ରାଜ୍ୟ

ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା

ଢେଙ୍କାନାଳ,୨୩।୧(ରତନ ନାୟାର): ଶୋଇଥିବା ବେଳେ ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା। ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି କଳାଙ୍ଗ ଗ୍ରାମରେ ଥିବା ଏକ ଫାର୍ମହାଉସରେ। ରବିବାର ଭୋରୁ ଭୋରୁ ଫାର୍ମହାଉସ ମାଲିକ ଶୋଇଥିବା ବେଳେ…

ଏନ୍‌ଇପିର ଭାଷା ନୀତିକୁ ନେଇ ବିବାଦ

କେନ୍ଦ୍ର ସରକାରଙ୍କ ଜାତୀୟ ଶିକ୍ଷା ନୀତି(ଏନ୍‌ଇପି)-୨୦୨୦ରେ ବିଦ୍ୟାଳୟଗୁଡ଼ିକରେ ୩ ଭାଷା ନୀତି ଉପରେ ଗୁରୁତ୍ୱ ଦିଆଯାଇଛି। ପ୍ରତ୍ୟେକ ରାଜ୍ୟରେ ମାତୃଭାଷା କିମ୍ବା ଆଞ୍ଚଳିକ ଭାଷାକୁ ପ୍ରଥମ ଭାଷା ଭାବେ ପରିଗଣିତ କରାଯାଉଥିବାବେଳେ ୨ୟ ଭାଷା ଭାବେ ହିନ୍ଦୀଭାଷୀ ରାଜ୍ୟରେ ଇଂଲିଶ କିମ୍ବା…

KIIT ଜମି….,ଜବରଦଖଲ ଜମିକୁ ଅବରୋଧମୁକ୍ତ କରିବାକୁ ସ୍ପେଶାଲ ଡ୍ରାଇଭ ହେବ: ମନ୍ତ୍ରୀ ହରିଚନ୍ଦନ

ଭୁବନେଶ୍ୱର,୨୩ା୨(ସୁନିତ୍‌ ମିଶ୍ର): କିଟ୍‌ରେ ନେପାଳ ଛାତ୍ରୀଙ୍କ ମୃତ୍ୟୁ ଘଟଣା ପରେ କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନେକ ଜମି ଦୁର୍ନୀତି କରାଯାଇଥିବା ଅଭିଯୋଗ ମଧ୍ୟ ଉଠିଛି। ଏହି ଘଟଣାରେ ଶନିବାର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଯେଉଁଠି ସବୁ…

ଚତୁର୍ଥୀ ଦିନ ନବବଧୂ ଧରିଲେ ପ୍ରେମିକ ହାତ

ତାଳଚେର,୨୩ା୨(ମନୋଜ ନନ୍ଦ): ରୀତିନୀତିରେ ମନ୍ଦିରରେ ହୋଇଥିଲା ବିବାହ। ନବବଧୂଙ୍କୁ ଧରି ଘରକୁ ଫେରିଥିଲେ ବର। ଚତୁର୍ଥୀ ପାଇଁ ବରପକ୍ଷ ସମସ୍ତ ଆୟୋଜନ ଶେଷ କରିଥିଲେ। ହେଲେ ଚତୁର୍ଥୀ ପିଣ୍ଡ ପଡ଼ିବା ପୂର୍ବରୁ ନବବଧୂଙ୍କ ଏପରି କିଛି କଥା ମୁଣ୍ଡ ଘୂରାଇଦେଲା ବରପକ୍ଷଙ୍କ।…

‘ରହିଛି ପାର୍ଥକ୍ୟ’, ଓଡ଼ିଶା ସିଭିଲ ସର୍ଭିସ୍‌ ପେନ୍‌ସନ ରୁଲ୍‌ ଉପରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ

ନୂଆଦିଲ୍ଲୀ,୨୩ା୨: ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌ (ପେନ୍‌ସନ) ନିୟମାବଳୀ, ୧୯୯୨ ଅନୁଯାୟୀ ଓ୍ବାର୍କଚାର୍ଜଡ କର୍ମଚାରୀ ଏବଂ ଠିକା କର୍ମଚାରୀଙ୍କ ମଧ୍ୟରେ ସ୍ପଷ୍ଟ ପାର୍ଥକ୍ୟ ରହିଥିବା ସୁପ୍ରିମକୋର୍ଟ କହିଛନ୍ତି। ଓଡ଼ିଶା ହାଇକୋର୍ଟ ଏକ ରିଟ୍‌ ପଟିଶନକୁ ଖାରଜ କରିଦେଇଥିବାବେଳେ ଏହାକୁ ଚ୍ୟାଲେଞ୍ଜ କରି ଓଡ଼ିଶା…

ଏସ୍‌ଏଚ୍‌ଜି ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଋଣର ସୁଧ ଫେରାଇବେ ସରକାର

ଭୁବନେଶ୍ୱର, ୨୩ା୨(ବନ୍ଦନା ସେଠୀ): ଓଡ଼ିଶାରେ ଭାଜପା କ୍ଷମତାସୀନ ହେବା ପରଠୁ ମହିଳା ସଶକ୍ତୀକରଣ ଦିଗରେ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଇଚାଲିଛନ୍ତି। ଏହି କ୍ରମରେ ୨୦୨୪-୨୫ ଆର୍ଥିକବର୍ଷ ପାଇଁ ସ୍ବୟଂସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଗୁଡ଼ିକର ଋଣ ଉପରେ ସୁଧ ଫେରସ୍ତ…

ଜାମିନ୍‌ରେ ଆସିଥିବା ପୁଅ ହତ୍ୟାକାରୀଙ୍କୁ ମରଣାନ୍ତକ ଆକ୍ରମଣ: ମା’ବାପା, ଝିଅ ଗିରଫ

ରାଉରକେଲା,୨୨ା୨(ସଙ୍ଗୀତା ଜେନା) ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଟିମ୍ବରକଲୋନୀର ଜଣେ ଯୁବକ ଶମ୍ଭୁନାଥ ଘଡେଇ(୨୭)ଙ୍କୁ ତାଙ୍କ ସାଙ୍ଗମାନେ କୋରାପୁଟ ବୁଲାଇନେଇ ହତ୍ୟା କରିଥିବା ୨୦୨୩ ନଭେମ୍ବର ମାସରେ ଅଭିଯୋଗ ହୋଇଥିଲା। ଏହି ମାମଲାରେ ମୃତକଙ୍କ ୩ ସାଙ୍ଗ ଗିରଫ ହୋଇ ଜେଲ୍‌ରେ…

ଠିକାଦାରଙ୍କୁ ଗୁଳିମାଡ଼

ରାଉରକେଲା,୨୨।୨(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ସେକ୍ଟର-୩ ଥାନା ଅଧୀନ ସେକ୍ଟର-୪ ପୋଷ୍ଟ ଅଫିସ ନିକଟରେ ଶନିବାର ଜଣେ ଠିକାଦାରଙ୍କୁ ଗୁଳିମାଡ଼ ହୋଇଛି। ସେ ହେଲେ ବିଜୟ ଲାକ୍ରା। ବିଜୟଙ୍କ ବେକରେ ଗୁଳି ବାଜିଥିବାରୁ ତାଙ୍କୁ ଚିକିତ୍ସା ପାଇଁ ଇସ୍ପାତ ଜେନେରାଲ…

ମୋ ବସ୍‌ରେ ଲାଗିଲା ନିଆଁ: ଅଣନିଃଶ୍ୱାସୀ ହୋଇ ଝରକା ବାଟେ ବାହାରିଲେ ଯାତ୍ରୀ

କଟକ,୨୨।୨: ପୁଣି ମୋ ବସ୍‌ରେ ଘଟିଛି ଅଘଟଣ। କଟକ ଜିଲା ଜଗତପୁର ଥାନା ଅଧୀନ ବିରୂପା ବ୍ୟାରେଜ ନିକଟରେ ଶନିବାର ଏକ ମୋ ବସ୍‌ରେ ଅଚାନକ ନିଆଁ ଲାଗିଯାଇଥିଲା। ସେହି ସମୟରେ ବସ୍‌ର ସେନ୍ସର ଗେଟ୍‌ ଲକ୍‌ ପଡି ଆଉ ଖୋଲି…

ସମ୍ବିଧାନର ସୁରକ୍ଷା ପାଇଁ ଲଢ଼େଇ ଦରକାର

ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ଶନିବାର ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନ ପକ୍ଷରୁ ସର୍ବୋଦୟ ସଂକଳ୍ପ ଶିବିର ଅନୁଷ୍ଠିତ ହୋଇଛି। ଏହି ଅବସରରେ ସଙ୍ଗଠନର ଜାତୀୟ ଉପାଧ୍ୟକ୍ଷ ସଚିନ ନାୟକ ଜାତୀୟ କଂଗ୍ରେସର ପତାକାକୁ ଉତ୍ତୋଳନ ସହିତ କାର୍ଯ୍ୟକ୍ରମର…

ଜାତୀୟସ୍ତରୀୟ କବାଡିରେ ବରଗଡ଼ର ଖେଳାଳି

ବରଗଡ଼,୨୨ା୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଉପାନ୍ତ ଅମ୍ବାଭୋନା ବ୍ଲକ ଉତ୍ତମ ପଞ୍ଚାୟତ ଅନ୍ତର୍ଗତ ଲେଲେହେର ଗ୍ରାମର ଜୟନ୍ତ ସାହୁ(20) ଜାତୀୟସ୍ତରୀୟ କବାଡ଼ି ପ୍ରତିଯୋଗିତାରେ ଖେଳିବା ପାଇଁ ମନୋନୀତ ହୋଇଛନ୍ତି। ସେ ବର୍ତ୍ତମାନ ବରଗଡ଼ ଟ୍ରଷ୍ଟଫଣ୍ଡ୍‌ କଲେଜରେ ଯୁକ୍ତତିନି ବିଜ୍ଞାନର ଦ୍ୱିତୀୟବର୍ଷ ଛାତ୍ରଭାବେ ରହିଛନ୍ତି।…

ପୁଣି ଟ୍ରେନ୍‌ ଦୁର୍ଘଟଣା: ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନରୁ ଖସିପଡ଼ିଲା ବ୍ୟାଟେରି

ସୋର,୨୨।୨(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଷ୍ଟେଶନ ନିକଟ ସର୍ବରା ଷ୍ଟେଶନର କିଛି ଦୂରରେ ଶନିବାର ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି ପଶ୍ଚିମବଙ୍ଗର ନ୍ୟୁଜଲପାଇଗୁଡିରୁ ଚେନ୍ନାଇ ସେଣ୍ଟ୍ରାଲ ଅଭିମୁଖେ ଯାଉଥିବା ବେଳେ ବ୍ୟାଟେରି ସହିତ ଅନ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri