ରାଜ୍ୟ

ପିଲାଙ୍କୁ ନ ବାଣ୍ଟି ଡମ୍ପିଂୟାର୍ଡରେ କିଏ ଫିଙ୍ଗିଲା ସ୍କୁଲ ଡ୍ରେସ୍‌ ଆଉ ଜୋତା? ତଦନ୍ତ ଦାବି କରି…

କୋରାପୁଟ,୧୭ା୧୧: ରାଜ୍ୟ ସରକାର ପିଲାମାନଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି। ସେମାନଙ୍କ ପାଇଁ ମଧ୍ୟାହ୍ନଭୋଜନ ବ୍ୟବସ୍ଥାଠାରୁ ଆରମ୍ଭ କରି ୟୁନିଫର୍ମ, ବ୍ୟାଗ୍‌ ଜୋତା ବି ଯୋଗାଇ ଦେଉଛନ୍ତି। ମାତ୍ର ଏହି ଡ୍ରେସ୍‌ ଓ ଜୋତା ପିଲାଙ୍କୁ…

ସଂକ୍ରାନ୍ତି ପାଇଁ ଫିକା ପଡ଼ିଥିଲା ଛାଡ଼ଖାଇ, ଆଜି ଆମିଷ ବଜାରରେ ନିଆଁ, ଦାମ୍‌ ରହିଛି…

ଭୁବନେଶ୍ୱର,୧୭ା୧୧: ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମା ହୋଇଥିବା ବେଳେ ଶନିବାର ପଡ଼ିଥିଲା ଛାଡ଼ଖାଇ। ମାତ୍ର ଏହି ଦିନ ସଂକ୍ରାନ୍ତି ପଡ଼ିଥିବାରୁ ଛାଡ଼ଖାଇ ଫିକା ପଡ଼ିଯାଇଥିଲା। ଯେଉଁଥିପାଇଁ ଲୋକେ ରବିବାର ଛାଡ଼ଖାଇ ପାଳନ କରୁଛନ୍ତି। ଏନେଇ ଆମିଷ ବଜାରରେ ନିଆଁ ଲାଗିଛି। ଅର୍ଥାତ୍‌ ଦର…

ପହିଲି ଶୀତରେ ପହିଲି ପର୍ଯ୍ୟଟକ: ଭୋଜି ପାଇଁ ଲଗାଇଲେ ଭିଡ଼, ବୁଲିଲେ କଫି ବଗିଚା

ଦାରିଙ୍ଗବାଡ଼ି,୧୭ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଯେମିତି ତାପମାତ୍ରା କମିବାରେ ଲାଗିଛି ସେହିଭଳି ଶୀତ ମଧ୍ୟ ଧୀରେ ଧୀରେ ସ୍ପର୍ଶ କରିବାରେ ଲାଗିଛି। ଏହାର ମଜା ଉଠାଇବା ପାଇଁ ରବିବାର ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ଡୁଲୁରୀ ପାଇନବଣ ସମେତ ଦାରିଙ୍ଗବାଡ଼ିର ମିଡିୟୁବାନ୍ଦା…

ଗୀତ ଅଧାରୁ ଷ୍ଟେଜ୍‌ରୁ ଓହ୍ଲାଇ ପଡ଼ିଲେ ବାଲିଯାତ୍ରା ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ଅସୀମା ପଣ୍ଡା

କଟକ,୧୭।୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରା ପଡିଆ ଗଣକବି ବୈଷ୍ଣବ ପାଣି ମଞ୍ଚରେ ସଙ୍ଗୀତ ଓ ପାରମ୍ପରିକ ନୃତ୍ୟ ପରିବେଷଣ କରାଯାଇଥିଲା। ହେଲେ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିଥିବା ଓଲିଉଡ୍‌ କଣ୍ଠଶିଳ୍ପୀ ଅସୀମା ପଣ୍ଡା ସଙ୍ଗୀତ ପରିବେଷଣ କରିବାବେଳକୁ ପୋଲିସ ପ୍ରଶାସନ କାର୍ଯ୍ୟକ୍ରମ ବନ୍ଦ…

ଚାଲି ଚାଲି ଯାଉଥିଲେ, ଯୁବକଙ୍କୁ ପିଟି ଦେଇ ଚାଲିଗଲା ଅଜଣା ଗାଡ଼ି

ବସ୍ତା,୧୭।୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅର୍ନ୍ତଗତ ୬୦ ନଂ ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅମର୍ଦ୍ଦା ରୋଡ ଅଞ୍ଚଳର କାହ୍ନୁ ପ୍ରଧାନ। ମିଳିଥିବା ସୂଚନା…

ପିକ୍‌ନିକ୍‌ ପାଇଁ ଯାଉଥିଲେ, କେନ୍ଦୁଘାଟିରେ ଓଲଟି ପଡ଼ିଲା ଟ୍ରାଭଲର୍‌; ଚାଲିଗଲା ଜଣଙ୍କର ଜୀବନ, ୧୧ ଆହତ

ଗଜପତି,୧୭।୧୧ (ଗିରିଧାରୀ ପରିଛା) – ପିକ୍‌ନିକ୍‌ ଯିବା ହେଲା କାଳ। ପୁଣି ଗଜପତି ଜିଲା ମୋହନା କେନ୍ଦୁଘାଟିରେ ରବିବାର ଦୁର୍ଘଟଣା ଘଟିଛି। ଟ୍ରାଭଲର ଭ୍ୟାନ୍‌ ଓଲଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି l ମୃତକ ହେଲେ…

ଥରାଇବ ଜାଡ, ୨୦ ଡିଗ୍ରୀ ତଳେ ୩୦ ସହର

ଭୁବନେଶ୍ୱର,୧୭ା୧୧(ଅନୁରାଧା ମହାରଣା): ଗତ ୨ଦିନ ହେବ ପାରଦ ତଳମୁହଁା ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇଛି। ଶନିବାର ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୧.୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରାଜ୍ୟର ପ୍ରାୟ ୩୦ ସ୍ଥାନରେ ପାରଦ…

ଭାରତୀୟ ବିଶ୍ୱବିଦ୍ୟାଳୟରେ ୭୧% ନାମଲେଖାରୁ ବଞ୍ଚିତ

ହାଇଦ୍ରାବାଦ/ଭୁବନେଶ୍ୱର(ବନ୍ଦନା ସେଠୀ),୧୭ା୧୧: ଦେଶର ବିଶ୍ୱବିଦ୍ୟାଳୟଗୁଡ଼ିକରେ ମାତ୍ର ୨୯% ଛାତ୍ରୀଛାତ୍ର ନାମ ଲେଖାଇପାରୁଛନ୍ତି। ଅବଶିଷ୍ଟ ୭୧% ଛାତ୍ରୀଛାତ୍ର ଭାରତୀୟ ୟୁନିଭର୍ସିଟିରେ ପାଠପଢ଼ାର ସୁଯୋଗ ପାଉନାହାନ୍ତି ବୋଲି ନୀତି ଆୟୋଗ ସିଇଓ ବିଭିଆର୍‌ ସୁବ୍ରମଣ୍ୟମ୍‌ ସୂଚନା ଦେଇଛନ୍ତି। ହାଇଦ୍ରାବାଦସ୍ଥିତ ଇଣ୍ଡିଆନ୍‌ ସ୍କୁଲ ଅଫ୍‌ ବିଜ୍‌ନେସ…

ପୁଞ୍ଜିନିବେଶକାରୀଙ୍କ ପ୍ରଥମ ପସନ୍ଦ ହେବ ଓଡ଼ିଶା: ମୋହନ

ଭୁବନେଶ୍ୱର,୧୭ା୧୧(ଅନିଲ ଦାସ): ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ ଦେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ପ୍ରତିନିଧିମଣ୍ଡଳୀ ୪ ଦିନିଆ ସିଙ୍ଗାପୁର ଗସ୍ତରେ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ବଢୁଛି ଚୋରି, ରୋଗୀଙ୍କୁ ଲୁଟୁଛନ୍ତି…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟ ପରିସରରୁ ରୋଗୀ ତଥା ରୋଗୀ ସମ୍ପର୍କୀୟଙ୍କ ବିଭିନ୍ନ ସାମଗ୍ରୀ ଚୋରି ହେଉଛି। ଫଳରେ ଏହାକୁ ନେଇ ଅସନ୍ତୋଷ ବଢୁଛି। ଶୁକ୍ରବାର ରାତିରେ ଏସ୍‌ଏନ୍‌ସିୟୁ (ଶିଶୁ) ଓ୍ବାର୍ଡରେ ଜଣେ ରୋଗୀଙ୍କ ସମ୍ପର୍କୀୟ ଶତିନ୍ଦ୍ର ମହାନ୍ତଙ୍କ…

ଦାଣ୍ଡ ମଝିରେ ଯୁବକଙ୍କୁ ଗୁଳି, କାନ୍ଧରେ ବାଜି…

ନବରଙ୍ଗପୁର/ଝରିଗାଁ,୧୬ା୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ ଅଧୀନ ବାସୁଦେବଗୁଡ଼ା ଗାଁର ଡମନା ଭତରା(୩୦)ଙ୍କୁ ସେହିଗାଁର କପୁର ଭତରା ଦେଶୀ ବନ୍ଧୁକରେ ଗୁଳି କରିଛନ୍ତି। ଡମନାଙ୍କ ଡାହାଣ କାନ୍ଧରେ ଗୁଳି ବାଜିଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ଝରିଗାଁ ଗୋଷ୍ଠୀ…

୪ ବର୍ଷ ପରେ ଆସିଲା ରାୟ: ଦୋଷୀଙ୍କୁ ମିଳିଲା ୧୦ ବର୍ଷ ଜେଲ୍‌ଦଣ୍ଡ

ରାଉରକେଲା,୧୬।୧୧(ସଙ୍ଗୀତା ଜେନା): ୨୦୨୧ ଡିସେମ୍ବର ୨୧ତାରିଖରେ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ସେକ୍ଟର-୨୧ ସ’ ମିଲ୍‌ ଛକରେ ୨ଜଣ ଯୁବତୀଙ୍କୁ ଅଶାଳୀନ ଭାଷାରେ କମେଣ୍ଟମରାକୁ ବିରୋଧ କରିବାରୁ ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଅଭିଯୁକ୍ତଙ୍କୁ ଦ୍ୱିତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri