ବଲିଉଡ୍ରେ ଓଡିଆ ପୁଅଙ୍କ କମାଲ: ସୋନପୁରର ରାଜ୍…
ଭୁବନେଶ୍ୱର,୨।୧୧: ବଲିଉଡ୍ରେ ଓଡିଆ ପୁଅଙ୍କ କମାଲ। ଭୁଲଭୁଲେୟା-ଥ୍ରୀରେ ଯାଦୁ ଦେଖାଇଛନ୍ତି ଓଡିଆ ପୁଆ। ଆସିଷ୍ଟାଣ୍ଟ ଡିରେକ୍ଟର ବା ସହ ନିର୍ଦ୍ଦେଶକ ଭାବେ କାମ କରି ସୋନପୁର ଜିଲାର ରାଜ କିଶୋର ହୋତା ଚର୍ଚ୍ଚାକୁ ଆସିଛନ୍ତି। ରାଜ କିଶୋର ଅନେକ ଦିନ ଧରି…
ଆମ୍ବଟାକୁଆ ଖାଇ ୨ ମୃତ୍ୟୁ ଘଟଣା: ପିଡିଏସ୍ ଚାଉଳ ବଣ୍ଟନରେ ଅନିୟମିତା ନେଇ ଅଭିଯୋଗ ଆଣିଲେ ଏହି ବିଜେଡି ନେତା
ଦାରିଙ୍ଗବାଡ଼ି,୨ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ମାଣ୍ଡିପାଙ୍କାରେ ଖାଦ୍ୟ ଅଭାବରୁ ଲୋକେ ଆମ୍ବଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଏବେ ମଧ୍ୟ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି। ଏନେଇ ସାରା…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ଆସିବ ୩ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ଭୁବନେଶ୍ୱର,୨ା୧୧: ଶନିବାର ପୁଣି ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ନଭେମ୍ବର ଶେଷ ‘ସୁଭଦ୍ରା’ ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ…
ଘନେଇଲାଣି ଆଉ ଏକ ବାତ୍ୟା ଭୟ! ବଙ୍ଗୋପସାଗରରେ ପୁଣି ଲଘୁଚାପ
ଭୁବନେଶ୍ୱର,୨।୧୧:ପୁଣି ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଦକ୍ଷିଣ ବଙ୍ଗୋପସାଗରରେ ୫ ନଭେମ୍ବରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହା ଧୀରେଧୀରେ ପଶ୍ଚିମ ଦିଗକୁ ଗତିକରି ତାମିଲନାଡୁ ଉପକୂଳରେ ପହଞ୍ଚିବ । ୭ ନଭେମ୍ବରରେ ଅଧିକ ଘନୀଭୂତ ହୋଇ…
ସୁନା ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା: ଆଜି ୧୨ ଘଣ୍ଟିଆ ଦୋକାନ ବଜାର ବନ୍ଦ ଡାକରା
ଜୟପୁର,୨।୧୧: ଜିଏସ୍ଟି ବିଭାଗର ଚଢାଉ ପରେ ସୁନା ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି ବୋଲି ଜୟପୁର ଚାମ୍ବର ଅଫ କର୍ମସ ଅଭିଯୋଗ କରିଛି । ଏହାକୁ ନେଇ ଶନିବାର ସକାଳ ୬ ଟାରୁ ସନ୍ଧ୍ୟା ୬ଟା ଯାଏ ୧୨ ଘଣ୍ଟା ଦୋକାନ ବଜାର…
ଟ୍ରଲରକୁ ଧକ୍କା ଦେଲା ମାରୁତି ଭ୍ୟାନ୍: ୫ମୃତ, ୫ ଗୁରୁତର
ହେମଗିର,୨,୧୧(ଚୈତନ୍ୟ ପଟେଲ): ସୁନ୍ଦରଗଡ ଜିଲା ହେମଗିର ଥାନା ସ୍ଥିତ କନ୍ଦାଧୁଡା ଓ ଟପରିଆ ରାସ୍ତାରେ ଛିଡା ହୋଇଥିବା ଟ୍ରଲରକୁ ପଛରୁ ଧକ୍କା ଦେଲା ମାରୁତି ଇକୋ। ଫଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ହେମଗିର…
ରେଳ ଧାରଣା ପାର୍ ହେଉଥିବାବେଳେ ମାଲଗାଡ଼ି ଧକ୍କାରେ ଦନ୍ତା ହାତୀର ମୃତ୍ୟୁ
ଢେଙ୍କାନାଳ ଅଫିସ,୨ । ୧୧(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ସଦର ରେଞ୍ଜ ଚିନ୍ତା ପୋଖରୀଠାରେ ରେଳ ଧାରଣା ପାର ହେଉଥିବା ବେଳେ ଶନିବାର ମାଲଗାଡ଼ି ଧକ୍କାରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି । ହାତୀଟିର ବୟସ ୧୨…
ଟୁଇନ୍ ସିଟିରେ ଘନ କୁହୁଡ଼ି, ମୁହଁକୁ ମୁହଁ ଦିଶୁନି
ଭୁବନେଶ୍ୱର,୨।୧୧: ଆଜି ଭୋରରୁ ଟୁଇନ୍ ସିଟିରେ ଘନ କୁହୁଡ଼ି ଦୃଶ୍ୟମାନ ହେଉଛି। ଫଳରେ ଗାଡ଼ି ଚଳାଚଳରେ ବାଧା ଉପୁଜିଛି। ଏତେ କୁହୁଡ଼ି ଯେ, ମୁହଁକୁ ମୁହଁ ଦିଶୁନାହିଁ। ୧୦୦ ମିଟର ଦୂରତାରୁ ମଧ୍ୟ ମୁହଁ ଦିଶୁନି। ଦୀପାବଳିରେ ପ୍ରବଳ ବାଣ ଫୁଟାଇବାରୁ…
ଓୟୋ ହୋଟେଲରେ ନାବାଳିକାଙ୍କୁ ଗଣବଳାତ୍କାର
ଭୁବନେଶ୍ୱର,୨।୧୧(ସତ୍ୟଜିତ୍ ରାଉତ): ଭୁବନେଶ୍ୱରରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନାବାଳିକାଙ୍କୁ ମୃଦୁପାନୀୟରେ ନିଶା ଦେଇ ୪ଜଣ ଯୁବକ ଏକ ଓୟୋ ହୋଟେଲରେ ଗଣବଳାତ୍କାର କରିଛନ୍ତି। ଏଥିସହ ବଳାତ୍କାର ସମୟର ଭିଡିଓ ଭାଇରାଲ କରିବାର ଧମକ ଦେଇ ପୀଡ଼ିତା ଓ…
ନାବାଳିକାଙ୍କ ଆପତ୍ତିଜନକ ଫଟୋ ଉଠାଇ ଧମକ,ଯୁବକ ଗିରଫ ମାରିବାକୁ କଟୁରୀ ଧରି ଖୋଜୁଥିଲେ
ଭୁବନେଶ୍ୱର୧,ା୧୧(ସୂର୍ଯ୍ୟକାନ୍ତ ବେହେରା): ବନ୍ଧୁ ହୋଇ ନାବାଳିକା ଛାତ୍ରୀଙ୍କ ସହ ବିଶ୍ୱାସଘାତକତା କଲେ ଜଣେ ଯୁବକ। ଅଚେତ ଅବସ୍ଥାରେ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଉଠାଇ ତାଙ୍କୁ ବ୍ଲାକମେଲ ସହ ବିବାହ କରିବା ଜିଦ କରି ତାଙ୍କୁ କଟୁରୀ ସାହାଯ୍ୟରେ ମାରିବା ପାଇଁ ପ୍ରୟାସ…
ମଧ୍ୟାହ୍ନ ଭୋଜନରେ ନାହିଁ ଡାଲି କି ଅଣ୍ଡା ମାଗିବାରୁ ଶିକ୍ଷୟିତ୍ରୀ କହୁଛନ୍ତି ଲଙ୍କା, ଲୁଣ ଲଗେଇ ଖା
କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦି ବ୍ଲକ ଟୋଲକାନି ଝାଡଶ୍ୱର ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଖାଇବାକୁ ଦିଆଯାଉଛି। ଶୁକ୍ରବାର ମଧ୍ୟାହ୍ନ ଭୋଜନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନଙ୍କୁ କେବଳ ଭାତ ଖାଇବାକୁ ଦିଆଯାଇଥିଲା। ପିଲାମାନେ ତରକାରି ମାଗିବାରୁ…
ଅଯୋଗ୍ୟ ସୁଭଦ୍ରା ହିତାଧୀକାରୀଙ୍କ ପାଇଁ ବଡ଼ ଖବର, ଉପମୁଖ୍ୟମନ୍ତ୍ରୀ କହିଲେ…
ସୁଭଦ୍ରା ଯୋଜନା ପାଇଁ ପ୍ରସ୍ତୁତ ହେବ ନୂଆ ଗାଇଡ୍ଲାଇନ। ଆବେଦନ କରି କଟିଯାଇଥିବା ହିତାଧିକାରୀ ଏହି ଯୋଜନାରେ ପୁଣି ସାମିଲ ହେବେ । କେଉଁ ଆଧାରରେ କଟାଗଲା ସେ ସବୁର ପରୀକ୍ଷାନିରୀକ୍ଷା କରାଯିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ଏ ନେଇ…
Archives


