ରାଜ୍ୟ

ଶୂନ ହୋଇଯିବ ବିଜେଡି: ଚମକାଇଲା ଯାଜପୁର ଏମ୍‌ପିଙ୍କ ବୟାନ…

ଭୁବନେଶ୍ୱର,୬।୧୧: ରାଜ୍ୟରେ ଭାଜପା ସରକାରକୁ ଆସିବା ପରେ ଜଣଙ୍କ ପରେ ଜଣେ ବିଜେଡି ନେତା ଦଳ ଛାଡ଼ୁଛନ୍ତି। ଏହାକୁ ନେଇ ଯାଜପୁର ଏମ୍‌ପି ରବୀନ୍ଦ୍ର ନାରାୟଣ ବେହେରା ବଡ଼ ବୟାନ ଦେଇଛନ୍ତି। ଯାଜପୁରରୁ ପ୍ରକ୍ରିୟା ଆରମ୍ଭ ହେଲା, ୨୦୨୯ ନିର୍ବାଚନ ବେଳକୁ…

ମୋବାଇଲ ନେଟୱାର୍କ ପାଇଁ ଆନ୍ଦୋଳନ: ୮ ଘଣ୍ଟା ପରେ ଓହରିଲେ , ୩ ଦିନ ଭିତରେ…

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମରେ ଏକାଧିକ ପଞ୍ଚାୟତବାସୀ ଏକାଠି ହୋଇ ଦାରିଙ୍ଗବାଡି ମୋହନାକୁ ସଂଯୋଗ କରୁଥିବା ପୂର୍ତ୍ତବିଭାଗ ରାସ୍ତାକୁ ବୁଧବାର ଅବରୋଧ କରିଥିଲେ। ବିକ୍ଷୋଭ ପ୍ରଦର୍ଶନ ସହ  ପ୍ରାୟ ୮ ଘଣ୍ଟା…

୨୦୨୭ ସୁଦ୍ଧା ଶେଷ ହେବ ଭୁବନେଶ୍ୱର ମେଟ୍ରୋ କାର୍ଯ୍ୟ

ଭୁବନେଶ୍ୱର,୬।୧୧: ୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଭୂମିରୁ ୧୩ ମିଟର ଉଚ୍ଚରେ ଏହି ଟ୍ରେନ୍‌ଗୁଡ଼ିକ ଚଳାଚଳ କରିବ। ରାଜଧାନୀର ରାଜମହଲ, ଜୟଦେବ ବିହାର ଏବଂ ବାରଙ୍ଗରେ ଉଚ୍ଚତା ଅଧିକ ରହିବ। ପ୍ରତି ୧୦ ମିନିଟ୍‌…

ଇଡ୍‌କୋ ମ୍ୟାନେଜରଙ୍କ ଅମାପ ସମ୍ପତ୍ତି: ଚାରିଆଡ଼େ ଲାଗିଛି ଡିଜିଟାଲ୍ ଲକର୍, ରିମୋଟ୍ ଟିପିଲେ ଖୋଲୁଛି ଗେଟ୍

ଭୁବନେଶ୍ୱର,୬।୧୧: ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରି ଜବତ କରିଛି ପୁଳା ପୁଳା ସମ୍ପତ୍ତି। ସବୁ କବାଟ, ଝରକା, ଆଲମିରାରେ ସବୁଆଡ଼େ ଲାଗିଛି ଡିଜିଟାଲ୍ ଲକର୍। ପ୍ରଚୁର ଟଙ୍କା ଖର୍ଚ୍ଚ କରି ୭ହଜାର ବର୍ଗଫୁଟରେ ୩ ମହଲା ଘର…

ଭାଜପାରେ ସାମିଲ ହେଲେ ସୁନନ୍ଦା ଦାସ

ଭୁବନେଶ୍ୱର,୬।୧୧: ଭାଜପାରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ବୁଧବାର ଭାଜପାରେ ମିଶିଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ ହୋଇଥିବା ସୂଚନା ମିଳିଛି। ଦଳରେ ଅଣଦେଖା ହେଉଥିବା…

ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ମାଣ୍ଡିପଙ୍କା ଗାଁରେ ପହଞ୍ଚି ତଦନ୍ତ କଲେ ଆରଡିସି, ଜିଲାପାଳ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପାଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ମଧ୍ୟ ଗୁରୁତର ଅବସ୍ଥାରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ…

ଆମ୍ବ ଟାକୁଆ ଯାଉ ଘଟଣାପରେ ପ୍ରଶାସନର ତତ୍ପରତା: ଏସ୍‌ଏଚ୍‌ଜି ମହିଳାମାନଙ୍କୁ ସ୍ବାବଲମ୍ବୀ କରିବାକୁ ଅଣ୍ଟା ଭିଡିଛନ୍ତି ସରକାର: ଏଣିକି ଚାଷ ପାଇଁ ମିଳିବ ଋଣ 

ଦାରିଙ୍ଗବାଡି, ୬।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ମାଣ୍ଡିପଙ୍କା ଗସ୍ତପରେ ଉକ୍ତ ଅଞ୍ଚଳର ଚିତ୍ର ବଦଳିବା ନେଇ ଲୋକଙ୍କ ମଧ୍ୟରେ ଆଶାସଞ୍ଚାର ହୋଇଛି।। ଜିଲାପାଳଙ୍କ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ମାଣ୍ଡିପଙ୍କା ସମେତ ସମଗ୍ର ଦାରିଙ୍ଗବାଡି ବ୍ଲକରେ ରହିଥିବା…

ଆଜି ପଦ୍ମ ଧରିବେ କି ସୁନନ୍ଦା? ବଢ଼ୁଛି…

ଭୁବନେଶ୍ୱର,୬।୧୧: ବୁଧବାର ଭାଜପାରେ ମିଶିବେ କି ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ସୁନନ୍ଦା ବୁଧବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ପଦ୍ମ ଧରିବା ନେଇ ଚର୍ଚ୍ଚା ବଢ଼ୁଛି। ପୂର୍ବତନ ବିଧାୟିକା ସୁନନ୍ଦା ଦାସ କିଛିିଦିନ ତଳେ ବିଜେଡିରୁ ଇସ୍ତଫା ଦେଇଥିଲେ।ବିଧାନସଭା ନିର୍ବାଚନରେ…

ପଶ୍ଚିମବଙ୍ଗର ନକଲି ଡାକ୍ତରଙ୍କ ଓଡ଼ିଶା ମୁହାଁ,କୁୱାକ ଡାକ୍ତର କରୁଛନ୍ତି ମେଜର ଅପରେଶନ

ଭୋଗରାଇ,୬।୧୧( ପ୍ରଦୀପ ଦାସ ): ରାଜ୍ୟରେ ସରକାରୀ ଚିକିତ୍ସାଳୟ ଗୁଡିକରେ ଦୈନନ୍ଦିନ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ହେଲେ ଚିକିତ୍ସା କେନ୍ଦ୍ରରେ ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କ ପଦବୀ ପୂରଣ ହେଉ ନ ଥିବାରୁ ଚିକିତ୍ସା ସେବା ବାଧାପ୍ରାପ୍ତ…

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର,୬।୧୧: ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ୱରର ରାଜାରାଣୀ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ୪ ଏନ୍‌ଏସ୍‌ଏସ୍‌ ଛାତ୍ରୀଛାତ୍ରଙ୍କ ଆସାମ ଗସ୍ତ

ଭବାନୀପାଟଣା,୬।୧୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଏନ୍‌ଏସ୍‌ଏସ୍‌ ବ୍ୟୁରୋ ପକ୍ଷରୁ ୪ ଜଣ ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ ପୂର୍ବାଞ୍ଚଳ ପ୍ରି ଆର୍‌ ଡି ପରେଡ ଚୟନ ଶିବିରରେ ଅଂଶ ଗ୍ରହଣ କରିବା ପାଇଁ ମଙ୍ଗଳବାର ଆସାମ ଗସ୍ତ…

ଅଭିଯୋଗକୁ ରେଳ ବିଭାଗର ଖଣ୍ଡନ

ଢେଙ୍କାନାଳ,୬।୧୧(ରତନ ନାୟାର): ଢେଙ୍କାନାଳ ଜିଲା ସଦର ରେଞ୍ଜ ମୋଟଙ୍ଗା ଥାନା ମେରାମଣ୍ଡଳୀ ରେଳ ଷ୍ଟେଶନ ନିକଟରେ ଗତ ଶୁକ୍ରବାର ବିଳମ୍ବିତ ରାତିରେ ୪୯ ହାତୀ ରେଳଧାରଣା ପାର ହେଉଥିବା ବେଳେ ତାଳଚେର ଆଡୁ ଆସୁଥିବା ଏକ ମାଲଗାଡି ଟ୍ରେନ୍‌ ଧକ୍କାରେ ଗୋଟିଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri