ରାଜ୍ୟ

ଓଡ଼ିଶା ଭିତରେ ପଶି ପଶ୍ଚିମବଙ୍ଗ ରାସ୍ତା ନିର୍ମାଣକୁ ବନ୍ଦ କଲେ ବିଧାୟକ ଗୌତମ ବୁଦ୍ଧ

ଭୋଗରାଇ, ୭।୪(ପ୍ରଦୀପ ଦାସ): ଆମେ ଓଡ଼ିଆ। ମା, ମାଟି ମାତୃଭାଷା ବିପନ୍ନ ହେଲେ ସୁରକ୍ଷା ପାଇଁ ଲଢ଼େଇକରି ବଞ୍ଚିବା ଶିଖିଛୁ। ଯୋଗ୍ୟ ସନ୍ତାନ ଭାବେ ଆମ ମାକୁ ମାଉସୀହାତରେ ଟେକିଦେବୁ ନାହିଁ କି ତାଙ୍କ ଗୋଡ଼ତଳେ ପଡି ଶରଣ ପଶିବୁ ନାହିଁ।…

ଦୁଇଫାଳ ହେଲା ବିଜେଡି: ଦଳେ ପାଣ୍ଡିଆନଙ୍କ ସପକ୍ଷରେ, ଦଳେ ବିପକ୍ଷରେ

ଭୁବନେଶ୍ୱର,୭ା୪: ବିଜୁ ଜନତା ଦଳର ଭବିଷ୍ୟତ ଭିକେ ପାଣ୍ଡିଆନଙ୍କ ଆଗରେ ପଛରେ ଘୁରି ବୁଲୁଛି। ସେ ଯେମିତି ଚାହିଁବେ ଦଳର ଭବିଷ୍ୟତ ସେପରି ହେବ। କାରଣ ଦଳର ଅଧେ ନେତା ପାଣ୍ଡିଆନଙ୍କ ସମର୍ଥନ କରୁଥିବା ବେଳେ ଅଧେ ଖୋଲାଖୋଲି ବିରୋଧ କରୁଛନ୍ତି।…

ସୋଫିଆଙ୍କ ଉପରେ ତାତିଲେ ଦେବାଶିଷ, କହୁକହୁ ଯାହା କହିଲେ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୭।୪: କଂଗ୍ରେସ ବିଧାୟିକା ସୋଫିଆ ସୋମବାର ରାଜ୍ୟସଭା ଏମ୍‌ପି ଦେବାଶିଷଙ୍କୁ ଟାର୍ଗେଟ କରିଥିଲେ। ଏହି ଘଟଣା ପରେ ସୋଫିଆଙ୍କ ଉପରେ ତାତିଛନ୍ତି ଦେବାଶିଷ। ଦେବାଶିଷ ସୋଫିଆଙ୍କୁ କହିଛନ୍ତି ସୋଫିଆ ରାଜନୀତିରେ କାଲି ଜନ୍ମ ହୋଇଥିବା ମହିଳା। ତାଙ୍କ ବିଷୟରେ ଟିପ୍ପଣୀ କରି…

ରତ୍ନଭଣ୍ଡାର ଚାବି ହଜିବା ମାମଲା: ଦୁଇ ମାସ ମଧ୍ୟରେ ସାର୍ବଜନୀନ ହେବ  ତଦନ୍ତ କମିଶନଙ୍କ ରିପୋର୍ଟ

କଟକ,୭।୪: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଛି। ତେବେ ଶୁଣାଣି ସମୟରେ ତଦନ୍ତ କମିଶନଙ୍କ ରିପୋର୍ଟ ଆଗାମୀ ଦୁଇ ମାସ ମଧ୍ୟରେ ରାଜ୍ୟ କ୍ୟାବିନେଟରେ ଉପସ୍ଥାପିତ ହେବ ବୋଲି ଆଡଭୋକେଟ୍‌ ଜେନେରାଲ କୋର୍ଟଙ୍କୁ ସୂଚନା ଦେଇଥିଲେ…

ଭାଜପା ବିଜେଡିକୁ ଟାର୍ଗେଟ କଲେ ସୋଫିଆ, ଖୋଲିଦେଲେ ରାଜ୍ୟ ବିକାଶ ନ ହେବାର ବଡ଼ କାରଣ 

ଭୁବନେଶ୍ୱର,୭।୪ : କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋସ ଭାଜପା ବିଜେଡିକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମହିଳାଙ୍କୁ ସବୁବେଳେ ଭୋଟ ବ୍ୟାଙ୍କ ହିସାବରେ ଦେଖାଯାଉଛି। ଭୋଟ ବ୍ୟାଙ୍କ ହିସାବରେ ଦେଖୁଥିବାରୁ ରାଜ୍ୟର ବିକାଶ ହେଉନି। ୪୦, ୫୦ବର୍ଷ ମହିଳାଙ୍କୁ କାଢ଼ି ଦେଲେ…

ନବୀନ ନିବାସରେ ଶୁଭିଲା ପାଣ୍ଡିଆନ ଗୋ ବ୍ୟାକ ନାରା: ଗର୍ଜିଲେ ମୁନ୍ନାଙ୍କ ସମର୍ଥକ

ଭୁବନେଶ୍ୱର,୭।୪: ୱକ୍‌ଫ ବିଲ ଭୋଟିଂକୁ ନେଇ ବିଜେଡିରେ ଲାଗି ରହିଛି ତୁମ୍ବିତୋଫାନ । ବିଜେଡି ରାଜ୍ୟ ସଭା ସଦସ୍ୟ ମୁନ୍ନା ଖାନ ଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚିବା ପରେ ଏହି ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ସସ୍ମିତ ପାତ୍ରଙ୍କ ଭାଜପା ସମର୍ଥିତ…

ସ୍ତ୍ରୀ, ପୁଅ ସମେତ ୩ ଜଣଙ୍କୁ ଗୁଳି କଲେ ବ୍ୟକ୍ତି, ପଛରେ ଥିଲା ଏମିତି କାରଣ

ଢେଙ୍କାନାଳ,୭ା୪: ଶନିବାର ଢେଙ୍କାନାଳରେ ସମ୍ପତ୍ତି ବିବାଦକୁ କେନ୍ଦ୍ର କରି ଉପୁଜିଥିବା ହିଂସାରେ ଗୋଟିଏ ପରିବାରର ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଜିଲାର ତାଳବରକୋଟ ଗାଁରେ ଘଟିଥିବା ଏହି ଘଟଣାରେ ମାୟାଧର ବେହେରା ନାମକ ଜଣେ ବ୍ୟକ୍ତି ଗୁଳି ଚଳାଇଥିବା ଅଭିଯୋଗ…

ସସ୍ମିତ ପାତ୍ରଙ୍କୁ କଡ଼ା ସମାଲୋଚନା କଲେ ଏମପି ମୁନା ଖାନ୍‌, କହିଲେ-ମୁଁ ସିଧା ଯାଇ…

ଭୁବନେଶ୍ୱର,୭ା୪: ଓ୍ବକ୍‌ଫ ବିଲ୍‌କୁ ନେଇ ବିଜୁ ଜନତା ଦଳ(ବିଜେଡି)ରେ ଉଠିଥିବା ଝଡ଼ ଥମିବାର ନାଁ ନେଉନାହିଁ। କେଉଁ ପରିସ୍ଥିତିରେ ଦଳର ଭୋଟ୍ ଦୁଇଭାଗ ହୋଇଗଲା ତାହାକୁ ଗ୍ରହଣ କରିପାରୁନାହାନ୍ତି ବିଜେଡି ନେତା। ଏହାରି ମଧ୍ୟରେ ରାଜ୍ୟସଭା ଏମପି ମୁନା ଖାନ୍‌ ଭୁବନେଶ୍ୱରରେ…

ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୪: ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ। ୪୮ ଘଣ୍ଟା ଯାଏ ସାମାନ୍ୟ ଉତ୍ତର ଆଡ଼କୁ…

ଦେବାଶିଷଙ୍କୁ ସିଧା ଟାର୍ଗେଟ୍‌ କଲେ ସୋଫିଆ, କହିଲେ କଟକର ମୁସଲମାନଙ୍କୁ…

କଟକ,୭ା୪: ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦୋସ। ଓ୍ବକଫ୍‌ ବିଲ୍‌ ଭୋଟ୍‌ ବେଳେ ଓ୍ବାକଆଉଟ୍‌କୁ ନେଇ ସିଧା ଟାର୍ଗେଟ କରିଛନ୍ତି ସୋଫିଆ। ସେ କହିଛନ୍ତି, ଓ୍ବାକଆଉଟ୍‌ ଅର୍ଥ ଦେବାଶିଷ ବାବୁ ଭାଜପାକୁ ସମର୍ଥନ କରିଛନ୍ତି। ଗୋଟିଏ…

ସାହିଯାତ ଆରମ୍ଭ: ଶ୍ରୀକ୍ଷେତ୍ର ଉତ୍ସବମୁଖର

ପୁରୀ,୭ା୪(ଅଜିତ୍‌ କୁମାର ମହାନ୍ତି): ପବିତ୍ର ରାମନବମୀଠାରୁ ଶ୍ରୀମନ୍ଦିର ତଥା ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ଏଥିପାଇଁ ଶ୍ରୀକ୍ଷେତ୍ର ଉତ୍ସବମୁଖର ହୋଇଉଠିଛି। ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ ଶ୍ରୀରାମ ଜନ୍ମଠାରୁ ରାମାଭିଷେକ ପର୍ଯ୍ୟନ୍ତ ନୀତିକାନ୍ତି…

ପ୍ରଫୁଲ୍ଲ ଘଡ଼ାଇଙ୍କ ବିସ୍ଫୋରକ ବୟାନ: ନବୀନ ସାମ୍ନାକୁ ଆସିଲେ ସବୁ ସତ…

ଭୁବନେଶ୍ୱର,୭ା୪: ବିଜେଡିର ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼ାଇ ସୋମବାର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ଏବେ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ବିଶେଷକରି ଓ୍ବକ୍‌ଫ ବିଲକୁ ନେଇ ସେ କହିଛନ୍ତି କାହିଁକି ନିଷ୍ପତ୍ତି ବଦଳିଲା, କିଏ ବଦଳାଇଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?