ରାଜ୍ୟ

ଓଡ଼ିଶାରେ ଲାଗିଛି ଆନ୍ଧ୍ରର ଫଳକ

ଗୁଣପୁର,୧୦।୧୧(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଆନ୍ଧ୍ର ସୀମାନ୍ତ ମାରମା ପଞ୍ଚାୟତ କାମନାଗୁଡା ଏବଂ ତୋଟାଗୁଡା ଅଞ୍ଚଳରେ ଆନ୍ଧ୍ରର ଏକ ବେସରକାରୀ ସଂସ୍ଥାର ଫଳକ ଲାଗିଛି। ଆନ୍ଧ୍ରର କେତେଜଣ ଲୋକ ଆସି ଏପରି କରିଥିବା ଜଣାପଡ଼ିଛି। ଏହି ଫଳକଗୁଡିକ…

ସ୍ଲରି ପାଇପ୍‌ଲାଇନ ଫାଟି ଫସଲ ନଷ୍ଟ

କେନ୍ଦୁଝର/ଯୋଡ଼ା,୧୦।୧୧: (ମାନସ ମହାନ୍ତି/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ନୟାଗଡ଼ ପଞ୍ଚାୟତ କୋଟୁପାଲି ଗାଁରେ ସ୍ଲରି ପାଇପ୍‌ ଲାଇନ କୌଣସି କାରଣରୁ ଫାଟିଯାଇଛି। ଫଳରେ ଜଳ ମିଶ୍ରିତ ଖଣିଜ ଧାନ କ୍ଷେତରେ ମାଡ଼ିଛି। ଏବେ ଧାନ ଅମଳ ସମୟ…

୧୬ ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୯ା୧୧(ଅନୁରାଧା ମହାରଣା)- ଆସନ୍ତା ୫ଦିନ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ୧୬ ତାରିଖ ଯାଏ ରାଜ୍ୟର ପ୍ରାୟ ସମସ୍ତ ଅଞ୍ଚଳରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଅନ୍ୟପଟେ ରାଜ୍ୟର…

ପୋତିଦେଲେ ଅନନ୍ତ ବାସୁଦେବଙ୍କ ଐତିହ୍ୟ କୂଅ

ପୁରୁଣା ଭୁବନେଶ୍ବର,୯ା୧୧(ସୁବାସ ଚନ୍ଦ୍ର ପ୍ରଧାନ): ଏକାମ୍ର କ୍ଷେତ୍ରର ଅନ୍ୟତମ ଐତିହ୍ୟ ଅନନ୍ତ ବାସୁଦେବ ମନ୍ଦିର ପରିସରରେ ଥିବା ପୁରାତନ କୂଅକୁ ପୋତିଦିଆଯାଇଛି। ଏଥିସହ କୁଅ ନିକଟରେ ଥିବା ଅନେକ ପୁରାତନ ଚୁଲାକୁ ମଧ୍ୟ ଜେସିବି ସହାୟତାରେ ଭାଙ୍ଗି ଦିଆଯାଇଛି। ଏନେଇ ସାଧାରଣରେ…

ଚଳିତ ଶିକ୍ଷାବର୍ଷରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ଆରମ୍ଭ ହେବ ଜାତୀୟ ଶିକ୍ଷା ନୀତି: ୪ ବର୍ଷ ହେବ ସ୍ନାତକ କୋର୍ସ, ୭ ବର୍ଷ ପରେ…

ଭୁବନେଶ୍ୱର,୯।୧୧: ୨୦୨୪-୨୫ ଶିକ୍ଷା ବର୍ଷରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ଅନୁବନ୍ଧିତ…

ହୋମ୍‌ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୯।୧୧: ରାଜ୍ୟରେ ହୋମ୍‌ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ବ୍ୟାନ୍‌ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ୍‌ଗାର୍ଡ ପଦବୀ ଖୁବ୍‌ଶୀଘ୍ର ପୂରଣ ହୋଇ ପାରିବ। ରାଜ୍ୟରେ…

ଘରେ ପଶି ଓକିଲଙ୍କୁ ଏସିଡ୍‌ ମାଡ କରି ଚାଲିଗଲେ ଦୁର୍ବୃତ୍ତ

ଗଜପତି,୯।୧୧(ଗିରିଧାରୀ ପରିଛା)-ଗଜପତି ଜିଲା ପାରଳାଖେମୁଣ୍ଡିର ଜଣେ ପ୍ରତିଷ୍ଠିତ ଓକିଲଙ୍କ ଉପରକୁ ଏସିଡ ମାଡ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ବାର୍‌ ଆସୋସିଏଶନର ବରିଷ୍ଠ ଓକିଲ ପି. ରାମରାଓ । ଏଥିରେ ତାଙ୍କ ଦେହ ସହ ମୁହଁରେ ଅଧିକାଂଶ ଜାଗାରେ କ୍ଷତ ବିକ୍ଷତ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏହି ମାନଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ଭୁବନେଶ୍ୱର,୯।୧୧: ରାଜ୍ୟ ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ମିଳିବ। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଆଇଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ: ଯୋଗାଣ-ଶକ୍ତି ବିଭାଗ ସଚିବ ପଦରୁ ହଟିଲେ…

ଭୁବନେଶ୍ୱର,୯।୧୧: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଆଇଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳକ କରାଯାଇଛି। ଶକ୍ତି ବିଭାଗର ସଚିବ ପଦରୁ ହେମନ୍ତ ଶର୍ମାଙ୍କୁ ବଦଳି କରାଯାଇଛି। ପ୍ରମୁକ ସଚିବ ବିଶାଲ କୁମାର ଦେବଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଖାଦ୍ୟ ଯୋଗାଣ…

ଶ୍ମଶାନରୁ ଜବତ ହେଲା ପୂର୍ବତନ ବିଧାୟକଙ୍କ ସ୍ତ୍ରୀଙ୍କ ମୃତଦେହ, ବୋହୂଙ୍କୁ ନେଇ ବଢ଼ୁଛି ସନ୍ଦେହ 

ଭୁବନେଶ୍ୱର,୧୧।୯: ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ହାଇଡ୍ରାମା  ଦେଖିବାକୁ ମିଳିଛି। ଅର୍ଦ୍ଧଦଗ୍ଧ ମୃତଦେହକୁ ନେଇ ସନ୍ଦେହ ବଢ଼ୁଛି। ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ତେବେ ସବୁଠୁ ବଡ଼ କଥା  ହେଉଛି ଏହା କୌଣସି ସାଧାରଣ ମୃତଦେହ ନୁହେଁ ଏହା ବ୍ରହ୍ମଗିରିର ପୂର୍ବତନ…

ବାଣ ଭିଡୁଥିଲେ ସ୍ବାମୀ-ସ୍ତ୍ରୀ: ଘଟିଲା ବିସ୍ଫୋରଣ

ନୟାଗଡ଼,୯।୧୧: ନୟାଗଡ଼ ଜିଲା ଶରଣକୂଳ ଥାନା ଗୋଲଗାଁରେ ଶନିବାର ଏକ ଅଘଟଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ ଘଟି ସ୍ବାମୀ-ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଦମ୍ପତିଙ୍କୁ ଉଦ୍ଧାର କରି…

ସମ୍ବଲପୁରରେ ଯୁବକଙ୍କୁ ହତ୍ୟା

ସମ୍ବଲପୁର: ସମ୍ବଲପୁର ଟାଉନ ଥାନା ଠେଲ୍‌କୋପଡ଼ାରେ ଶନିବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ୪ରୁ ୫ଜଣ ଯୁବକ ସଂଘବଦ୍ଧ ଭାବେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଝଗଡ଼ାକୁ କେନ୍ଦ୍ର କରି ଏହି ହତ୍ୟା କାଣ୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri