ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି
ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ ସହ ସମସ୍ତ ଅଙ୍ଗନବାଡ଼ି…
ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ
ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଘଟଣାର ୨୪ଘଣ୍ଟା ମଧ୍ଯରେ ସୋମବାର ରାତ୍ରରେ ଗିରଫ…
ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା
ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା ଧରି ଛିଡ଼ା ହେବାକୁ ପଡ଼ିବ ନାହିଁ। ହ୍ବାଟ୍ସଆପ୍ର ଗୋଟିଏ କ୍ଲିକ୍ରେ ଏହିଭଳି ୧୯୦…
ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ପ୍ରାୟ ୩ କିଲୋମିଟର ବେଗରେ ଧୀରେ ଧୀରେ ଉତ୍ତର ଦିଗକୁ ଗତି କରିଛି।…
ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି
ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ। ଭଦ୍ରକ, ବାଲେଶ୍ବର ସମେତ ଅନେକ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ…
ବ୍ଲେଡ୍ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…
ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍ରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କରିଛନ୍ତି ସ୍ବାମୀ। ହତ୍ୟା କରିବା ପରେ ଅଭିଯୁକ୍ତ ଘରର ବାହାର ପଟୁ…
ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା
ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି । ସରକାରୀ ପ୍ରାଥମିକ ବିଦ୍ୟାଳୟ କୌଣସି ଛୁଟି ନଥାଇ ସୋମବାର ବନ୍ଦ ରହିଥିଲା ।…
ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO
ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର ସେ ପାରଳାଖେମୁଣ୍ଡି ଏସଡିଜେଏମ୍ ଅଦାଲତରେ ଆତ୍ମସମର୍ପଣ କରିବା ପରେ ଦାଖଲ କରିଥିବା ଜାମିନ…
ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ
ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଆଣ୍ଡାମାନ ନିକୋବର ରାଜ୍ୟ ସନ୍ତରଣ ସଂଘ ଓ ଆଣ୍ଡମାନ ନିକୋବର ରାଜ୍ୟ ଅଲିମ୍ପିକ…
ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ
ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର ରାଜ୍ୟକୁ ଯାଇଥିଲେ ଛାତ୍ର । ହେଲେ ଫେରିଲାନି ତାଙ୍କ ସ୍ୱପ୍ନ, ଫେରିଲା କେବଳ…
ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…
ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି ପଡିଛି । ସୋମବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ ରେ ଏକ ଧାନ…
ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା
ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ ନେଇ ବ୍ଲକ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ସୋମବାର ଉକ୍ତ…

