ରାଜ୍ୟ

ସମୁଦ୍ରମୁହାଁ ଅଲିଭରିଡଲେ ଶାବକ ଦେଖିଲେ ରାଜ୍ୟପାଳ

ଛତ୍ରପୁର/ଗଞ୍ଜାମ,୧୩ା୪(ସନ୍ତୋଷ ପାଢ଼ୀ/ ବିଦ୍ୟାଧର ସାହୁ): ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପାଟି ରବିବାର ଗଞ୍ଜାମ ଜିଲା ଗସ୍ତରେ ଆସି ସେ ଜିଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ତଦାରଖ କରିଥିଲେ। ଏହି ସମୟରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଜ଼ିଲା ପରିଷଦ ମୁଖ୍ୟ ଉନ୍ନୟନ…

ବନ୍ଧୁକ ସହ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ବାଇବାଲିର ପଞ୍ଚାନନ ନାଇକଙ୍କୁ ଏକ ହତ୍ୟା ଧମକ ମାମଲାରେ ଗିରଫ କରିଛନ୍ତି। ଏଥିସହ ତାଙ୍କଠାରୁ ପୋଲିସ ଏକ ଦେଶୀ ବନ୍ଧୁକ ଜବତ କରିଛି। ସାରେ ପଞ୍ଚାନନଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି।…

୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

କେସିଙ୍ଗା,୧୩ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଶିକ୍ଷାଦାନ କ୍ଷେତ୍ରରେ ବହୁ ଅବହେଳା ହେଉଛି। ଇତିମଧ୍ୟରେ ଗଣଶିକ୍ଷା ଓ ବିଦ୍ୟାଳୟ ମନ୍ତ୍ରୀ କେସିଙ୍ଗା ପରିଦର୍ଶନ ଆସି ଫେଇଯାଇଛନ୍ତି। ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷାଦେବା ଦିଗରେ ସରକାରୀ ସ୍କୁଲମାନଙ୍କରେ ଅନେକ ସୁବିଧା…

ହନୁମାନ ଜୟନ୍ତୀ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼କଡ଼ି: ନଜର ରଖିବ ୪୦ ଡ୍ରୋନ, ୬୦୦ ସିସିଟିଭି

ଭୁବନେଶ୍ୱର,୧୩।୪: ସୋମବାର ପବିତ୍ର ପଣା ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ। ଏନେଇ ସବୁଠି ଉତ୍ସବ ମୁଖର। ଶାନ୍ତି ଶୃଙ୍ଖଳାର ସହ କିପରି ହନୁମାନ ଜୟନ୍ତୀ ପାଳନ କରାଯିବ ସେନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏପରି କି ହନୁମାନ…

ଭୁବନେଶ୍ୱରରେ ପିଲା ଚୋରି! ରାମ ମନ୍ଦିର ପାଖରୁ ଦୃଷ୍ଟିବାଧିତ ମା’ଠାରୁ ଝାମ୍ପି ନେଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୩।୪: ରାଜଧାନୀ ଭୁବନେଶ୍ୱରରେ ମା’ କୋଳରୁ ଝାମ୍ପି ନେଲେ ପିଲା। ଏଭଳି ଏକ ହୃଦୟବିଦାରକ ଘଟଣାରେ, ଶନିବାର ବିଳମ୍ବିତ ରାତିରେ ରାମ ମନ୍ଦିର ନିକଟରେ ଘଟିଛି। ଜଣେ ଦେଢ଼ ବର୍ଷର ଶିଶୁପୁତ୍ରକୁ ତାଙ୍କ ଦୃଷ୍ଟିବାଧିତ ମା’ଠାରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି।…

ରାଜଧାନୀରେ ମା’ କୋଳରୁ ପୁଅକୁ ଝାମ୍ପିନେଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୩ା୪: ଦୃଷ୍ଟିବାଧିତ ମା’ ଜଣକ ପୋଲିସ ନିକଟରେ କାନ୍ଦି କାନ୍ଦି କହିଛି, ମୁଁ ଦେଖି ପାରୁନି ବୋଲି ମୋ’ ପିଲାକୁ କେହି ଚୋରେଇ ନେଲା, ମୁଁ ଅନୁରୋଧ କରୁଛି ମୋ’ ପିଲାକୁ ମୋତେ ଫେରାଇ ଦିଅ। ଏମିତି ଦୃଶ୍ୟ କେଉଁ ଗାଁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ, ଗାଁରେ ପୂରାଇ ଦେଲେନି ସ୍ଥାନୀୟ ବିଧାୟକ!

ଧର୍ମଶାଳା,୧୩।୪: ଯାଜପୁର ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରକୁ ଦୁର୍ବୁତ୍ତ ଆକ୍ରମଣ କରିଛନ୍ତି। ଆରୁହା ଗାଁରେ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଏହି ଆକ୍ରମଣ ହୋଇଥିବା ସୂଚନା ମିଳିଛି। ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ, ସ୍ୱାଧୀନ ବିଧାୟକ ହିମାଂଶୁ ସାହୁଙ୍କ…

ଆୟୁଷ୍ମାନ ଯୋଜନାରେ ସାମିଲ ପାଇଁ ଦାବି ଉଠାଇଲେ ସାଧୁସନ୍ଥ, ସ୍ବାସ୍ଥ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩ା୪: ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ତେବେ ଏଥିରେ ସାମିଲ ପାଇଁ ସାଧୁସନ୍ଥମାନେ ମଧ୍ୟ ନିବେଦନ କରିଛନ୍ତି। ପୁରୀରେ ସାଧୁ ସମାଜ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଓ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଏନେଇ ଦାବିପତ୍ର ପ୍ରଦାନ କରାଯାଇଛି। ରାଜ୍ୟରେ ୪୦ ହଜାରରୁ…

ମାଡ଼ି ଆସୁଛି କି ମହାବିପତ୍ତି! ଚିଲ ନେଇଗଲା ଶ୍ରୀମନ୍ଦିର ନେତ, ଭାଇରାଲ ହେଉଛି ଭିଡିଓ…

ପୁରୀ,୧୩ା୪: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଏକ ଚିଲ ଥଣ୍ଟରେ ବାନା ପରି ଦିଶୁଥିବା କପଡ଼ା ଧରି ଉଡ଼ୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓ ଦେଖିବା ପରେ ଭକ୍ତମାନେ ଭୟଭୀତ ହୋଇଯାଇଛନ୍ତି। ଶନିବାର ସନ୍ଧ୍ୟାରେ ଶ୍ରୀମନ୍ଦିର ଉପରେ ଚୂନରା ସେବକମାନେ…

ଚମକାଇବେ ନବୀନ! ଏପ୍ରିଲ ୧୯ରେ କରିବେ ବଡ଼ ଘୋଷଣା

ଭୁବନେଶ୍ୱର,୧୩।୪: କିଛିଦିନ ଧରି ବିଜେଡିକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ପ୍ରଥମେ ଓ୍ବକଅଫ୍‌ ବିଲ୍‌ ତା’ ପରେ ପାଣ୍ଡିଆନଙ୍କ ସପକ୍ଷରେ ନବୀନ ବାହାରିବା। ଏହାରି ଭିତରେ ବିଜେଡିର ସାଂଗଠିନକ ନିର୍ବାଚନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଆସନ୍ତା ଏପ୍ରିଲ…

୪ ଜିଲାରେ ୩ ଘଣ୍ଟା ପାଇଁ ପ୍ରବଳ ଝଡ଼ତୋଫାନ ସହ କୁଆପଥର ବର୍ଷା,ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୩ା୪: ରାଜ୍ୟର ୪ ଜିଲାକୁ ୩ ଘଣ୍ଟା ପାଇଁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଏନେଇ ସତର୍କ ରବିବାର କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର। ତେବେ ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା ଏବଂ କୋରାପୁଟ ଜିଲାକୁ ରହିଛି ସତର୍କତା। ଘଣ୍ଟାକୁ…

ଅସଲି ପୋଲିସ ସ୍ତ୍ରୀଙ୍କ ନକଲି କାରନାମା, ସ୍ବାମୀଙ୍କ ଡ୍ରେସ୍‌ ପିନ୍ଧି ସୋସିଆଲ ମିଡିଆରେ ରଖିଥିଲେ ଡିପି

ଭୁବନେଶ୍ୱର,୧୩ା୪: ଅସଲି ପୋଲିସ ସ୍ତ୍ରୀଙ୍କ ନକଲି କାରନାମା ଏବେ ଧରାପଡ଼ିଯାଇଛି। ଏସ୍‌ଓଜିରେ କାର୍ଯ୍ୟରତ ଜଣେ କନଷ୍ଟେବଳଙ୍କ ସ୍ତ୍ରୀ ଗିରଫ ହୋଇଛନ୍ତି। ସବୁଠୁ ରୋଚକ ଖବର ହେଲା ସେ ସ୍ବାମୀଙ୍କ ପୋଲିସ ପୋଷାକ ପିନ୍ଧି ସୋସିଆଲ ମିଡିଆରେ ତାଙ୍କର ଡିପି ରଖିଥିଲେ। ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?