ରାଜ୍ୟ

ଓଡିଶାର ପ୍ରମୁଖ ଶକ୍ତିପୀଠକୁ ନେଇ ହେବ ଶକ୍ତି କରିଡର: ଉପମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୮ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆରାଧ୍ୟା ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ସରିଛି। ଶେଷ ପାଳିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ…

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍‌, ପରବର୍ତ୍ତୀ କିସ୍ତିରେ ଏମାନଙ୍କୁ ମିଳିବନି ଟଙ୍କା!

ଭୁବନେଶ୍ୱର,୮।୪: ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ଼ ଅପଡେଟ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦେଇଛନ୍ତି ବଡ଼ ସୂଚନା । ପରବର୍ତ୍ତୀ କିସ୍ତି ଟଙ୍କା ପାଇଁ ହିତାଧିକାରୀମାନେ ଅପେକ୍ଷା କରିଥିବା ବେଳେ ଆସିିଛି ଜରୁରୀ ସୂଚନା । ଏଭଳି ଏକ ଘୋଷଣା ପରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମନ୍ତ୍ରୀ, ବିଧାୟକଙ୍କ ଲାଗି ଖରାରେ ଶିଝିଲେ ଶିଶୁ : ସାଧାରଣରେ ବଢିଲା ଅସନ୍ତୋଷ

ପୁରୁଷୋତ୍ତମପୁର,୮।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତହୋଇଛି। ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି ପ୍ରବଳ ଜନ ସମାଗମ ହୋଇଥିବା ବେଳେ ମାନସିକଧାରୀମାନେ ନିଜ ନିଜର ଶିଶୁମାନଙ୍କୁ ମୁଣ୍ଡନ କରାଇ ମା’ଙ୍କ ଆର୍ଶୀବାଦ…

ନବୀନଙ୍କୁ ଟାର୍ଗେଟ କଲେ ବାବୁ: କହିଲେ ନାୟକ ନବୀନ, ଖଳନାୟକ ବି ନବୀନ

ଭୁବନେଶ୍ୱର,୮।୪: ୱକ୍‌ ବିଲ ଭୋଟିଂକୁ ନେଇ ରାଜନୀତି ସରଗରମ ହୋଇଛି। ତେବେ ଏହି ଘଟଣାକୁ ନେଇ ଭାଜପା ବିଧାୟକ ବାବୁ ସିଂ ନବୀନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଓଡ଼ିଶାବାସୀଙ୍କ ସହ ଡ୍ରାମା କରୁଛନ୍ତି ନବୀନ ବାବୁ। ସମସ୍ତ ଏପିସୋଡର ନାୟକ…

ସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ କ୍ଷେତ୍ର: ଏସବୁ ଜିଲାରେ ବର୍ଷା 

ଭୁବନେଶ୍ୱର,୮।୪: ସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ କ୍ଷେତ୍ର । ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଦକ୍ଷିଣପଶ୍ଚିମ ପାଶର୍‌ବବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ସ୍ପଷ୍ଟଚିହ୍ନିତ ହୋଇଛି। ଆଗାମୀ ୨୪ ଘଣ୍ଟା ଯାଏ ନିଜର ତୀବ୍ରତା ବଜାୟ ରଖିବ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର-ଉତ୍ତରପଶ୍ଚିମ…

ବିଜେଡି ନେତା ସମ୍ବିତ ରାଉତରାୟଙ୍କ ବଡ଼ ବୟାନ: ପାଣ୍ଡିଆନଙ୍କୁ ଅତୀତ କହି…

ଭୁବନେଶ୍ୱର,୪।୮: ୱାକଫ୍‌ ବିଲ ଭୋଟିଂ ନେଇ ରାଜନୀତି ସରଗରମ ରହିଥିବା ବେଳେ ନବୀନ ନିବାସରେ ହେବିଓ୍ବେଟଙ୍କୁ ନେଇ ଚାଲିଛି ମାନସ ମନ୍ଥନ। ଏପଟେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ ଦେବାଶିଷଙ୍କୁ ସପୋର୍ଟ କରି କହିଛନ୍ତି, ଦେବାଶିଷ…

ମାନସ ମଙ୍ଗରାଜ ଭାଜପାର ଦଲାଲ: ଅଭିଯୋଗକୁ ଖଣ୍ଡନ କରି ନୀଳମାଧବଙ୍କୁ  ଚିହ୍ନିନି କହିଲେ ….

ଭୁବନେଶ୍ୱର,୮।୪: ମାନସ ମଙ୍ଗରାଜଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଥିଲେ ବିଜୁ ଯୁବ ଜନତା ଦଳ ନେତା ନୀଳ ମାଧବ ମହାନ୍ତି। ତେବେ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି ମାନସ। ମାନସ କହିଛନ୍ତି, ସସ୍ମିତ ପାତ୍ର ତାଙ୍କୁ ଏପରି କହିଥିବା ମୋର ବିଶ୍ବାସ…

ପୋଲିସ ବାରାକରୁ ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲେଶ୍ବର,୮।୪: ବାଲେଶ୍ବର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ଯଶୋଦା ଦାସ। ରିପୋର୍ଟ ଅନୁଯାୟୀ, ମଙ୍ଗଳାବର ସକାଳେ ମହିଳା କନଷ୍ଟେବଳଙ୍କୁ ବାରାକ ଭିତରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା।…

ଆସୁଛି ଲଘୁଚାପ: ଆଜିଠୁ ଛେଚିବ ବର୍ଷା

ଭୁବନେଶ୍ୱର,୮।୪: ଆଜିଠୁ ବର୍ଷା ତାତିରୁ ମିଳିବ ସାମାନ୍ୟ ଆସ୍ବସ୍ତି। ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ତାର ପାର୍ଶବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮କିମି ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ…

ରାଜନୀତିରେ ହଇଚଇ, ଅରୁଣ କହିଦେଲେ ନବୀନ ଥିବା ଯାଏ…

ଭୁବନେଶ୍ୱର,୮।୪: ୱାକଫ୍‌ ବିଲ ଭୋଟିଂ ନେଇ ରାଜନୀତି ସରଗରମ ହୋଇଛି। ମଙ୍ଗଳବାର ପ୍ରସନ୍ନ ଆଚାର୍ଯ୍ୟ, କଳିକେଶ ସିଂଦେଓ, ପ୍ରତାପ ଦେବ ଓ ଅନଙ୍ଗ ଉଦୟ ସିଂହଦେଓ ନବୀନ ନିବାସରେ ପହଞ୍ଚି ଥିଲେ। ପରେ ଅରୁଣ ସାହୁ, ପ୍ରଣବ ବଳବନ୍ତ ରାୟ, ଅତନୁ,…

ଥମୁନି ୱକ୍‌ଫ ଝଡ଼: ମାନସଙ୍କ ନାଁ ନେଇ ବଡ଼ ଅଭିଯାଗ ଆଣିଲେ ବିଜେଡି ନେତା

ଭୁବନେଶ୍ୱର,୮।୪: ରାଜ୍ୟରେ ୱକ୍‌ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ବିଜୁ ଯୁବ ଜନତା ଦଳ ନେତା ନୀଳ ମାଧବ ମହାନ୍ତି ବିଲ୍‌ ସମର୍ଥନ ପଛରେ ମାନସ ମଙ୍ଗରାଜ…

ରାଜ୍ୟ ରାଜନୀତିରେ ଝଡ଼: କାହା ହାତରେ ବିଜେଡି ଭବିଷ୍ୟତ ?

ଭୁବନେଶ୍ୱର,୮।୪: ୱାକଫ ବିଲ ଭୋଟିଂ ନେଇ ରାଜନୀତି ସରଗରମ ହୋଇଛି। ରାଜ୍ୟ ରାଜନୀତିରେ ଝଡ଼ ସୃଷ୍ଟି ହୋଇଥିବା ବେଳେ କାହା ହାତରେ ବିଜେଡି ଭବିଷ୍ୟତ ତାହାକୁ ନେଇ ଏବେ ପ୍ରଶ୍ନ ଉଠୁଛି। ମଙ୍ଗଳବାର ପ୍ରସନ୍ନ ଆଚାର୍ଯ୍ୟ, କଳିକେଶ ସିଂଦେଓ, ପ୍ରତାପ ଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?