ରାଜ୍ୟ

ବାବୁଙ୍କୁ ‘ଇ-ପାର୍‌’ ଅଡୁଆ

ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧୀନ ଗ୍ରୁପ୍‌-କ ଏବଂ ଖ ବର୍ଗର ଅଧିକାରୀମାନେ ସେମାନଙ୍କ ପର୍‌ଫର୍ମାନ୍ସ ଆପ୍ରାଇଜାଲ ରିପୋର୍ଟ(ଇ-ପାର୍‌) ତଥ୍ୟ ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରେ ଦେଉନାହାନ୍ତି। ଏପରି କି ମୁଖ୍ୟ ଶାସନ ସଚିବଙ୍କ ଏନେଇ ନିର୍ଦ୍ଦେଶ ରହିଥିଲେ ହେଁ ଠିକଣା…

ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର,୧୪।୪: ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM ପୋର୍ଟାଲରେ ମାଧ୍ୟମରେ +୩ ନାମଲେଖା ପାଇଁ ଆବେଦନ କରିପାରିବେ। ଜୁଲାଇ ୧୦ ତାରିଖ ସୁଦ୍ଧା…

ନବୀନଙ୍କୁ ଚିଠି ଲେଖି ରାଜାଙ୍କ ପ୍ରସ୍ତାବ, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ଏବେ ସାଙ୍ଗଠନିକ ନିର୍ବାଚନ ଚାଲିଥିବା ବେଳେ ଆଠଗଡ଼ ବିଧାୟକ ତଥା ଦଳର ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ(ରାଜା) ମୁଖିଆ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଏଥିରେ ସେ ଦଳ ସମ୍ପର୍କରେ କିଛି ପ୍ରସ୍ତାବ ବା…

୧୫ରୁ ୨ମାସ ସାମୁଦ୍ରିକ କଟକଣା ଲାଗୁ

ପାରାଦୀପ,୧୪ା୪(ଶରତ ରାଉତ): ସମଗ୍ର ରାଜ୍ୟର ପୂର୍ବ ଉପକୂଳରେ ଆସନ୍ତା ୧୫ ତାରିଖରୁ ସାମୁଦ୍ରିକ କଟକଣା ଲାଗୁ ହେବ। ଏ ନେଇ ଓଡ଼ିଶା ସରକାରଙ୍କ ମତ୍ସ୍ୟ ନିର୍ଦ୍ଦେଶାଳୟ ୧୧ ତାରିଖରେ ନୋଟିସ ନଂ. ୪୦୩୮ ଜାରି କରିଛନ୍ତି। ଏଥିରେ ଦର୍ଶାଯାଇଛି, ଏପ୍ରିଲ ୧୫ରୁ…

ଟାରିଫ୍‌ ହ୍ରାସ ଅପେକ୍ଷାରେ ବିଦ୍ୟୁତ୍‌ ଉପଭୋକ୍ତା

ଭୁବନେଶ୍ୱର,୧୪।୪(ରବିନାରାୟଣ ଜେନା): କେନ୍ଦ୍ରୀୟ କୋଇଲା ଆଇନ ଓ ଅଧିନିୟମକୁ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି) ଉଲ୍ଲଂଘନ କରୁଥିବାରୁ ରାଜ୍ୟରେ ବିଦୁତ୍‌ ଟାରିଫ୍‌ ଅଧିକ ରହିଛି। ନିୟମ ଅନୁଯାୟୀ ୟୁନିଟ୍‌ ପିଛା ୩ଟାଙ୍କା ଭିତରେ ରହିବା କଥା, ମାତ୍ର ଏହା ଏବେ ୩.୪୦ଟଙ୍କା…

ପର୍ଯ୍ୟଟନ ବିକାଶରେ ସହାୟକ ଅଞ୍ଜୀ ଖଡ୍ଡ ରେଳ ବ୍ରିଜ୍‌

ଭୁବନେଶ୍ୱର,୧୪ା୪(ଅନୁରାଧା ମହାରଣା): ଭାରତର ପ୍ରଥମ କେବୁଲ ରେଳ ବ୍ରିଜ ଭାବେ ପରିଚିତ ଅଞ୍ଜୀ ଖଡ୍ଡ ବ୍ରିଜ୍‌ ଚେନାବ ବ୍ରିଜ୍‌ର ଦକ୍ଷିଣରେ ଥିବା ଅଞ୍ଜୀନଦୀର ଗଭୀରତାକୁ ବିସ୍ତାର କରିଛି। ଉଦାମପୁର-ଶ୍ରୀନଗର-ବାରମୁଲ୍ଲା ରେଳ ଲାଇନର କାତ୍ରା-ବନିହାଲ ସେକ୍ସନକୁ ସଂଯୋଗ କରୁଥିବା ଏହି କେବୁଲ ଜମ୍ମୁ…

ନବୀନ ପଟ୍ଟନାୟକଙ୍କ ଟୁଇଟ୍‌ ହାସ୍ୟାସ୍ପଦ: ସମ୍ପଦ ସ୍ବାଇଁ

ଭୁବନେଶ୍ୱର,୧୪ା୪: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୋସିଆଲ ମିଡିଆରେ ଏକ ଟୁଇଟ୍‌ କରିଥିଲେ। ଏହାକୁ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ହାସ୍ୟାସ୍ପଦ ବୋଲି କହିଛନ୍ତି। ଇତିଶ୍ରୀ, ବେବିନା ଘଟଣା ବେଳେ ନବୀନ…

କ୍ଷମା ମାଗ, ନଚେତ୍‌ ନବୀନ ନିବାସ ଘେରିବୁ : ଭକ୍ତ

ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ବିଜେଡି ପକ୍ଷରୁ ପଣ୍ଡିତ ଜବାହର ଲାଲ୍‌ ନେହେରୁଙ୍କ ସହ ଭି.କେ. ପାଣ୍ଡିଆନଙ୍କୁ ତୁଳନା କରାଯିବାକୁ ନେଇ କଂଗ୍ରେସ ତରଫରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କ୍ଷମାପ୍ରାର୍ଥନା ନ କଲେ ନବୀନ…

ଆଜି ମା’ରାମଚଣ୍ଡୀଙ୍କ ପ୍ରସିଦ୍ଧ ଝାମୁଯାତ୍ରା: ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦେବେ ଦର୍ଶନ

ମହାକାଳପଡ଼ା,୧୪ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତିପୀଠ ମା’ଦରିଆ ରାମଚଣ୍ଡୀ ମନ୍ଦିରରେ ମହାବିଷୁବ ସଂକ୍ରାନ୍ତି ଅବସରରେ ସୋମବାର ଝାମୁ ଯାତ୍ରା ଅନୁଷ୍ଠିତ ହେବ। ଏହି ଅବସରରେ ମା’ ସୁନାବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେବେ । ମା’ରାମଚଣ୍ଡୀ ଆଞ୍ଚଳିକ…

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ ସମ୍ପୃକ୍ତ ରୋଗୀଙ୍କ ସମ୍ପର୍କୀୟମାନେ ଛାତ୍ରଙ୍କୁ ମାଡ଼ ମାରିଥିବା ଆହତ ଜଣଙ୍କ କହିଛନ୍ତି। ତେବେ ଏ…

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିବା ବେଳେ ରବିବାର ରାତିରେ ପୁଣି ବିଷ୍ଣୁମୁଣ୍ଡା ଛକରେ ଜଣେ ଗ୍ରୋସରୀ…

ପ୍ରଣବଙ୍କ ଗାଡ଼ିକୁ ଆକ୍ରମଣ: ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ

ଭୁବନେଶ୍ୱର,୧୩।୪: ରବିବାର ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରେ ଆରୁଆସ୍ଥିତ ଗ୍ରାମରେ ଆକ୍ରମଣ ହୋଇଛି। ଏହି ଆକ୍ରମଣ ସ୍ଥାନୀୟ ଖଣି ମାଫିଆମାନେ କରିଥିବା ପ୍ରଣବ ଅଭିଯୋଗ କରିଛନ୍ତି। ଦଳର ବରିଷ୍ଠ ନେତାଙ୍କ ଉପରେ ଆକ୍ରମଣ ପରେ ସରକାରଙ୍କୁ କଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?