ରାଜ୍ୟ

ଆଜି ୫ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୧ା୪(ଅଜିତ କୁମାର ମହାନ୍ତି): ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ ଏହି…

୭-ଦଫା ଦାବି କରି ଗଣ ଇସ୍ତଫା ଦେବାକୁ ଧମକ ଦେଲେ ଓଡ଼ିଶା ଡାକ୍ତର ସଂଘ

ଭୁବନେଶ୍ୱର, ୨୦।୪: ଓଡ଼ିଶା ମେଡିକାଲ ଆସୋସିଏସନ (ଓଏମଏସଏ) ରାଜ୍ୟ ସରକାରଙ୍କୁ ଏକ ମାସ ମଧ୍ୟରେ ସାତ-ଦଫା ଦାବିପତ୍ର ପୂରଣ ନକଲେ କାର୍ଯ୍ୟ ବର୍ଜନ ଏବଂ ଗଣ ଇସ୍ତଫା ଦେବାକୁ ଧମକ ଦେଇଛି। ଓଏମଏସଏ ରବିବାର ରାଜଧାନୀରେ ଏହାର ସାଧାରଣ ସଭା ଅନୁଷ୍ଠିତ…

୪୩.୫° ସହ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର, ୪୦ ଟପିଲା ୧୧ସହର ରେ ତାପମାତ୍ରା

ଭୁବନେଶ୍ୱର,୨୦ା୪: କିଛିଦିନ ବ୍ୟବଧାନ ପରେ ରାଜ୍ୟକୁ ଫେରିଛି ତାତି। ୪୦ ଡ଼ିଗ୍ରୀ ଉପରେ ୧୧ ସହରର ତାପମାତ୍ରା। ୪୩.୫ ଡିଗ୍ରୀ ସହ ଝାରସୁଗୁଡା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଏହା ପଛକୁ ବଲାଙ୍ଗିର ୪୨.୪, ଟିଟିଲାଗଡ଼ ୪୨, ସମ୍ବଲପୁର ୪୧.୯,…

Top 5 Tech Startups in Odisha: ଓଡ଼ିଶାର ଟପ୍-୫ ଟେକ୍ ଷ୍ଟାର୍ଟଅପ୍

ଓଡ଼ିଶା ଏକ ଉଦୀୟମାନ ଟେକ୍ ଷ୍ଟାର୍ଟଅପ୍ ହବ୍ ଭାବେ ପରିଚିତ ହେଉଛି, ଯେଉଁଠାରେ ଅନେକ ନୂତନ ଉଦ୍ୟୋଗ ନୂତନତ୍ୱ ଓ ସ୍ଥାନୀୟ ଆବଶ୍ୟକତାକୁ ଦୃଷ୍ଟିରେ ରଖି କାର୍ଯ୍ୟ କରୁଛନ୍ତି। ରାଜ୍ୟ ସରକାରଙ୍କ ଷ୍ଟାର୍ଟଅପ୍ ଓଡ଼ିଶା ନୀତି ଓ ଭିତ୍ତିଭୂମି ପ୍ରଦାନ କରିବା…

୯ ଦଫା ଦାବି ନେଇ ଏସ୍‌ପିଙ୍କୁ ଦାବିପତ୍ର ପ୍ରଦାନ କଲା ସିଟିଜେନ୍‌ ଫୋରମ୍‌

କେସିଙ୍ଗା,୨୦ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ସିଟିଜେନ ଫୋରମ୍‌ର ସଭାପତି ଡ. ହେମସାଗର ସାହାଙ୍କ ନେତୃତ୍ୱରେ କେସିଙ୍ଗାସହରସ୍ଥିତ ବିଦ୍ୟାପୀଠର ସଭାଗୃହରେ ଏକ ସାଧାରଣ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲା ଆରକ୍ଷୀ ଅଧୀକ୍ଷକ ନାଗରାଜ…

ନରସିଂହଙ୍କ ଘରେ ଧର୍ମେନ୍ଦ୍ର, ନୂଆ ସମୀକରଣ ନେଇ ରାଜନୈତିକ ମହଲରେ ଜୋର୍‌ଦାର୍‌ ଚର୍ଚ୍ଚା

ବଲାଙ୍ଗୀର,୨୦ା୪: କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ଘରେ ଅତିଥି ବା କୁଣିଆ ସାଜିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନରସିଂହଙ୍କ ପୁଅ ସମରେନ୍ଦ୍ରଙ୍କ କୃଷିଭିତ୍ତିକ ଅନୁଷ୍ଠାନର ଉଦଘାଟ୍‌ନୀ ଉତ୍ସବରେ ଧର୍ମେନ୍ଦ୍ର ସାମିଲ ହୋଇଛନ୍ତି। ତେବେ ନରସିଂହଙ୍କ ଦୁଇ ପୁଅଙ୍କ ସହ ଧର୍ମେନ୍ଦ୍ରଙ୍କ ବୈଠକ…

ଟ୍ୱିନ୍ ସିଟି ମୁହାଁ କାଳବୈଶାଖୀ: ପ୍ରବଳ ବର୍ଷା, ପବନ ସହିତ ବିଜୁଳି ଘଡଘଡି ସମ୍ଭାବନା

ଭୁବନେଶ୍ୱର,୨୦।୪: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଲାଗି ରହିଛି। ରବିବାର ଅପରାହ୍ଣରେ ରାଜଧାନୀ ଭୁବନେଶ୍ୱର ସମେତ କଟକରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ଭୁବନେଶ୍ୱରରେ ଶନିବାର…

ନିଜକୁ ନିଜେ ଗୁଳି କରି ଫସିଲେ ଜେଲ୍‌ ଫେରନ୍ତା

ଭୁବନେଶ୍ୱର,୨୦ା୪: ଭୁବନେଶ୍ବର ବାଲିପାଟଣା ଗୁଳିକାଣ୍ଡ ଘଟଣାରେ ନୂଆ ଟ୍ବିଷ୍ଟ। ଜେଲ୍‌ ଫେରନ୍ତା ନିଜକୁ ନିଜେ ଗୁଳି କରି ଶେଷରେ ଫସି ଯାଇଛନ୍ତି। ସୂଚନାଯୋଗ୍ୟ, ୨୦୨୪ରେ ଏକ ବଳାତ୍କାର ମାମଲାରେ ଜେଲ୍‌ ଯାଇ ଫେରିଥିଲେ ଅଭିଯୁକ୍ତ। ତେବେ ବଳାତ୍କାର ପୀଡ଼ିତାଙ୍କ ପରିବାରକୁ ଫସାଇବା…

ରତ୍ନଭଣ୍ଡାରକୁ ନେଇ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ମରାମତି ହୋଇ ନ ଥିଲେ…

ଭୁବନେଶ୍ୱର,୨୦ା୪: ରତ୍ନଭଣ୍ଡାର ମରାମତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଠିକ୍‌ ସମୟରେ ମରାମତି ହୋଇ ନ ଥିଲେ ଏହା ଭୁଶୁଡ଼ି ପଡ଼ିଥାନ୍ତା। ଏବେ ଯେଉଁ ମରାମତି ହୋଇଛଇ ତାହା ଆସନ୍ତା ୧୦୦…

ଦୁଇ ଚୋରି ମାମଲାରେ ଅଭିଯୁକ୍ତଙ୍କୁ ଜେଲ୍‌ ଦଣ୍ଡାଦେଶ

ପାରଳାଖେମୁଣ୍ଡି,୨୦ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଆର୍‌. ଉଦୟଗିରି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ତରୁଣ କୁମାର ସେଠୀ ପୃଥକ୍‌ ଦୁଇଟି ଚୋରି ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣକୁ ଆଧାର କରି ସେ ଏହି ଦୁଇଟି ମାମଲାର…

୨ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧି ସିଗାରେଟ୍‌ ଚେଙ୍କ ସହ ପରିସ୍ରା ପିଆଇଲେ ଦୁର୍ବୃତ୍ତ

ବଳଙ୍ଗା,୨୦ା୪: ପୁରୀ ଜିଲା ବଳଙ୍ଗା ଥାନା କୋଟକୋସାଙ୍ଗରେ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଦୁଇ ନାବାଳକଙ୍କୁ ଦିଆଯାଇଥିବା ନିର୍ଯାତନା ସୀମା ଟପିଛି। ଦୁର୍ବୃତ୍ତମାନେ ଦୁଇ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧିବା ସହ ସିଗାରେଟ ଚେଙ୍କ ଦେଇଛନ୍ତି। ଏତିକିରେ ବି ମନ…

ବିବାହିତା ମହିଳାଙ୍କୁ ପ୍ରେମ ପରେ ପ୍ରତାରଣା: କଲେଜ ଅଧ୍ୟକ୍ଷଙ୍କୁ ବାନ୍ଧିଲା ପୋଲିସ

କୁଚିଣ୍ଡା,୨୦ା୪(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖି ଶେଷରେ ତାଙ୍କୁ ପ୍ରତାରଣା କରିବା ଅଭିଯୋଗରେ କୁଚିଣ୍ଡା ପୋଲିସ ଶନିବାର କୁଚିଣ୍ଡା ବ୍ଲକ କଲ୍ଲେହିପାଲି ଯୁକ୍ତଦୁଇ କଲେଜ ଅଧ୍ୟକ୍ଷଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?