ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ଘଟଣା: ହାଇକୋର୍ଟରେ ଜନସ୍ବାର୍ଥ ମାମଲା
ଭୁବନେଶ୍ୱର,୧୮।୧: ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ଆବେଦନ କରି ହାଇକୋର୍ଟରେ ଜନସ୍ବାର୍ଥ ମାମଲା ହୋଇଛି। ଭାରତୀୟ ବିକାଶ ପରିଷଦର ଆବାହକ ସୁରେନ୍ଦ୍ର ପାଣିଗ୍ରାହୀ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରିଥିଲେ । ମମିତା ମେହେର…
ପଟ୍ଟଚିତ୍ର ଗାଁ ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି
ଭୁବନେଶ୍ୱର,୧୮।୧: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଆଜିକାଲି ଓଡ଼ିଶା ଗସ୍ତରେ ଅଛନ୍ତି। ଶନିବାର ସେ ପଟ୍ଟଚିତ୍ର ଗାଁ ଭାବେ ପରିଚିତ ରଘୁରାଜପୁରରେ ପହଞ୍ଚିଛନ୍ତି। ଥର୍ମନ ଗାଁ ବୁଲି ଥିଲେ। ଲୋକଙ୍କ ଘରେ ପଟ୍ଟଚିତ୍ର ଡେମୋ ଦେଖିବା ସହ ଆଲୋଚନା କରିଥିଲେ। ମ୍ୟୁଜିୟମ…
ପାଣ୍ଡିଆନ ସକ୍ରିୟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଜେଡି ନେତା, ରାଜନୀତି ହଲଚଲ
ଭୁବନେଶ୍ୱର,୧୮।୧:ଏବେ ବିଜେଡିକୁ ରାଜ୍ୟ ରାଜନୀତି ଜୋର ଧରିଛି। କେତେବେଳେ କାର୍ତ୍ତିକ ପାଣ୍ଡିଆନ ବିଜେଡିରେ ପୁଣି ସକ୍ରିୟ ହୋଇଥିବା ଶୁଣିବାକୁ ମିଳିଛି। ଏବେ ନବୀନ ନିବାସରେ ନବୀନ ଦରବାର ଚାଲୁନି। ଏବେ ପୁଣି ପାଣ୍ଡିଆନଙ୍କ ହୁକୁମ ଚାଲିଲାଣି। ବିଜେଡିର ସାଂଗଠନିକ କାର୍ଯ୍ୟ ସମ୍ପର୍କରେ…
ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ଜାନୁଆରୀ ଶେଷ ସୁଦ୍ଧା…
ଭୁବନେଶ୍ୱର, ୧୮ା୧(ସୁନିତ୍ ମିଶ୍ର):ଏ ମାସର ଶେଷ ସପ୍ତାହରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ମିଳିଯିବ। ହେଲେ ବଡ଼ମ୍ବନା ଏବେ ମଧ୍ୟ ୨ ଲକ୍ଷରୁ ଅଧିକ ମହିଳା ନିଜର କଓ୍ବୋଇସି ଅପ୍ଡେଟ୍ କରିନାହାନ୍ତି। ଅଜାଣତରେ ଅପ୍ଟ ଆଉଟ…
ନବ ଦାସଙ୍କ ହତ୍ୟା ଘଟଣାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ, ଗୋପାଳ ହତ୍ୟାକାରୀ ନା…
ଭୁବନେଶ୍ୱର,୧୮।୧: ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଗୋପାଳ ନବ ଦାସଙ୍କ ହତ୍ୟାକାରୀ ନା ଆଉ କିଏ ସେନେଇ ପ୍ରଶ୍ନ ଉଠିଛି। ରାଜ୍ୟ ଫରେନ୍ସିକ ଲାବ୍ରୋଟୋରୀ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ଖୁଲାସା ହୋଇଛି। ଏକାଧିକ ବନ୍ଧୁକରୁ ଗୁଳିମାଡ଼…
୨ୟ ଦିନରେ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ଚଢାଉ
ଭୁବନେଶ୍ୱର,୧୮।୧: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଆଜି ବି ଚଢାଉ କରାଯାଇଛି। ସମ୍ବଲପୁର ସ୍ଥିତ ଘର ଓ ଅଫିସ ଏବଂ ବ୍ରଜ ଦାସଙ୍କ ସମ୍ପର୍କରେ ଥିବା ୭ ଠିକାଦାରଙ୍କ ଘରେ ବି ରେଡ୍…
ବଳାତ୍କାର ମାମଲା ଶୁଣାଣି ସମୟରେ କୋର୍ଟ ପରିସରରେ ବିଷ ପିଇଲେ ନାବାଳିକା
କେନ୍ଦ୍ରାପଡ଼ା, ୧୭ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା କୋର୍ଟ ପରିସର ବାହାରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ପୋକ୍ସୋ ମାମଲାରେ ସାକ୍ଷୀ ଦେବାକୁ ମା’ବାପାଙ୍କ ସାଙ୍ଗରେ ଆସିଥିବା ନାବାଳିକା ବିଷ ପିଇ ଦେଇଥିଲେ। ଏହି ଘଟଣା ଜଣାପଡ଼ିବା…
ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍, ପୀଡ଼ିତାଙ୍କ ସହ ଥିବା ଯୁବକଜଣଙ୍କ କିଏ?
ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ୫ଦିନ ବିତି ଯାଇଥିବା ବେଳେ ଏପର୍ଯ୍ୟନ୍ତ ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇପାରି…
ନବଦାସ ହତ୍ୟାକାଣ୍ଡରେ ନୂଆ ମୋଡ, ଗୋପାଳ ନୁହେଁ ଇଏ ମାରିଥିଲେ! ରାଜ୍ୟରେ ଚହଳ
ଭୁବନେଶ୍ୱର,୧୭।୧: ନବଦାସ ହତ୍ୟା ଘଟଣାରେ ନୂଆମୋଡ। ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟାକାଣ୍ଡରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ। ଘଟଣାକୁ ନେଇ ଅଭିଯୁକ୍ତ ପୋଲିସ ଏଏସଆଇ ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ ଦେଇଛନ୍ତି ବଡ଼ ସୂଚନା। ସେ କହିଛନ୍ତି, ଏହା ଗୋଟିଏ…
ପେଙ୍ଗଢୁସି ଗାଁରେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଥୁଆମୂଳ ରାମପୁର, ୧୭।୧(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ପେଙ୍ଗଢୁସି ଗ୍ରାମରେ ଲକ୍ଷ୍ମଣ ମାଝୀ (୩୬ ବର୍ଷ) ନାମକ ଜଣେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ ଘଟିଛି। ଏନେଇ ପରିବାର ଲୋକେ ତାଙ୍କୁ ହତ୍ୟା କରାଯାଇଥିବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…
ସହରାଞ୍ଚଳ ଜମିର ହେବ ହାଇଟେକ ସର୍ଭେ: ରାଜସ୍ବ ମନ୍ତ୍ରୀ
ଛତ୍ରପୁର ୧୭।୧(ସନ୍ତୋଷ ପାଢ଼ୀ): ରାଜସ୍ୱ ବିଭାଗ ଓ ଅଦିନିଆ ବର୍ଷାରେ କ୍ଷତିର କ୍ଷତିପୂରଣ ବଣ୍ଟନ, ଧାନ କିଣା ସମ୍ବନ୍ଧୀୟ ସମସ୍ୟା ନେଇ ଗଞ୍ଜାମ ଗସ୍ତ କରି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ସମୀକ୍ଷା କରିଛନ୍ତି। ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳ…
୮ଟି ପ୍ରକଳ୍ପ ଉପରେ ସିଙ୍ଗାପୁର ସହ MOU ସ୍ବାକ୍ଷର: ଭବିଷ୍ୟତରେ ଓଡ଼ିଶାକୁ ନିବେଶ ଆସିବ
ଭୁବନେଶ୍ୱର, ୧୭।୧: ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ୍ ଶତ୍ରୁଗରତ୍ନମ୍ ଭୁବନେଶ୍ବରର ଦକ୍ଷତା କେନ୍ଦ୍ର ପରିଦର୍ଶନ କରି ସିଙ୍ଗାପୁର ଏବଂ ଓଡିଶା ରାଜ୍ୟ ମଧ୍ୟରେ ବଢୁଥିବା ଭାଗିଦାରୀରେ ଏକ ଗୁରୁତ୍ବପୂର୍ଣ ମାଇଲଖୁଣ୍ଟକୁ ଚିହ୍ନିତ କରିଛନ୍ତି। ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ…
Archives


