ରାଜ୍ୟ

ଗୋଳାବାରୁଦ କାରଖାନାରେ ବିସ୍ଫୋରଣ: ଜଣେ କର୍ମଚାରୀ ଗୁରୁତର

ବଲାଙ୍ଗୀର,୯ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବଡ଼ମାଳ ଗୋଳାବାରୁଦ କାରଖାନାରେ ବୁଧବାର ରାସାୟନିକ ଦ୍ରବ୍ୟ ମିଶ୍ରଣ ବେଳେ ବିସ୍ଫୋରଣ ଘଟି ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର କର୍ମଚାରୀ ଶିବ ପ୍ରସାଦ ଭୋଇଙ୍କୁ ରାଉରକେଲା…

ନିର୍ଦ୍ଦେଶକୁ ବାଏଁ ବାଏଁ ଉଡ଼ାଇଦେଲେ: ପୁଣି ଏକାଠି ହେଲେ ପୂର୍ବତନ ବିଧାୟକଙ୍କ ପୁଅ, ଆଜି ନବୀନଙ୍କୁ ଦେବେ ଦାବିପତ୍ର

ଭୁବନେଶ୍ୱର, ୯ା୪(ସୁନିତ୍‌ ମିଶ୍ର):ଓ୍ବକ୍‌ଫ ବିଲ୍‌ ପ୍ରସଙ୍ଗରେ ବିଜେଡି ଭାଗ ହୋଇଯାଉଥିବା ଦେଖିବାକୁ ମିଳୁଛି। ପାଣ୍ଡିଆନ୍‌ଙ୍କୁ ସୁରକ୍ଷା ଦେବାକୁ ଗୋଟିଏ ଗୋଷ୍ଠୀ ଲାଗିପଡ଼ିଛନ୍ତି। ଅନ୍ୟପଟେ ପାଣ୍ଡିଆନ୍‌ଙ୍କ ହାତରୁ ବିଜେଡି ସାଙ୍ଗଠନିକ ଦାୟିତ୍ୱ ରଖେଇ ନ ଦେବା ଲାଗି ତୃଣମୂଳସ୍ତରରୁ ଆରମ୍ଭକରି ରାଜ୍ୟସ୍ତର ପର୍ଯ୍ୟନ୍ତ…

କୁପୋଷଣ ଚିହ୍ନଟରେ ଏଆଇ ବ୍ୟବହାର: ଓଡ଼ିଶା ଦେଶରେ ପ୍ରଥମ

ଭୁବନେଶ୍ୱର,୯।୪(ରବିନାରାୟଣ ଜେନା):କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ଆଧାରିତ ଟେକ୍ନୋଲୋଜିକୁ ବ୍ୟବହାର କରି ଏବେ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁଙ୍କ ଆନ୍ଥ୍ରୋପୋମେଟ୍ରି ତଥା ଓଜନ ଏବଂ ଉଚ୍ଚତା ମାପ କରାଯିବା ସହ କୁପୋଷଣକୁ ପ୍ରାରମ୍ଭିକ ଅବସ୍ଥାରେ ହିଁ ଚିହ୍ନଟ କରାଯାଇପାରିବ। ଯଦ୍ଦ୍ବାରା ଶିଶୁଙ୍କ ଓଜନ ଏବଂ ଉଚ୍ଚତା…

ନବଜାତ କନ୍ୟାକୁ ଫିଙ୍ଗିଦେଲେ, ନର୍ସରୀ ନିକଟରୁ ଉଦ୍ଧାର କରି…

ବଲାଙ୍ଗୀର,୯ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ନେଗୀପାଲି ନର୍ସରୀ ନିକଟରେ କେହି ଫିଙ୍ଗି ଦେଇଥିବା ନବଜାତ କନ୍ୟା ସନ୍ତାନକୁ ସ୍ଥାନୀୟ ଲୋକେ ଓ ପୋଲିସ ଉଦ୍ଧାର କରି ପ୍ରଥମେ ଲୋଇସିଂହା ସିଏଚ୍‌ସି ଓ ପରେ ବଲାଙ୍ଗୀର ଭୀମଭୋଇ…

ବିଜେଡିରେ ହଲ୍‌ଚଲ୍‌: ହୋଟେଲ୍‌ରେ ମେଳି ବାନ୍ଧୁଛନ୍ତି ନେତା

ଭୁବନେଶ୍ବର,୯।୪: ସଂସଦରେ ଓ୍ବକଫ୍‌ ବିଲ୍‌ ବିଜେଡିରେ ଝଡ଼। ଜଣଙ୍କ ପରେ ଜଣେ ନେତା କାଦୁଅ ଫିଙ୍ଗାଫିଙ୍ଗି ହେବା ପରେ ଏବେ ବିଜେଡି ନେତାଙ୍କ ମେଳି ଚାଲଛି। ମଙ୍ଗଳବାର ନବୀନ ନିବାସରେ ହେଭିଓ୍ବେଟ୍‌ଙ୍କ ମିଟିଂ ଚାଲିଥିବା ବେଳେ ଆଜି ପୁଣି ଏକ ହୋଟେଲ୍‌ରେ…

ଗର୍ଭବତୀଙ୍କୁ ଆଣିବା ପାଇଁ ଯିବାବେଳେ ଓଲଟିଲା ଆମ୍ବୁଲାନ୍ସ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଧାନବେଣୀ କପୁଣ୍ଡି ରାସ୍ତାର କପୁଣ୍ଡି ପଇଦା ବନ୍ଧ ନିକଟରେ ବୁଧବାର ଭାରସାମ୍ୟ ହରାଇ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡ଼ିଛି। ଦୁର୍ଘଟଣା ରେକଟା ବେଡ଼ା ଗ୍ରାମର ଡ୍ରାଇଭର ଦୟାନିଧି ମହାନ୍ତ…

ଭକ୍ତଙ୍କ ନାଁରେ ମାମଲା

ଭୁବନେଶ୍ୱର,୯।୪: କଂଗ୍ରେସ କର୍ମୀଙ୍କ ବିଧାନସଭା ଘେରାଉ ଘଟଣାରେ ୫ ହଜାରରୁ ଊଦ୍ଧର୍‌ବ କଂଗ୍ରେସ କର୍ମୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ଏହି କ୍ରମରେ ପିସିସି ସଭାପତି ଭକ୍ତ ଦାସଙ୍କ ନାଁରେ ବି ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ଏନେଇ କଂଗ୍ରେସର ଅନେକ…

ସିଆର୍‌ପିଏଫ୍‌ ୨୧୬ ବାଟାଲିୟନ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ

ନୂଆପଡ଼ା୯୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ଜାମଗାଁ ସିଆର୍‌ପିଏଫ୍‌ କ୍ୟାମ୍ପ ସମ୍ମୁଖରେ ୨୧୬ ବାଟାଲିୟାନ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସିଆର୍‌ପିଏଫ୍‌ କମାଣ୍ଡାଣ୍ଟ ଏରିକ ଗିଲବଟ ଯୋଷ ମୁଖ୍ୟଅତିଥି ଓ…

ଲଘୁଚାପ ଆହୁରି ଘନୀଭୂତ: ୧୯ ଜିଲାରେ ଛେଚିବ ବର୍ଷା

ଭୁବନେଶ୍ୱର,୯ା୪:ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପକ୍ଷେତ୍ର ମଙ୍ଗଳବାର ଆହୁରି ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୧୨ଘଣ୍ଟା ପର୍ଯ୍ୟନ୍ତ ନିଜର ତୀବ୍ରତା ବଜାୟ ରଖିବା ସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର…

ପାଣ୍ଡିଆନଙ୍କୁ ବଞ୍ଚାଇବାକୁ ଉଦ୍ୟମ: ମଞ୍ଚରୁ ନବୀନ ଉଭାନ

ଭୁବନେଶ୍ୱର,୯ା୪(ସୁନିତ୍‌ ମିଶ୍ର):ଓ୍ବକ୍‌ଫ ବିଲ୍‌କୁ ନେଇ ବିଜେଡିରେ ଦେଖାଦେଇଥିବା ଦ୍ୱନ୍ଦ୍ୱ ଭିତରେ ଛନ୍ଦିହୋଇପଡ଼ିଥିବା ଭି.କେ. ପାଣ୍ଡିଆନ୍‌ଙ୍କୁ ବଞ୍ଚାଇବାକୁ ଦଳ ଭିତରେ ଜୋର୍‌ଦାର ଉଦ୍ୟମ ଆରମ୍ଭ ହୋଇଯାଇଛି। ଏହାକୁ ସମ୍ଭାଳିିବାକୁ ପାଣ୍ଡିଆନ୍‌ଙ୍କ ଜଣେ ସହଯୋଗୀ ସବୁ ପ୍ରକାର ଉଦ୍ୟମ ଚଳାଇଛନ୍ତି। ଗତ ୫ ଦିନ…

ଖୁସି ଖବର: ଓଡ଼ିଶାରେ ସୃଷ୍ଟି ହେବ ୯୫,୯୧୫ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯାଇ ଦେଶର ବହୁ ଶିଳ୍ପ ନେତୃତ୍ୱଙ୍କ ସହ ଆଲୋଚନା କରିଛନ୍ତି। ମଙ୍ଗଳବାର ରାଜ୍ୟରେ ପୁଞ୍ଜିନିବେଶ ନେଇ ୧୩ କମ୍ପାନୀ ସହ ମୁଖ୍ୟମନ୍ତ୍ରୀ ଚୁକ୍ତି ସ୍ବାକ୍ଷର କରିଛନ୍ତି। ବିଭିନ୍ନ କମ୍ପାନୀ ସହ…

Top 5 Beaches of Odisha: ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ସମୁଦ୍ର କୂଳ, ଜାଣନ୍ତୁ କିଛି ରୋଚକ କଥା

ପୁରୀ ଓଡ଼ିଶାର ପୂର୍ବ ଉପକୂଳରେ ଅବସ୍ଥିତ ପୁରୀ ବେଳାଭୂମି। ଜଗନ୍ନାଥ ଧାମ ନିକଟରେ ଥିବା ଏହି ବେଳାଭୂମିର ସୌନ୍ଦର୍ଯ୍ୟ ଅବଲୋକନ କରିବାକୁ ଦୈନିକ ଲକ୍ଷଲକ୍ଷ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ। ଏଠାରେ ସମୁଦ୍ରରେ ଗାଧୋଇବାର ବେଶ ଆନନ୍ଦ ଉଠାଇଥାନ୍ତି ପର୍ଯ୍ୟଟକ। ଚନ୍ଦ୍ରଭାଗା ପୁରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?