ରାଜ୍ୟ

ବିଷାକ୍ତ ଦୟା ନଦୀ ପାଣି: ଚାରି ଜଣଙ୍କ ମୃତ୍ୟୁ ପରେ ବ୍ୟବହାର ନ କରିବାକୁ ଲୋକଙ୍କୁ ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୦।୧: ପୁରୀ ଜିଲାର ସ୍ୱାସ୍ଥ୍ୟ ବିଭାଗ ସୋମବାର ଦୟା ନଦୀର ପାଣି ସମ୍ପୂର୍ଣ୍ଣ ପ୍ରଦୂଷିତ ବୋଲି ନିଶ୍ଚିତ କରିଛି ଏବଂ ସ୍ଥାନୀୟ ଲୋକଙ୍କୁ ଏହାକୁ ବ୍ୟବହାର ନ କରିବାକୁ ପରାମର୍ଶ ଦେଇଛି। ଗତ 15 ଦିନରେ ଜିଲାର କଣାସ ବ୍ଲକର ଗୋପୀନାଥପୁର…

ଓଡ଼ିଶାରେ ‘ମୂଲ୍ୟ ବୃଦ୍ଧି, ବେକାରୀ’ ବିରୋଧରେ ଯୁବ କଂଗ୍ରେସ ପ୍ରତିବାଦ କରିଛି

ଭୁବନେଶ୍ୱର,୨୦ା୧: ରାଜ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ମୂଲ୍ୟ ବୃଦ୍ଧି ଏବଂ ବେକାରୀ ବୃଦ୍ଧି ଅଭିଯୋଗ କରି, ସୋମବାର ଓଡ଼ିଶା ପ୍ରଦେଶ କଂଗ୍ରେସର ଯୁବ ଶାଖା ଭୁବନେଶ୍ୱରର ଲୋୟର ପିଏମଜିରେ ଏକ ପ୍ରତିବାଦ ପ୍ରଦର୍ଶନ କରିଥିଲା। ଶହ ଶହ ଯୁବ କଂଗ୍ରେସ କର୍ମୀ ଉତ୍ତେଜିତ…

ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଲା ଫୁଲବାଣୀ, ଏତିକି ତଳେ ତାପମାତ୍ରା

ଭୁବନେଶ୍ୱର,୨୦।୧: ରାଜ୍ୟରେ ୨୨ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୪ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯିବା ସହ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, କନ୍ଧମାଳ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଅନ୍ୟପକ୍ଷେ ରାଜ୍ୟରେ…

କାହିଁକି ବିଜୁ ପକ୍କା ଘର ପେଷ୍ଟ ଉଠିବ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୨୦।୧: ବିଜୁ ପକ୍କା ଘର ପେଷ୍ଟ ଉଠିବ କହିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ। ବିଜୁ ପକ୍କା ଘର ଛାପା କାଢ଼ିବାକୁ ଲୋକେ କହୁଛନ୍ତି। ପୂର୍ବ ସରକାର ମାତ୍ର ୩ ଲକ୍ଷ ୧୨ ହଜାର ଘର ଦେଇଥିଲେ। କେବଳ ବିଜୁ ପକ୍କାଘର…

ଏପଟେ ଡଲ୍‌ଫିନ୍‌ ଗଣନା, ସେପଟେ ଚିଲିକାରେ ବିପଦପୂର୍ଣ୍ଣ ଯାତ୍ରା

କୃଷ୍ଣପ୍ରସାଦ,୨୦ା୧(କୈଳାସ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା ଚିଲିକାରେ ଆରମ୍ଭ ହୋଇଛି ଡଲ୍‌ଫିନ୍‌ ଗଣତି। ତାଲିମ ପରେ ସୋମବାର ଭୋର୍‌ରୁ ଗଣତି ଆରମ୍ଭ ହୋଇଛି। ଗଣତି ବେଳେ ଚିଲିକାରେ ଲଞ୍ଚ୍‌, ବୋଟ୍‌ ଆଦି ସମସ୍ତ ଯାତାୟାତ କରୁଥିବା ଯାନବାହନକୁ…

ଏହି ଦିନଠାରୁ କମିବ ଶୀତ: ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୦।୧: ରାଜ୍ୟରେ ୨୨ ତାରିଖ ଯାଏ ଘନ କୁହୁଡ଼ି ନେଇ ୪ ଜିଲାକୁ ୟେଲୋ ଓ୍ବାର୍ନିଂ କରାଯାଇଛି। ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, କନ୍ଧମାଳକୁ ୟେଲୋ ଓ୍ବାର୍ନିଂ  କରାଯାଇଛି। ମଙ୍ଗଳବାରଠାରୁ ଶୀତ କମିବ, ରାତିରେ ତାପମାତ୍ରା ବଢ଼ିବ। ପଶ୍ଚିମା ଝଡ଼ ପ୍ରଭାବରେ ଶୀତ…

ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବରଗଡ଼,୨୦ା୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡ଼ିତା ଏବେ ମଧ୍ୟ ଭୀମସାର୍‌, ବୁର୍ଲାରେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାରେ ସୋମବାର ବରଗଡ଼ ଟାଉନ…

‘ଖଣିଜ ସମ୍ପଦରେ ଭରପୂର ରାଜ୍ୟ, ବାସ୍ତବରେ ଓଡ଼ିଶା ରତ୍ନଗର୍ଭା’

ଭୁବନେଶ୍ୱର,୨୦ା୧: ଶନିବାର କୋଣାର୍କରେ ଆୟୋଜିତ ହୋଇଛି ଖଣିମନ୍ତ୍ରୀ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଖଣିଜ ସମ୍ପଦରେ ଆମ ରାଜ୍ୟ ଭରପୂର। ବାସ୍ତବରେ ଓଡ଼ିଶା ରତ୍ନଗର୍ଭା ବୋଲି କହିଛନ୍ତି। କେବଳ କେନ୍ଦୁଝର ନୁହେଁ, ଅନ୍ୟ ଅଞ୍ଚଳରେ ବି…

ନିଲମ୍ବନ ଉଠାଇଲେ ନବୀନ, ଦଳକୁ ଫେରିଲେ ଟାଣୁଆ ନେତା

ଭୁବନେଶ୍ୱର,୨୦।୧: ଘର ସଜାଡୁଛି ବିଜେଡି। ଏନେଇ ଆକ୍ସନ ମୋଡରେ ଆସିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯେଉଁମାନେ ଦଳ ଛାଡି ଯାଇଥିଲେ କିମ୍ବା ତାଙ୍କୁ ବହିଷ୍କାର କରାଯାଇଥିଲା ସେମାନଙ୍କୁ ପୁଣି ଯୋଗାଯୋଗ କରାଯାଉଛି। ସଂଗଠନକୁ ସୁଦୃଢ କରିବାକୁ ସୁପ୍ରିମୋ ଅଣ୍ଟା ଭିଡିଛନ୍ତି।…

ନବଦାସଙ୍କ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୨୦।୧: ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ ଦିଆଯାଇଛି। ତଦନ୍ତ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ରିପୋର୍ଟ ତଲବ ହୋଇଛି। ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶ ପାଉଥିବା ଖବର ନେଇ ରିପୋର୍ଟ ମଗାଯାଇଛି। କାହିଁକି ଏସବୁ ଚର୍ଚ୍ଚା…

୨୪ରୁ ପ୍ରଧାନମନ୍ତୀ ଆବାସ ସର୍ଭେ: ବାପାଠୁ ଭିନ୍ନ ହୋଇଥିବା ପୁଅ, ସ୍ବାମୀଠୁ ଅଲଗା ଥିବା ସ୍ତ୍ରୀ ସମସ୍ତଙ୍କୁ…

ଭୁବନେଶ୍ୱର,୨୦।୧: ରାଜ୍ୟରେ ୨୪ ତାରିଖରୁ ପ୍ରଧାନମନ୍ତୀ ଆବାସ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ। ସର୍ଭେ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି। ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ ହିତାଧିକାରୀ ଆବେଦନ କରିପାରିବେ। ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ ରାଜ୍ୟ…

ଖଣିମନ୍ତ୍ରୀ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧:  ଓଡ଼ିଶା ସରକାରଙ୍କ ସହଯୋଗରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ତରଫରୁ ଖଣି ମନ୍ତ୍ରୀ ସମ୍ମିଳନୀ ସମ୍ମିଳନୀର ତୃତୀୟ ସଂସ୍କରଣ କୋଣାର୍କରେ ଆୟୋଜିତ ହେଉଛି। କୋଣାର୍କ ଇକୋ ରିଟ୍ରିଟ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।  ଏହି ସମ୍ମିଳନୀ ୨ ଦିନ ଧରି କୋଣାର୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri