ରାଜ୍ୟ

କାର୍ଯ୍ୟକ୍ଷମ ଅପେକ୍ଷାରେ ସହରର ଡ୍ରେନେଜ ସିଷ୍ଟମ୍‌ ପ୍ଲାନ

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ପୌରାଞ୍ଚଳ ଡ୍ରେନେଜ ସିଷ୍ଟମର ପୁନରୁଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି। ପୌରପାଳିକା ପକ୍ଷରୁ ଡ୍ରେନ ସଫେଇକୁ ଗୁରୁତ୍ୱ ଦିଆଯାଉଛି। ମାତ୍ର ଏହି ସମସ୍ୟାର ସାମାଧାନ ପାଇଁ ରାଜ୍ୟ ସରକାରଙ୍କ ସହର ଉନ୍ନୟନ ବିଭାଗ ପକ୍ଷରୁ ୨ଟି…

ସମୁଦ୍ରରୁ ମାଛଧରା ବନ୍ଦ ପରେ ପୁଟି ଦେଉଛି ରୋଜଗାର

ପାରାଦୀପ,୧୯।୪(ଶରତ ରାଉତ): ରାଜ୍ୟର ଉପକୂଳ ଓଡ଼ିଶାରେ ଏବେ ସାମୁଦ୍ରିକ ମାଛଧରା ବନ୍ଦର ଅଛି। ଏହା ମଧ୍ୟରେ ମାଛ ଗଦି କରିଥିବା ବ୍ୟବସାୟୀମାନେ ପୁଟି ବେପାର ଉପରେ ଗୁରୁତ୍ୱ ଦେଲେଣି। ଯେଉଁ ଅଳ୍ପ ପୁଟି ମିଳୁଛି ତାକୁ ଶୁଖାଇ ବିକ୍ରି ଉପରେ ଧ୍ୟାନ…

ବିଜେଡି ସଭାପତି ଭାବେ ଆଜି ନବୀନଙ୍କ ନାମ ଘୋଷଣା:ଶଙ୍ଖ ଭବନରେ ବସିବ ରାଜ୍ୟ ପରିଷଦ ବୈଠକ

ଭୁବନେଶ୍ୱର,୧୯ା୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକଙ୍କ ନାମ ଶନିବାର ବିଧିବଦ୍ଧ ଭାବେ ଘୋଷଣା କରାଯିବ। କାରଣ ଦଳରୁ ନବୀନଙ୍କ ବ୍ୟତୀତ ଆଉ କେହି ଏହିି ପଦ ଲାଗି ନାମାଙ୍କନପତ୍ର ଦାଖଲ କରିନାହାନ୍ତି। ପୂର୍ବରୁ ମଧ୍ୟ ୧୯ରେ ନବୀନ ସଭାପତି ଭାବେ…

କାଳବୈଶାଖୀ ହେଲା କାଳ: ଉପୁଡ଼ିଲା ଟେଣ୍ଟ ଖୁଣ୍ଟ, ଜୀବନ ବିକଳରେ ଦୌଡ଼ିଲେ ଦର୍ଶକ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ଦରିଆ ରାମଚଣ୍ଡୀ ମନ୍ଦିର ପୀଠରେ ଜମ୍ବୁ ଦ୍ୱୀପ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ୪ର୍ଥ ସନ୍ଧ୍ୟାର କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ହେଲେ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଥିଲା। ଭରପୂର…

ମେ’ ୭ ରୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା

ପୁରୁଷୋତ୍ତମପୁର,୧୮।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପ୍ରସିଦ୍ଧ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦ ସୁନ୍ଦରୀ ଆଦି ପଞ୍ଚ ଠାକୁରାଣୀଙ୍କ ଯାତ୍ରା ଲାଗି ଶୁକ୍ରବାର ରାତିରେ ବଡବଜାରଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଘରକୁ ଫେରି ପାରିଲେନି; ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୩ ଗୁରୁତର

ଜି.ଉଦୟଗିରି,୧୮।୪(ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରିରେ ୨ ପୃଥକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ପରିଷଦ ଅନ୍ତର୍ଗତ ବେଥଲ ସମ୍ମୁଖରେ ବାଇକ ଦୁର୍ଘଟଣାରେ ଜଣେ ମୃତ ହୋଇଥିବା ବେଳେ ଜଣେ ଗୁରୁତର ହୋଇ…

BJD: ନବୀନ ନିବାସରେ ହେଲା ଫାଇନାଲ, କାଲି ବଡ଼ ଘୋଷଣା!

ଭୁବନେଶ୍ୱର,୧୮।୪: ବିଜୁ ଜନତା ଦଳ (ବିଜେଡି) ସଂଗଠନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦଳର ଆଭ୍ୟନ୍ତରୀଣ ଗଠନ ଓ ରାଜନୈତିକ…

ଦିଗପହଣ୍ଡିରେ ରାମଚରିତ ମାନସ ପାରାୟଣ ଶୁଭାରମ୍ଭ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସିଂହଦାର ସମ୍ମୁଖରେ ଶୁକ୍ରବାର ସାରୁ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି। ଆଇନଜୀବୀ ହରପ୍ରସାଦ ରଥଙ୍କ ସଂଯୋଜନା ଏବଂ ଏନ୍‌ଏସି ନଗରପାଳ ପ୍ରଫୁଲ ପଣ୍ଡାଙ୍କ…

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଜେଲ ଗଲେ…

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରୁ ଅପହୃତ କରାଯାଇଥିବା ଜଣେ ନାବାଳିକାଙ୍କୁ ପାଟପୁର ପୋଲିସ ଭୁବନେଶ୍ୱରସ୍ଥିତ ଏକ ଘରୁ ଉଦ୍ଧାର କରିଛି। ନାବାଳିକାଙ୍କୁ ଅପହରଣ ଘଟଣାରେ ସମ୍ପୃକ୍ତ କାହ୍ନା ବାରିକଙ୍କୁ ପୋଲିସ ଗିରଫ କରି ବ୍ରହ୍ମପୁରସ୍ଥିତ ପୋକ୍ସକୋର୍ଟକୁ…

ଚାଷୀଙ୍କ ଚିନ୍ତା ବଢ଼ାଇଲାଣି ଚକଡ଼ା ରୋଗ: ଧାନ ଫସଲରେ ବ୍ୟାପିବା ଆରମ୍ଭ

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ)- ରାଜ୍ୟର ବରଗଡ଼ ଜିଲାରେ ଅଧିକ ଧାନଚାଷ ହୋଇଥାଏ। କିନ୍ତୁ ଏଠାରେ ଚାଷକୁ ନେଇ ଚାଷୀମାନେ ବହୁବିଧ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଧାନଚାଷ କରି ଅନେକ ସମୟରେ ଚାଷୀଙ୍କୁ କ୍ଷତି ମଧ୍ୟ ସହିବାକୁ ପଡୁଛି। କେତେବେଳେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ…

୧୪ ବର୍ଷ ପରେ ସ୍ବାମୀଙ୍କୁ ପାଇଲେ ବିଧବା ଭତ୍ତା ପାଉଥିବା ସ୍ତ୍ରୀ: ଗୋଆରେ ମାଛ ଧରିବା…

ବଡ଼ଗାଁ,୧୮ା୪(ଅଶୋକ ଷଡ଼ଙ୍ଗୀ): ଓଡ଼ିଆ କହିବା ଭୁଲି ଗଲେଣି। ଏଠି ସବୁକିଛି ଅଜଣା ଅଚିହ୍ନା ଭଳି ଲାଗୁଛି। ୧୪ ବର୍ଷ ପରେ ଗାଁ ମାଟିରେ ପାଦ ପଡ଼ିଲାପରେ ଏଭଳି ଅନୁଭବ କରିଥିଲେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତ ବରପାଲି…

ଶିକ୍ଷକତାରୁ ସଫଳ ଆମ୍ବ ଚାଷୀ :ବାର୍ଷିକ ରୋଜଗାର ୫ରୁ ୬ ଲକ୍ଷ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ): ବୃତ୍ତି ଶିକ୍ଷକତା ହେଲେ ନିଶା ଥିଲା ବିଭିନ୍ନ ପ୍ରକାର ଚାଷ। ଶିକ୍ଷକତାରୁ ସେ ପାଲଟିଛନ୍ତି ଜଣେ ସଫଳ ଆମ୍ବଚାଷୀ। ସେ ହେଲେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼ ଗ୍ରାମର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?