମହାନଦୀରୁ ପାଣିଆଣି ଗଞ୍ଜାମ ଜିଲାର…

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ ହୋଇଛି। ସେମାନଙ୍କୁ ଭୟଭୀତ କରି ତାଙ୍କ ଘର ଭାଙ୍ଗି ଦେଇଥିବା ସେମାନେ ଅଭିଯୋଗ କରିଛନ୍ତି।…

ନବୀନଙ୍କୁ ପରାମର୍ଶ: ନିର୍ଦ୍ଦିଷ୍ଟ ବରିଷ୍ଠ ନେତାଙ୍କୁ ଜାଣିକି ଦଳରୁ ଦୂରାଅନି

ଭୁବନେଶ୍ୱର, ୨୨ା୪(ସୁନିତ୍‌ ମିଶ୍ର): ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକ ୯ମ ଥର ଲାଗି ଦାୟିତ୍ୱ ନେବା ପରେ ଦଳର ରାଜ୍ୟ କମିଟିଗୁଡ଼ିକର ରୂପରେଖ କିପରି ହେବ ତାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। କିଛିଦିନ ହେବ ନବୀନଙ୍କୁ ଦଳର ଅନେକ…

ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ…

କଟକରେ ଭୟଙ୍କର ଦୁର୍ଘଟଣା: ପିସିଆର୍‌ ଭ୍ୟାନ୍‌କୁ ଚାପିଦେଲା ହାଇଓ୍ବା, ଚାଲିଗଲା ୨ ପୋଲିସ କର୍ମଚାରୀଙ୍କ ଜୀବନ

କଟକ ସଦର,୨୨।୪(ସୁଶାନ୍ତ କୁମାର ଜେନା): କଟକ-ପରାଦୀପ ରାସ୍ତାର ଗତିରାଉତପାଟଣାରେ ମଙ୍ଗଳବାର ଭୋର୍‌ ସମୟରେ ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍‌ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ହାଇଓ୍ବା ଓଲଟି…

କଲେଜରେ ଭଉଣୀଙ୍କୁ ଛାଡ଼ି ଫେରୁଥିଲେ: ବାଇକ୍‌ ସହ ଧକ୍କା ପରେ ଚାପିଦେଲା ହାଇଓ୍ବା, ଯୁବକ ମୃତ…

ତିହିଡି଼,୨୨।୪(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାସ୍ତାର ବିନ୍ଧାବଜାରଠାରୁ କିଛି ଦୂରରେ ମଙ୍ଗଳବାର ସକାଳ ସାଢେ ୮ଟା ସମୟରେ ଏକ ହାଇୱା ତଳେ ଚାପିହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ହେଲେ ଉତ୍ତମ କୁମାର ଶଙ୍ଖୁଆ (୨୪) ଏବଂ ତାଙ୍କ ଘର…

ପୋପ୍‌ ଫ୍ରାନ୍ସିସ୍‌ଙ୍କ ବିୟୋଗ: ରାଜ୍ୟ ପାଳିବ ୩ ଦିନିଆ ଶୋକ

ଭୁବନେଶ୍ୱର,୨୨।୪: ରୋମାନ କାଥୋଲିକ୍‌ ଚର୍ଚ୍ଚର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ଙ୍କର ବିୟୋଗରେ ରାଜ୍ୟ ୩ ଦିନିଆ ଶୋକ ପାଳିବ। ଏପ୍ରିଲ ୨୨ (ମଙ୍ଗଳବାର) ଏବଂ ଏପ୍ରିଲ ୨୩ (ବୁଧବାର) ରାଜ୍ୟ ସରକାର ଶୋକ ଦିବସ ପାଳନ କରିବେ। ସେହିଭଳି ଶେଷକୃତ୍ୟ ଦିନ…

କିଏ ସେ ୫ ନେତା ଯିଏକି ବିଜେଡିକୁ ବୁଡାଇଦେବେ? ଅମରେଶଙ୍କ ବୟାନକୁ ନେଇ ରାଜନୀତିରେ ହଲଚଲ

ଭୁବନେଶ୍ୱର.୨୨।୪: ଥମିବାର ନାଁ ନେଉନାହିଁ ବିଜେଡି କନ୍ଦଳ। ଏବେ ବିଜେଡି କଳିକୁ ନେଇ ବରିଷ୍ଠ ନେତା ଅମରେଶ ଜେନା ବିସ୍ଫୋରକ ବୟାନ ଦେଇଛନ୍ତି। ଦଳର ୪ ରୁ ୫ ଜଣ ନେତା ଦଳକୁ ବୁଡ଼ାଇଦେବେ ବୋଲି ସେ କହିଛନ୍ତି। ଅମରେଶ କହିଛନ୍ତି,…

ଘରୋଇ ଆବାସିକ କଲେଜରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ଶୋଇଥିବା ଅବସ୍ଥାରେ…

କେନ୍ଦୁଝର,୨୨।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ମାଇନିଂ ରୋଡ ସ୍ଥିତ ଗାୟତ୍ରୀ କଲେଜରେ ପଢୁଥିବା ଜଣେ ଛାତ୍ରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ରଙ୍କ ଘର ପାଟଣା ଥାନା ଟାଙ୍ଗରପଡା ଗ୍ରାମରେ ଏବଂ ସେ ଜଗବନ୍ଧୁ ମହାନ୍ତଙ୍କ ପୁଅ ଜଳଧର…

ଗୁଣି ଗାରେଡ଼ି ସନ୍ଦେହ: ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ଅଟକାଇବାକୁ ଯାଇ IIC ଆହତ

ରାୟଗଡ଼ା/ପଦ୍ମପୁର,୨୨।୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର)- ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହରେ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ପଦ୍ମପୁର ତେଲି ସାହିର ଭୈରବ ସାହୁ(୫୦)। ତେବେ ସୋମବାର…

ମିଶନ ଶକ୍ତି ପୁନର୍ଗଠନ ନିଷ୍ପତ୍ତି ଉପରେ ଲାଗିଲା ଅଙ୍କୁଶ

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନଶକ୍ତି ପୁନର୍ଗଠନ ନେଇ ନିଆଯାଇଥିବା ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ଅଙ୍କୁଶ ଲାଗିଛି। ଚଳିତମାସ ୧୭ରେ ଏ ସଂକ୍ରାନ୍ତୀୟ ଏକ ଆବେଦନର ବିଚାରକରି ହାଇକୋର୍ଟ ବିଚାରପତି ଶଶିକାନ୍ତ ମିଶ୍ର ରାଜ୍ୟ ସରକାରଙ୍କ ମିଶନ ଶକ୍ତି ପୁନର୍ଗଠନ…

କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍‌

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି ମୋହ ଛାଡୁ ନାହିଁ। ଏପରିକି ବଦଳି ଆଦେଶକୁ ମଧ୍ୟ କିଛି କର୍ମଚାରୀ ଖାତିର୍‌ କରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?