ରାଜ୍ୟ

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି ଜଣେ ୩ ବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମୃତ ଶିଶୁଜଣକ ସ୍ଥାନୀୟ ଅଞ୍ଚଳର…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଦ୍ୱାରା ବରଗଡ଼ ଜିଲା ପାଇଁ ପ୍ରବଳରୁ…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଘଣ୍ଟାକୁ ଘଣ୍ଟା ଜଳସ୍ତର ବଢ଼ୁଥିବାରୁ ପ୍ରାୟ ୯ଟି…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଜିଲାପାଳଙ୍କ ନିର୍ଦ୍ଦେଶନାମା ଅନୁଯାୟୀ,…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ ୫ ଫୁଟର ବନ୍ୟା ପାଣି ପ୍ରବାହିତ ହେଉଛି। ଫଳରେ ପାଲଲହଡ଼ା-ତେଲକୋଇ ରାସ୍ତାରେ ଯାତାୟାତ…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର ଟାଙ୍ଗିଆ ବେଣ୍ଟ ମାଡ଼ରେ ବାପା ଧନେଶ୍ୱର ଭୋଇ(୬୫)ଙ୍କ ମୃତ୍ୟୁ ଘଟିଛି। କୁଚିଣ୍ଡା ପୋଲିସ…

ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା , ବୈତରଣୀରେ ବଡ଼ ବନ୍ୟା: ପ୍ରଭାବିତ ହେବ ଏ ସବୁ ଅଞ୍ଚଳ, ସୂଚନା ଦେଲେ…

ଭୁବନେଶ୍ୱର, ୨୮।୭: ଉତ୍ତର ଓଡ଼ିଶାରେ ଗତ ୨୪ ଘଣ୍ଟାରେ ବାଦଲ ଫଟା ବର୍ଷା ହୋଇଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା।…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା ଲକ୍ଷ୍ୟ ରଖାଯାଇଛି । ଏହି ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ପ୍ରତ୍ୟେକ ବ୍ଳକ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ ହୋଇଛି । ଉପଖଣ୍ଡର ଗୁରୁଣ୍ଡିଆ ରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି…

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଲେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି । ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ ୧୧ଟାରେ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ ଠାରେ ନଦୀର ସତର୍କ ସଙ୍କେତ ୬ ମିଟର ଓ ବିପଦ ସଂକେତ ୬.୫…

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା: ଏହିଦିନଠୁ ଆବେଦନ ପ୍ରକ୍ରିୟା ଆରମ୍ଭ!

କଟକ,୨୮।୭: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ), ଓଡ଼ିଶା ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)-୨୦୨୬ର ତାରିଖ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଏସଇ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଓଏସଏସଟିଇଟି-୨୦୨୬ ପରୀକ୍ଷା ସେପ୍ଟେମ୍ବର ୩୦, ୨୦୨୬ (ବୁଧବାର)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?