ରାଜ୍ୟ

ଆଜି ଝଡ଼ବର୍ଷା: ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା

ଭୁବନେଶ୍ୱର,୧୬ା୪(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷାର ପ୍ରଭାବ ରହିବ। ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଆଦି ଜିଲାକୁ…

ନାରୀ ନିର୍ଯାତନା-ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ: ଦାରିିଙ୍ଗବାଡ଼ିରେ କଂଗ୍ରେସର ମଶାଲ ଶୋଭାଯାତ୍ରା

ଦାରିଙ୍ଗବାଡି,୧୫।୪ (ଅରୁଣ ସାହୁ)- ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଓ ରନ୍ଧନ ଗ୍ୟାସର ଦରବୃଦ୍ଧି ପ୍ରତିବାଦରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା କରାଯାଇ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଦିନକୁ ଦିନ ରାଜ୍ୟରେ ମହିଳାଙ୍କୁ…

ପଞ୍ଚାୟତ ଉପ-ନିର୍ବାଚନ ପୂର୍ବରୁ ଅଗ୍ନିପରୀକ୍ଷା, କ’ଣ କରିବ ବିଜେଡି? କଂଗ୍ରେସ ପାଇଁ ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର,୧୫।୪: ଲୋକପ୍ରିୟତାର ପରୀକ୍ଷା ହେବ ଉପ ନିର୍ବାଚନ। ଛୋଟ ନିର୍ବାଚନ ହେଲେ ଦେଖେଇବ ବଡ଼ ପ୍ରଭାବ। ଆଗକୁ ରାଜ୍ୟର ପ୍ରମୁଖ ୩ଦଳ ବିଜେଡି ଭାଜପା ଓ କଂଗ୍ରେସ ପାଇଁ ବଡ଼ ଆହ୍ବାନ ହେବାକୁ ପଞ୍ଚାୟତ ଉପ ନିର୍ବାଚନ। ଉପ ନିର୍ବାଚନ ପାଇଁ…

ବଡ଼ ଖବର: ବିଜେଡି ସଭାପତିଙ୍କ ନାଁ ଘୋଷଣା

ଭୁବନେଶ୍ୱର,୧୫।୪: ବଡ଼ ଖବର। ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ୧୮ ଜିଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଗଂଠନିକ ନିର୍ବାଚନରେ ୧୮ ଜିଲାର ସଭାପତି ଚୟନ ହୋଇଛନ୍ତି। ବିଜେଡିର ସାଗଂଠନିକ ନିର୍ବାଚନରେ ୩୩ ସାଗଂଠନିକ ଜିଲାରୁ ୧୮ଟି ଜିଲା…

ଜନସଂଖ୍ୟା ବିସ୍ଫୋରଣ ଏକ ସମସ୍ୟା ଓ ଆହ୍ବାନ ଶୀର୍ଷକ ଆଲୋଚନାଚକ୍ର

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ ମଙ୍ଗଳବାର ଭାରତର ଜନସଂଖ୍ୟା ବିସ୍ଫୋରଣ ଏକ ସମସ୍ୟା ଓ ଆହ୍ବାନ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ନିହାର…

ଚାଷୀଙ୍କ ଚେତାବନୀ ସମାବେଶ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଣହୁଙ୍କାର

ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ଜୟ କିସାନ ଆନ୍ଦୋଳନ ଏବଂ ପଶ୍ଚିମ ଓଡିଶା କୃଷକ ସଂଗଠନ ସମନ୍ବୟ ସମିତିର ମିଳିତ ଆହ୍ୱାନରେ ଆଜି ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚେତାବନୀ ବିକ୍ଷୋଭ ସମାବେଶ ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ୪ଦଫା ଦାବୀ ସମ୍ମଳିତ…

ଫାଟିଲା ଗ୍ୟାସ ଟାଙ୍କି: ଜଳିଗଲା…

ପୁରୀ,୧୫।୪: ପୁରୀ ଜିଲା କୃଷ୍ଣପ୍ରସାଦ ପଣାଯାତ୍ରା ବେଳେ ଅଘଟଣ ଘଟିଛି। ପଣାଯାତ୍ରା ପଡିଆରେ ୫ ଦୋକାନ ଜଳି ଯାଇଛି। ହଠାତ୍‌ ଗ୍ୟାସ ଟାଙ୍କି ଅଗ୍ନିକାଣ୍ଡ ଘଟିଛି। ଲକ୍ଷାଧିକ ଟଙ୍କା ମୂଲ୍ୟର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବା ବେଳେ ଖବର ପାଇ ଅଗ୍ନିଶମ…

କାଳ ବୈଶାଖୀ : ୩ ଘଣ୍ଟା ପାଇଁ ଏସବୁ ଜିଲାକୁ ସତର୍କ

ଭୁବନେଶ୍ୱର,୧୫।୪: ୧୨ ଜିଲାକୁ କାଳ ବୈଶାଖୀ ନେଇ ବର୍ଷା ସତର୍କତା ଜାରି କରାଯାଇଛି। ଏସବୁ ଜିଲା ଗୁଡ଼ିକ ହେଲା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ମୟୁରଭଞ୍ଜ, କେନ୍ଦୁଝର ଗଞ୍ଜାମ, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି। କନ୍ଧମାଳ, ଅନୁଗୁଳ ଜିଲାକୁ ଆଗାମୀ ୩ ଘଣ୍ଟା…

ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ: କହିଲେ, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର.୧୫।୪: ବଲାଙ୍ଗିର ଜିଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏ ଘଟଣାରେ ସଂପୃକ୍ତ ଥିବା…

ଟୁଇନ୍‌ ସିଟିରେ କଳାହାଣ୍ଡିଆ ବର୍ଷା

ରାଜ୍ୟ,୧୫।୪: ଟୁଇନ୍‌ ସିଟିରେ କଳାହାଣ୍ଡିଆ ବର୍ଷା। କାଳବୈଶାଖୀ ରଚିଲା ତାଣ୍ଡବ। ଭୁବନେଶ୍ବର ଓ କଟକରେ ବର୍ଷା ସାଙ୍ଗକୁ ପବନ ହୋଇଛି। ସକାଳୁ ଖରା ପରେ ଅପରାହ୍ନ ନିର୍ଧୁମ ବର୍ଷା। ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ଜାରି ରହିଛି। ବିଭିନ୍ନ ଜିଲାରେ…

ଦେବୀ, ଧ୍ରୁବ ତୁ ତୁ ମେଁ ମେଁ

ଭୁବନେଶ୍ୱର,୧୫।୪: କେନ୍ଦ୍ରାପଡ଼ା ଜିଲା ବିଜେଡି ସଭାପତି ନିର୍ବାଚନକୁ ନେଇ ଦ୍ବନ୍ଦ୍ବ ସୃଷ୍ଟି ହୋଇଛି। ବିଧାୟକ ଧ୍ରୁବ ସାହୁ ଓ ଦେବୀ ମିଶ୍ରଙ୍କ ମଧ୍ୟରେ ତୁ ତୁ ମେଁ ମେଁ ଦେଖିବାକୁ ମିଳିଛି। ଶଙ୍ଖ ଭବନରେ ଉଚ୍ଚବାଚ ପରେ ପ୍ରତିକ୍ରିୟା ନ ଦେଇ…

ବିଜୁ ପ୍ରତିମୂର୍ତ୍ତି ପୋଡ଼ିବା ପରେ ତାତିଲା ବିଜେଡି : ଦେବୀ, ଅରୁଣ, ପ୍ରତାପ କହିଲେ…

ଭୁବନେଶ୍ୱର, ୧୫।୪: ପାଟଣାଗଡ଼ରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ପୋଡ଼ିବା ଘଟଣାରେ ବିଜେଡିର ବରିଷ୍ଠ ନେତା ପ୍ରେସମିଟ କରିଛନ୍ତି। ବିଜୁ ପ୍ରତିମୂର୍ତ୍ତି ପୋଡିବାକୁ ନିନ୍ଦନୀୟ ବୋଲି କହଛି ବିଜେଡି। ଏହା ଅକ୍ଷମଣୀୟ ଅପରାଧ, ତୁରନ୍ତ ଦୁର୍ବୃତ୍ତଙ୍କୁ ଗିରଫ କରାଯାଉ ବୋଲି ବିଜେଡି ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?