ରାଜ୍ୟ

ଉତ୍କେଳା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଭୋଟ

କେସିଙ୍ଗା,୧୧।୧୧(ତୁମେଶ୍ୱର ସାହୁ): ଅନାସ୍ଥା ଭୋଟକୁ ନେଇ ଚର୍ଚ୍ଚାରେ ରହିଛି କଳାହାଣ୍ଡି ଜିଲା । କେସିଙ୍ଗା ବ୍ଲକରେ ସୋମବାର ଦ୍ୱିତୀୟ ଥର ପାଇଁ ଅନାସ୍ଥା ଭୋଟ ହୋଇଛି। ଗତ ୪ରେ ପ୍ରଥମ ଅନାସ୍ଥା ଭୋଟ କସୃପଡ଼ା ସରପଞ୍ଚଙ୍କ ବିରୋଧରେ ହୋଇଥିଲା। ଏଥିରେ କସୃପଡ଼ା…

ଋତୁସ୍ରାବ ପାଇଁ ମହିଳା କର୍ମଚାରୀଙ୍କୁ ମିଳିବ ଛୁଟି, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୧।୧୧: ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ସୂଚନା ଦେଇଛି।ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ବୟସ ପୂରଣ ଯାଏ ଛୁଟି…

ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନବୀନ ପଟ୍ଟନାୟକ: ଅତନୁ ସବ୍ୟସାଚୀଙ୍କ ବିସ୍ଫୋରଣ ବୟାନ, ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୧୧।୧୧: ବିସ୍ଫୋରଣ ବୟାନ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ। କେନ୍ଦ୍ରାପଡା ମହାକାଳପଡା ଆୟୋଜିତ ଏକ ସଭାରେ ଅତନୁ କହିଛନ୍ତି, ପୁଣିଥରେ ଲୋକ ନବୀନଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ପ୍ରସ୍ତୁତ ହେଲେଣି। ଆମର ୫୧ ଓ କଂଗ୍ରେସ ୧୪ ଏବଂ ସ୍ବାଧୀନର…

ଭାଜପା ସହ ବିଜେଡିର ୨୭ ବିଧାୟକ ଏବେ ବି ଅଛନ୍ତି ଯୋଗାଯୋଗରେ, ବିଧାୟକ ସରୋଜ ପାଢ଼ୀ କହିଲେ ଆମ…

ଭୁବନେଶ୍ୱର,୧୧।୧୧: ଗଞ୍ଜାମ ଜିଲା ଆସିକା ଭାଜପା ବିଧାୟକ ସରୋଜ ପାଢ଼ୀ ସୋମବାର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ବିଜେଡିର ୨୭ ବିଧାୟକ ଭାଜପାର ଶୀର୍ଷ ନେତୃତ୍ୱ ସହ ଯୋଗାଯୋଗରେ ଥିବା ସୋମବାର ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ବିଧାୟକ ସରୋଜଙ୍କ ବୟାନକୁ…

ପଞ୍ଚକ ପାଇଁ ଆଖଣ୍ଡଳମଣି ପୀଠ ଚଳଚଞ୍ଚଳ, ଆଜିଠାରୁ ପଞ୍ଚାନନ ବେଶରେ ଭକ୍ତଙ୍କୁ ଦେଉଛନ୍ତି ଦର୍ଶନ…

ଭଦ୍ରକ,୧୧ା୧୧(ସନାତନ ରାଉତ): ପବିତ୍ର ତଥା ଧର୍ମର ମାସ କାର୍ତ୍ତିକମାସର ସୋମବାର ଓ ପଞ୍ଚୁକ ବ୍ରତ ପାଇଁ ସୋମବାର ଭୋର୍‌ ସମୟରୁ ଆରଡ଼ିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଛି। ଆଜିଠାରୁ ବାବା ୫ ଦିନ ପର୍ଯ୍ୟନ୍ତ ପଞ୍ଚାନନ ବେଶରେ…

ବଦଳିଲା ଶ୍ରୀମନ୍ଦିର ଧ୍ବଜା ବନ୍ଧା ନୀତି ସମୟ

ପୁରୀ,୧୧।୧୧: କାର୍ତ୍ତିକ ମାସରେ ଅସମ୍ଭବ ଭିଡ଼ ଯୋଗୁ ଧ୍ୱଜାବନ୍ଧା ନୀତି ସନ୍ଧ୍ୟା ବଦଳରେ ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ କରିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଚୁନରା ସେବକମାନଙ୍କୁ ସ୍ବତନ୍ତ୍ର ଆଦେଶ ଦିଆଯାଇଛି। ପ୍ରତିିଦିନ ଅପରାହ୍ନ…

ମହିଳାଙ୍କ ନଗ୍ନ ଭିଡିଓ ଭାଇରାଲ କରି ବନ୍ଧାହେଲେ ଯୋଗାଣ ସହାୟକ

ବଲାଙ୍ଗୀର,୧୧ା୧୧(ସୁନୀଲ କୁମାର ମହାନ୍ତି): ଜଣେ ମହିଳାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ନଗ୍ନ ଭିଡିଓ ଭାଇରାଲ କରି ଫେରାର ଥିବା ଯୋଗାଣ ସହାୟକଙ୍କୁ ବଲାଙ୍ଗୀର ପୋଲିସ ଛତିଶଗଡ଼ରୁ ଗିରଫ କରିଛି। ବଲାଙ୍ଗୀର ଜିଲା ଆଗଲପୁର ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଶାରୀରିକ ସମ୍ପର୍କ…

ପୋଲିସର ଚଢ଼ାଉ ପରେ ନାମଫଳକରେ ଢଙ୍କାଗଲା କପଡ଼ା

ଗଞ୍ଜାମ,୧୧ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଥିବା ଲଜ୍‌ ଓ ରେସିଡେନ୍ସିଗୁଡ଼ିକରେ କିଛିଦିନ ତଳେ ଚଢ଼ାଉ କରିଥିଲା ଗଞ୍ଜାମ ଥାନା ପୋଲିସ। ଫଳରେ ତ୍ରିବେଣୀ ମଠ ଛକସ୍ଥିତ ରେସିଡେନ୍ସିରେ କପଡ଼ା ଢଙ୍କା ଯାଇଥିବା ଦେଖିବାକୁ ମିଳିଥିବା ବେଳେ କିଛି…

ବିଜେଡି ସରକାରରେ ଓଡ଼ିଶା ଅପରାଧର ସାମ୍ରାଜ୍ୟ ଥିଲା: ଭାଜପା

କଟକ,୧୧ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ କମିଟି ମୁଖ୍ୟ ସ୍ନେହାଙ୍ଗିନୀ ଛୁରିଆ ଗଣବଳାତ୍କାର ଘଟଣାରେ ଭାଜପାକୁ ଟାର୍ଗେଟ କରିଥିବାରୁ ତାଙ୍କୁ ସିଏମ୍‌ସି ୨୬ ନମ୍ବର ଓ୍ବାର୍ଡ କର୍ପୋରେଟର ତଥା ରାଜ୍ୟ ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଗଗନ ଓଝା ଜବାବ ଦେଇଛନ୍ତି। ସେ…

ରାଜ୍ୟରେ ଖୁବ୍‌ଶୀଘ୍ର ପ୍ରତିଷ୍ଠା ହେବ ୪ଟି ମହିଳା କୋର୍ଟ: ଆଇନ ମନ୍ତ୍ରୀ

ଭୁବନେଶ୍ୱର,୧୧ା୧୧(ସୁନିତ୍‌ ମିଶ୍ର): ରାଜ୍ୟରେ ମହିଳାମାନଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଲାଗି ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ମହିଳାଙ୍କ ବିରୋଧରେ ବଢ଼ିଚାଲିଥିବା ଅପରାଧକୁ ନ୍ୟାୟ ଦେବା ଲାଗି ରାଜ୍ୟରେ ଖୁବ୍‌ଶୀଘ୍ର ୪ଟି ମହିଳା କୋର୍ଟ ସ୍ଥାପନ କରିବେ। ରାଜ୍ୟର…

ବଦଳିଲା ନର୍ସଙ୍କ ଡ୍ରେସ୍‌ କୋଡ୍‌

ଭୁବନେଶ୍ୱର,୧୧ା୧୧: ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନର୍ସଙ୍କ ଡ୍ରେସ୍‌ କୋଡ୍‌ରେ ପରିବର୍ତ୍ତନ ହୋଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ସିନିୟର୍‌ ନର୍ସିଂ ଅଫିସରଙ୍କ…

ଓଡ଼ିଶାରେ ପ୍ରଥମ ଥର ଆୟୋଜନ ହେବ ‘ଉଦ୍ଭବ’, ସାମିଲ ହେବେ ୨୨ ରାଜ୍ୟର ଛାତ୍ରୀଛାତ୍ର

ଭୁବନେଶ୍ୱର,୧୧ା୧୧(ସୁନିତ୍‌ ମିଶ୍ର): ଓଡ଼ିଶାରେ ପ୍ରଥମ ଥର ଲାଗି ପଞ୍ଚମ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଜାତୀୟ ସାଂସ୍କୃତିକ, ସାହିତି୍ୟକ ଏବଂ କଳା ଉତ୍ସବ ୨୦୨୪- ‘ଉଦ୍ଭବ’ ଆୟୋଜିତ ହେବାକୁ ଯାଉଛି। ଆସନ୍ତା ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି ଜାତୀୟସ୍ତରୀୟ ଉତ୍ସବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri