ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ୧୪ ଲକ୍ଷ ଠକେଇ ଘଟଣା ଗୁଜରାଟରୁ ଦୁଇ ସାଇବର ଠକ ଗିରଫ
ବ୍ରହ୍ମପୁର,୧୨ା୪: (ସୁବାସ ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ଗତ ଫେବୃଆରୀ ମାସରେ ଡିଜିଟାଲ ଆରେଷ୍ଟ ଭୟ ଦେଖାଇ ସାଇବର ଗ୍ୟାଙ୍ଗ ୧୪ ଲକ୍ଷ ଟଙ୍କା ନେଇଯାଇଥିଲେ। ଏନେଇ କୁଳପତିଙ୍କ ଅଭିଯୋଗକ୍ରମେ ବ୍ରହ୍ମପୁର ଏସ୍ପିଙ୍କ ତତ୍ତ୍ୱାବଧାନରେ ଏକ ଟିମ୍…
ବିଜୁଳି, ଘଡଘଡି ସହ ଛେଚୁଛି ବର୍ଷା
ଦାରିଙ୍ଗବାଡ଼ି,୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନଠାରୁ ବର୍ଷା ଲାଗିରହିଛି। ଅଦିନିଆ ବର୍ଷା ଯୋଗୁଁ ଅସହ୍ୟ ତାତିରୁ ସାମାନ୍ୟ ଆସ୍ବସ୍ତି ମିଳିଛି। ପ୍ରକାଶ ଯେ, ଅପରାହ୍ନଠାରୁ ପାଗ ମେଘୁଆ ରହିବା ସହ ଧୀରେଧୀରେ ପାଗରେ ସମ୍ପୂର୍ଣ୍ଣ…
ଭିଷ୍ମଗିରୀ କଲେଜରେ ଓଡ଼ିଆ ପକ୍ଷ ପାଳନ: ପାରମ୍ପରିକ ଓଡ଼ିଆ ଖାଦ୍ୟ ପ୍ରଦର୍ଶିତ
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀ ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଶନିବାର ଓଡ଼ିଆ ପକ୍ଷ ପାଳନ ଅବସରରେ ପାରମ୍ପରିକ ଖାଦ୍ୟ ପ୍ରଦର୍ଶନ ସହ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଓଡ଼ିଶାର ବରପୁତ୍ର ମାନଙ୍କ ସ୍ମୃତିଚାରଣ…
ଜୟନାରାୟଣଙ୍କ ପୁଣି ବିସ୍ଫୋରକ ବୟାନ: ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି
ଭୁବନେଶ୍ୱର,୧୨।୪: ରାଜ୍ୟରେ ୱକ୍ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ଏଭଳି ସ୍ଥିତିରେ ବିଜେଡି ଚର୍ଚ୍ଚାରେ ଏଣ୍ଟ୍ରି ମାରିଛନ୍ତି ଭାଜପାର ବରିଷ୍ଠ ନେତା ଜୟ ନାରାୟଣ ମିଶ୍ର। ଗୋଟିଏ…
Heavy Rainfall: ହଠାତ୍ ଅନ୍ଧାର ହୋଇଗଲା ଭୁବନେଶ୍ୱର, ମାଡ଼ି ଆସିଲା ଝଡବର୍ଷା
ଭୁବନେଶ୍ୱର,୧୨।୪: ଅଚାନକ ଅନ୍ଧାର ହୋଇଗଲା ଭୁବନେଶ୍ବର। ଆକାଶରେ ଘୋଟି ଆସିଲା କଳାହାଣ୍ଡିଆ ମେଘ। କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ଗର୍ଜନ କରୁଛି ମେଘ। ତେବେ ବିଜୁଳି ଘଡଘଡି ସହ ୩ ଘଣ୍ଟା ପାଇଁ ଟ୍ବିନ ସିଟିକୁ ବର୍ଷା ଆଲର୍ଟ କରିଛି ପାଣିପାଗ ବିଭାଗ।…
ସାଇଡ୍ ଦେବାକୁ ଯାଇ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର, ତପ୍ତପାଣି ଘାଟିରେ ବଡ଼ ଦୁର୍ଘଟଣାରୁ ବର୍ତ୍ତିଲେ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ରାସ୍ତାର ଏସ୍ ବୁଲାଣୀରେ ନାୟକ ଆଣ୍ଡ ନାୟକ ନାମକ ଏକ ଯାତ୍ରୀବାହୀ ବସ( ନଂ.ଓଆର ୦୫ ଏ ୟୁ -୪୯୬୯) ଶନିବାର ଅପରାହ୍ନ ପ୍ରାୟ…
ଗଞ୍ଜେଇ ଚାଲାଣ କରୁଥିଲେ, ୩ ଆଇଆର୍ବି ଯବାନଙ୍କୁ ବହିଷ୍କୃତ କଲେ ବୌଦ୍ଧ ଏସ୍ପି, ଗିରଫ ପରେ କୋର୍ଟଚାଲାଣ
ବୌଦ୍ଧ,୧୨।୪(ଅଜିତ କୁମାର ବାରିକ): ବୌଦ୍ଧ ଜିଲାର ମନମୁଣ୍ଡା ଥାନାରେ ମାଓବାଦୀ ଅପରେଶନ ପାଇଁ ବାରାକ୍ରେ ଆଇଆର୍ବି ଯବାନମାନେ ନିୟୋଜିତ ଥିଲେ। କିନ୍ତୁ ବାରାକରେ ଗଞ୍ଜେଇ ରଖି ଯବାନମାନେ ଚାଲାଣ କରୁଥିବା ଖବର ଏସ୍ପି ଜାଣିପାରିଥିଲେ। ଜିଲା ଆରକ୍ଷୀ ଅଧିକ୍ଷକ ଏହା ଜାଣିବା…
୧୯ରେ ବିଜେଡି ସଭାପତି ନିର୍ବାଚନ: ୩ ବରିଷ୍ଠ ନେତାଙ୍କ ନାଁକୁ ନେଇ ଚର୍ଚ୍ଚା
ଭୁବନେଶ୍ୱର,୧୨।୪: ଆସନ୍ତା ୧୯ରେ ବିଜେଡି ସଭାପତି ନିର୍ବାଚନ ହେବ ଏଥର ନୂଆ ଢାଞ୍ଚାରେ ସଂଗଠନ ଗଢ଼ିବ ବିଜେଡି । ପୁଣି ନବୀନ ସଭାପତି ନିର୍ବାଚିତ ହେବେ କି ଆଉ କିଏ ଏହାକୁ ନେଇ ଚର୍ଚ୍ଚା ବଢ଼ୁଛି। ଅନ୍ୟପକ୍ଷେ ୧୯ ତାରିଖ ପରେ…
ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…
ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ବେଲବାରିଆ ଗ୍ରାମରେ। କୌଣସି କଥାକୁ କେନ୍ଦ୍ର କରି…
ବଲାଙ୍ଗୀରରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହାଣିଲେ, ରାସ୍ତାରେ ପଡ଼ିଛି ରକ୍ତାକ୍ତ ମୃତଦେହ
ବଲାଙ୍ଗିର,୧୨।୪(ସୁନୀଲ କୁମାର ମହାନ୍ତି): ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା। ବଲାଙ୍ଗୀର ଜିଲା ଚିମିନିଭାଟି ପଡ଼ା ପ୍ରାଥମିକ ସ୍କୁଲ ନିକଟ ଜନଗହଳି ରାସ୍ତାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି l ହତ୍ୟାକାରୀ ଫେରାର ହୋଇଯାଇଥିବା ବେଳେ ପୋଲିସ ଟିମ୍…
ଗୋଟିଏ ଗାଡ଼ିକୁ ପିଛା କରୁଥିଲା ପାଟ୍ରୋଲିଂ ଗାଡ଼ି: ଆଗ ଗାଡ଼ିରୁ ଅବକାରୀ ଗାଡ଼ିକୁ ହେଲା ଗୁଳିମାଡ଼ , ପରେ ଫିଲ୍ମ ଷ୍ଟାଇଲରେ…
ସୁନ୍ଦରଗଡ,୧୨।୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ମଶାବିରା ରାସ୍ତାରେ ଶନିବାର ସକାଳେ ଅବକାରୀ ବିଭାଗର ଗାଡି ଉପରକୁ ଗୁଳି ମାଡ ହୋଇଛି। ଚୋରାମଦ ଚାଲାଣ କରୁଥିବା ସନ୍ଦେହରେ ଅବକାରୀ ବିଭାଗର ପାଟ୍ରୋଲିଂ ଗାଡି ଏକ ଗାଡିକୁ ପିଛା…
ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ତାରାତାରିଣୀ: ଅଧରପଣା ପରେ ସନ୍ତୁଷ୍ଟ ହୋଇ ଫେରିଗଲେ ସର୍ବଦେବାଦେବୀ
ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବରରେ ଅନୁଷ୍ଠିତ ହୋଇଆସୁଥିବା ଚୈତ୍ରପର୍ବ ଶନିବାର ପବିତ୍ର ପୂର୍ଣ୍ଣମୀ ଅବସରରେ ଉଦ୍ଯାପିତ ହୋଇଛି। ମାସର ଏହି ଶେଷ ଦିନରେ ମା’ଙ୍କ ନିକଟରେ ଅଧରପଣା ଲାଗିହୋଇଛି।…

