ରାଜ୍ୟ

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ ବଜେଟ ଆଗତ କରିବେ। ଏହି ଦୃଷ୍ଟିରୁ ଦେଖିଲେ ଶାସକ ଦଳ ପାଇଁ ଏହି…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ ଆସି ଛଡେଇ ନେଇଥିବା ନେଇ ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ,…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ ଆଗତ କରିବେ। ବିଧାନସଭାର ପ୍ରଥମ ଦିନ ରାଜ୍ୟପାଳ ହରିବାବୁ କମ୍ଭମପାଟି ତାଙ୍କ ଅଭିଭାଷଣ…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧ (ବିଇ/ବିଟେକ) ପରୀକ୍ଷାରେ ୧୨ଜଣ ଛାତ୍ରୀଛାତ୍ର ଶତ ପ୍ରତିଶତ ମାର୍କ ରଖିଛନ୍ତି। ଏମାନଙ୍କ ମଧ୍ୟରେ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରାଯିବ । ସରକାର ଏକାଥରେ କୋଟିଏ ମହିଳାଙ୍କ ଖାତାକୁ ୫ ହଜାର…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି । ତାଙ୍କୁ ସଙ୍ଘବଦ୍ଧ ହତ୍ୟା ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର ସ୍ଥିତ ବାସଭବନରେ ରାତି ୮ଟା ୫୦ ମିନିଟ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ ୮ଟା ୫୦ ମିନିଟ୍‌ରେ ରାସେଶ୍ୱରୀଙ୍କ ପରଲୋକ ଘଟିଥିବା ନେଇ ପରିବାର ଲୋକଙ୍କ ପକ୍ଷରୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ। ଏହା ଦ୍ୱାରା ଦକ୍ଷିଣ ଓଡ଼ିଶାର ଏହି ପ୍ରମୁଖ ରେଳ ଷ୍ଟେସନରେ ଅତ୍ୟାଧୁନିକ ସୁବିଧା…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ ପରିବାର ସର୍ବସ୍ୱ ହରେଇବା ଅଭିଯୋଗ ହେଉଛି । ଉକ୍ତ ଅଞ୍ଚଳରେ ଜଣେ ବ୍ୟବସାୟୀ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା ପ୍ରଧାନ ଅଧ୍ୟକ୍ଷତା କରିଥିଲେ । ଏଥିରେ ଦାରିଙ୍ଗବାଡି ବ୍ଲକର ୧୬ଟି ପଞ୍ଚାୟତର ୧୭୫ଜଣ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ ପଟ୍ଟନାୟକଙ୍କୁ ମୋର କିଛି ପଚାରିବାକୁ ଇଚ୍ଛା ନାହିଁ କି ଆଶା ନାହିଁ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri