ମଦବୋଝେଇ ମିନି ଟ୍ରକ୍-ଆମ୍ବୁଲାନ୍ସ ଧକ୍କା: ଲୋକ ବୋହିନେଲେ ମଦପେଟି
ଚଣ୍ଡିଖୋଲ,୩।୧୧(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ବଡ଼ଚଣା ଛକ ନିକଟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଏକ ମଦ ବୋଝେଇ ମିନି ଟ୍ରକ୍କୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ଘଟଣାସ୍ଥଳରେ ମଦ ବୋଝେଇ ଗାଡ଼ି…
ଆଜିଠାରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ, ଜାଣନ୍ତୁ ସବିଶେଷ ସୂଚନା…
ଭୁବନେଶ୍ୱର,୩।୧୧: ୨୦୨୫ ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣ ରବିବାରଠାରୁ ଆରମ୍ଭ ହୋଇଛି। ଏହା ନଭେମ୍ବର ୧୮ ତାରିଖ ରାତି ୧୧.୪୫ ମିନିଟ୍ଯାଏ ଚାଲିବ। ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଲାଗି ଅନ୍ଲାଇନ୍ରେ ଫର୍ମ ପୂରଣ କରାଯାଉଛି। bseodisha.ac.inରେ…
ଦୀପାବଳି ଛୁଟିରେ ବୁଲିବାକୁ ଯାଉଥିଲେ ୪ ସାଙ୍ଗ, ଗଛରେ ପିଟିହେଲା କାର୍
ବୌଦ୍ଧ,୩।୧୧(ଅଜିତ କୁମାର ବାରିକ): ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍। ଦୁର୍ଘଟଣାରେ ଚାରି ଜଣ ସାଙ୍ଗ ଗୁରୁତର ହୋଇଛନ୍ତି। ବୌଦ୍ଧ କନ୍ଧମାଳ ସୀମାନ୍ତ ଘୋଡାଡିଆଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନେ ହେଲେ ଶ୍ରୀରାମ ଅଗ୍ରୱାଲ , କ୍ରିସ ଅଗ୍ରୱାଲ…
ସକାଳୁ ରାଜଧାନୀ ଭୁବନେଶ୍ୱରରେ ଭୂକମ୍ପ ଝଟ୍କା, ଥରିଲା ଏସବୁ ଅଞ୍ଚଳ
ଭୁବନେଶ୍ୱର,୩।୧୧: ରାଜଧାନୀରେ ଭୂମିକମ୍ପ। ରବିବାର ସକାଳେ ଭୁବନେଶ୍ୱରରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଖୁବ କମ ସମୟ ପାଇଁ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲେ ମଧ୍ୟ ଲୋକମାନଙ୍କୁ ସାମାନ୍ୟ ଝଟକା ଲାଗିଛି । ରାଜଧାନୀ ଭୁବନେଶ୍ବରରେ ସକାଳ ପ୍ରାୟ ୭ଟା…
ମାଟି ତଳେ ଥିଲା ଶ୍ରମିକଙ୍କ ହାତଗୋଡ଼ ବନ୍ଧା ମୃତଦେହ
ଯାଜପୁର/କଳିଙ୍ଗନଗର(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ),୩।୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା ଷ୍ଟିଲ୍ ଦ୍ୱାରା ପରିଚାଳିତ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍(ଏନ୍ଆଇଏନ୍ଏଲ୍)ର ବ୍ୟାଚିଂ ପ୍ଲାଣ୍ଟ ନିକଟରେ ମାଟି ତଳୁ ନିଖୋଜ ଶ୍ରମିକ ସିଲୁ ପ୍ରଧାନ(୨୨)ଙ୍କ ମୃତଦେହକୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଶନିବାର ସକାଳେ…
ଭାରପ୍ରାପ୍ତ ଅଧିକାରୀଙ୍କୁ ନେଇ ଚାଲିଛି ଉପଖଣ୍ଡ ପ୍ରଶାସନ
ଆଠମଲ୍ଲିକ, ୩।୧୧ (ଉଦୀପ୍ତ ପୁରୋହିତ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଥିବା ବିଭିନ୍ନ ବିଭାଗରୁ ଅଧିକାରୀଙ୍କ ବଦଳି ହେଉଛି। କେତେଜଣଙ୍କୁ ପଦୋନ୍ନତି ଦିଆଯାଇ ଅନ୍ୟତ୍ର ନିଆଯାଉଛି। ହେଲେ ସେମାନଙ୍କ ସ୍ଥାନରେ ନୂଆ ନିଯୁକ୍ତି ଦିଆଯାଉ ନାହିଁ। ଫଳରେ ବହୁ ବିଭାଗରେ ଅଧିକାରୀଙ୍କ…
ଜାପାନରେ ବିଜ୍ଞାନ ବିନିମୟ କାର୍ଯ୍ୟକ୍ରମରେ ଓଡ଼ିଆ ପୁଅ
ଅନୁଗୋଳ, ୩।୧୧(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଚମ୍ପତିମୁଣ୍ଡାସ୍ଥିତ ପିଏମ୍ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ ଏକାଦଶ ଶ୍ରେଣୀର ଛାତ୍ର ଯୁବ ବିଜ୍ଞାନୀ ତେଜସ ଦାଶ ଜାପାନର ଟୋକିଓରେ ଆୟୋଜିତ ସାକୁରା ବିଜ୍ଞାନ ବିନିମୟ କାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଶା ଫେରିଛନ୍ତି। ଭାରତ ସରକାରଙ୍କ ରାଷ୍ଟ୍ରୀୟ ଶୈକ୍ଷିକ…
ବେଆଇନ ମଦ ବିକ୍ରି: ତାତିଲେ ଏସ୍ଏଚ୍ଜି ମହିଳା
ଧାମନଗର୩।୧୧(ସନ୍ତୋଷ କୁମାର ମହାପାତ୍ର): ୪ ବର୍ଷରୁ ଊଦ୍ଧର୍ବ ହେଲା ବେଆଇନ ମଦ ବିକ୍ରି ନେଇ ଅଭିଯୋଗ ପରେ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ଏସ୍ଏଚ୍ଜି (ସ୍ବୟଂସହାୟକ ଗୋଷ୍ଠୀ) ମହିଳା ତାତିଛନ୍ତି। ଶନିବାର ମହିଳା ଗୋଷ୍ଠୀର ସଦସ୍ୟାମାନେ ଏକାଠି ହୋଇ ପାନ ଦୋକାନରେ…
ଦନ୍ତାକୁ ୧୦୦ ମିଟର ଘୋଷାରିନେଲା ଟ୍ରେନ୍
ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ସଦର ରେଞ୍ଜ୍ର ମେରାମଣ୍ଡଳି ରେଳଷ୍ଟେଶନ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମାଲବାହୀ ଟ୍ରେନ୍ ଧକ୍କାରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ହାତୀ କରିଡର ଅଞ୍ଚଳରେ ସନ୍ଧ୍ୟା ୬ରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଟ୍ରେନ୍ ଘଣ୍ଟା…
ଏନ୍ଆଇଏନ୍ଏଲ୍ କାରଖାନାରେ ଶ୍ରମିକ ନିଖୋଜ ମାମଲା: ମାଟି ତଳୁ ମିଳିଲା ମୃତଦେହ
ଯାଜପୁର/କଳିଙ୍ଗନଗର(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ),୨ା୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା ଷ୍ଟିଲ୍ ଦ୍ୱାରା ପରିଚାଳିତ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍(ଏନ୍ଆଇଏନ୍ଏଲ୍)ର ବ୍ୟାଚିଂ ପ୍ଲାଣ୍ଟ ନିକଟ ମାଟି ତଳୁ ନିଖୋଜ ଶ୍ରମିକ ସିଲୁ ପ୍ରଧାନ(୨୨)ଙ୍କ ମୃତଦେହକୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଶନିବାର କଢ଼ାଯାଇଛି।…
ଗଙ୍ଗୁଆ କେନାଲରେ ବୁଡ଼ି ଚାଲିଗଲା ଜୀବନ
ଭୁବନେଶ୍ବର,୨।୧୧: ଚକେଇସିଆଣି ଗଙ୍ଗୁଆ କେନାଲରେ ଶନିବାର ଏକ ବଡ଼ ଅଘଟଣ ଘଟିଛି। କେନାଲରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଚକେଇସିଆଣି ଅଞ୍ଚଳର ବୋଲି ଜଣାପଡିଛି। ମିଳିଥିବା ସୂଚନା ମୁତାବକ, କୌଣସି କାରଣବଶତଃ ଯୁବକ ଜଣକ ଗଙ୍ଗୁଆ କେନାଲରେ ବୁଡ଼ି…
ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଦେବା ପଡ଼ିଲା ମହଙ୍ଗା
ଭୁବନେଶ୍ୱର,୨ା୧୧: ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ପୁଷ୍ଟିକର ସ୍ବାଦିଷ୍ଟ ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ପିଏମ୍-ପୋଷଣ ଅଭିଯାନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ମାତ୍ର ବିଭିନ୍ନ ସମୟରେ ଏଥିରେ ଅନିୟମିତା ହେଉଥିବା ଅଭିଯୋଗ ହେଉଛି। ଯାଜପୁର…
Archives


