ଅଧା ରହିଗଲା ପ୍ରେମ କାହାଣୀ: ପ୍ରେମିକା ପିଇଲେ କୀଟନାଶକ, ପରେ ପ୍ରେମିକ ନେଲେ…
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁକ୍ତ ୨ ନାବାଳିକା ଛାତ୍ରୀ ଘରେ କୀଟନାଶକ ପିଇ ଆତ୍ମହତ୍ୟା କରିବା ଖବର ପାଇ ଗ୍ରାମର ତାଙ୍କ ପୁରୁଷ…
Business Eminence Awards-2025: କଠିନ ପରିଶ୍ରମୀ ଉଦ୍ୟୋଗୀ ହେଲେ ପୁରସ୍କୃତ
ଭୁବନେଶ୍ୱର,୫।୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ମିଳିତ ଆନୁକୂଲ୍ୟରେ ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ହୋଇଥିବା ବିଜ୍ନେସ ଏମିନେନ୍ସ ଆଓ୍ବାର୍ଡ-୨୦୨୫ ଉଦ୍ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ବିଗିଜ୍ ବର୍ଗରର…
ସରକାରୀ କର୍ମଚାରୀ ହୁଅ କି ଆଇଟି ଦିଅ: ସମ୍ଭ୍ରାନ୍ତ ପରିବାରର ହୋଇଥିଲେ ମିଳିବ ବୟୋ ବନ୍ଦନ କାର୍ଡ
ଭୁବନେଶ୍ୱର,୪।୫: ୭୦ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ। ପ୍ରେସମଟ୍ରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସରକାରୀ କର୍ମଚାରୀ ହୁଅନ୍ତୁ କି ଆଇଟି ଦାଖଲ କରୁଥିଲେ ମଧ୍ୟ ମିଳିବ। ସମ୍ଭ୍ରାନ୍ତ ପରିବାରର ହୋଇଥିଲେ ମିଳିବ ବୟୋ…
ପରିବାରର ପ୍ରତିଟି ସଦସ୍ୟଙ୍କୁ ମିଳିବ ଗୋଟିଏ ଲେଖାଏ ଆୟୁଷ୍ମାନ କାର୍ଡ: ସ୍ବାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର,୫।୪: ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା। କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏ…
‘ଧ୍ୱଂସ ପାଦ ଦେଶରେ ବିଜେଡି; ଏମିତି ସମୟ ଆସିବ ଶଙ୍ଖ ଚିହ୍ନ ନ ଥିବ, ଓଡ଼ିଶାରୁ ହଜିଯିବ’
ଭୁବନେଶ୍ୱର,୫।୪: ଦାଣ୍ଡରେ ପଡ଼ି ହାଟରେ ଗଡ଼ିବାକୁ ଲାଗିଲାଣି ବିଜେଡି ଅନ୍ତଃକନ୍ଦଳ। ଓ୍ବକଫ୍ ବିଲ୍କୁ ନେଇ ଦଳର ଏମ୍ପି ସସ୍ମିତ ପାତ୍ରଙ୍କ ଆଭିମୁଖ୍ୟ ସ୍ପଷ୍ଟ ହେବା ପରେ ଅନ୍ୟ ନେତାମାନେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରୁଛନ୍ତି। ଅପରପକ୍ଷେ ଭାଜପା ନେତାମାନେ ମୁଖିଆ…
କ୍ଷତିପୂରଣ ପାଇଁ ଛିଡୁନି ଅଙ୍କ,ବ୍ୟବଚ୍ଛେଦ ନ ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ପଡ଼ି ରହିଛି ମୃତଦେହ
ପଟ୍ଟାଙ୍ଗି,୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଚନ୍ଦକା ପଞ୍ଚାୟତରେ ଚାଲିଥିବା ଭାରତମାଳା ରାସ୍ତା ନିର୍ମାଣ କାର୍ଯ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଲାଗି ରହିଛି। କ୍ଷତିପୂରଣ ଲାଗି ଅଙ୍କ ଛିଡ଼ୁ ନ…
ଅସହ୍ୟ ହେଲା ସ୍ତ୍ରୀଙ୍କ ନିର୍ଯାତନା; ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ଟ୍ରେନ୍ ଆଗକୁ ଡେଇଁଲେ ଯୁବକ
ଖୋର୍ଦ୍ଧା,୫।୪(ପ୍ରଭାତ ପାଣିଗ୍ରାହୀ): ମୁଁ ରାମଚନ୍ଦ୍ର ବଡ଼ଜେନା। ମୋ ଘର କୁମ୍ଭାରବସ୍ତ। ମୋ ସ୍ତ୍ରୀ ପାଇଁ ମୁଁ ଆଜି ସୁଇସାଇଡ୍ କରୁଛି। ଏମିତି ଏକ ଭିଡିଓ ସୋସିଆଲ ମିଡିଆରେ ଅପ୍ଲୋଡ୍ କରି ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି…
କଟକ ବାଲିଯାତ୍ରା ପଡ଼ିଆରେ ହେବ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ
କଟକ, ୫।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନର ଶୁଭାରମ୍ଭ…
ସସ୍ମିତ ନୁହନ୍ତି, ଏ ହେଉଛନ୍ତି ଭିଲିଆନ୍ କାହିଁକି ଏମିତି କହିଲେ ଦେବାଶିଷ
ଭୁବନେଶ୍ୱର,୫।୪: ବଡ଼ ବିସ୍ଫୋରଣ ଘଟାଇଲେ ବିଜେଡି ଏମ୍ପି ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସସ୍ମିତ ଭିଲେନ ନୁହଁନ୍ତି, ମୁଖ୍ୟ ପରାମର୍ଶଦାତା ହିଁ ଏହା ପଛରେ ଅଛନ୍ତି ବୋଲି କହିଛନ୍ତି। ଦୁଇ ଦୁଇଟି ମିଟିଂରେ ନବୀନ ବିଲ୍କୁ ବିରୋଧ କରିବୁ କହିଥିଲେ। ପୁଣି…
ସସ୍ମିତଙ୍କ ବିରୋଧରେ ଚିଠି ଲେଖିଲେ ପ୍ରତାପ: ଏହା ଭିତରେ ରହିଛି ଗଭୀର ଷଡ଼ଯନ୍ତ୍ର
ଭୁବନେଶ୍ୱର, ୫।୪: ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ବିରୋଧରେ ଚିଠଲେଖିଲେ ପ୍ରତାପ ଜେନା। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ପ୍ରତାପ। ସସ୍ମିତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ୱାକ୍ଫ ବିଲ ସପକ୍ଷରେ ସସ୍ମିତଙ୍କ ଭୋଟ…
ଅଳିଆ ଗଦାରେ ଦାରିଙ୍ଗବାଡି: ନାକ ଟେକିଲେଣି ପର୍ଯ୍ୟଟକ, ଉନ୍ନତି ପଥରେ ଆଗେଇ ନେବାକୁ ଅଣ୍ଟାଭିଡିଛନ୍ତି ଯୁବ ସମାଜସେବୀ
ଦାରିଙ୍ଗବାଡି,୫।୪ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବରେ ଦାରିଙ୍ଗବାଡି ବେଶ୍ ବରିଚିତ। ଏହି ଜିଲାକୁ ଶୀତଦିନେ ପର୍ଯ୍ୟଟକଙ୍କ ସୁଅ ଛୁଟେ। ଦେଶ ଓ ବିଦେଶର ବିଭିନ୍ନ ସ୍ଥାନରୁ ପ୍ରେତିଦିନ ଶହ ଶହ ପର୍ଯ୍ୟଟକ ବର୍ଷ ତମାମ ଦାରିଙ୍ଗବାଡି ବୁଲିବାକୁ ଆସିଥାନ୍ତି ।…
ବାହିନୀପତିଙ୍କ ବିସ୍ଫୋରକ ବୟାନ: ବିଜୁ ଆଉ ପାଣ୍ଡିଆନ ଲୋକ…
ଭୁବନେଶ୍ୱର,୫।୪: ବିଜେଡିରେ ଓ୍ବକଫ ବିଲକୁ ନେଇ ଅସ୍ପଷ୍ଟ ନୀତି ଦଳ ଭିତରେ ଅସ୍ଥିରତା ସୃଷ୍ଟି କରିଛି। ଏହି ବିଲ ଶୁକ୍ରବାର ସକାଳେ ରାଜ୍ୟ ସଭାରେ ପାରିତ ହୋଇଥିବା ସମୟରେ ଦଳୀୟ ଏମ୍ପିଙ୍କ ମଧ୍ୟରେ ମତଭେଦ ଦେଖାଦେଇଛି। ଏହାରି ମଧ୍ୟରେ ବିଜେଡିକୁ ନେଇ…

